ETV Bharat / bharat

ଏପ୍ରିଲ ୧୭ ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ - horoscope

Horoscope Of 17th April: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଏପ୍ରିଲ ୧୭ ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By ETV Bharat Odisha Team

Published : Apr 17, 2024, 12:00 AM IST

ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ନୁହେଁ । ଆଜି ଆପଣ ବିରକ୍ତିଭାବ ପ୍ରକାଶ କରିବେ । ଜଣେ ବନ୍ଧୁଙ୍କର ଖରାପ ବ୍ୟବହାର ଆପଣଙ୍କୁ ଆଘାତ ଦେଇପାରେ। ସମ୍ପତ୍ତି ଓ ଜମିବାଡ଼ି ସଂକ୍ରାନ୍ତୀୟ କୌଣସି କାର୍ଯ୍ୟକଳାପରେ ନିଜକୁ ସଂପୃକ୍ତ କରନ୍ତୁ ନାହିଁ। ମହିଳାଙ୍କ ନକାରାତ୍ମକ ପ୍ରଭାବରୁ ଦୂରେଇ ରୁହନ୍ତୁ । ବିଦ୍ୟାର୍ଥୀମାନେ ଏହି ସମୟରେ କ୍ଲାନ୍ତି ଅନୁଭବ କରିପାରନ୍ତି । ଏଣୁ କଟୁବାକ୍ୟ ନକହି ସାବଧାନତାର ସହ ଚଳନ୍ତୁ । ମାନସିକ ଶାନ୍ତି ଲାଭ କରିବା ପାଇଁ ଯୋଗ ଏବଂ ଧ୍ୟାନରେ ସମୟ ବିନିଯୋଗ କରନ୍ତୁ ।

ବୃଷ: ଗ୍ରହମାନଙ୍କ ଶୁଭଦୃଷ୍ଟି ଯୋଗୁଁ ଆଜିର ଦିନଟି ଆପଣ ଆମୋଦ ପ୍ରମୋଦରେ କାଟିପାରନ୍ତି । ଆପଣ ଖୁସି ଅନୁଭବ କରିବେ । ଆପଣଙ୍କ ସୃଜନଶୀଳତା କିଛି କରିବାକୁ ପ୍ରବର୍ତ୍ତାଇପାରେ । ନିଜ ପ୍ରିୟଜନମାନଙ୍କ ସହ ଭୋଜିଭାତର ଆସର ଜମିବ । ବାହାରକୁ ଯାତ୍ରା କରିବାକୁ ପଡ଼ିପାରେ କିମ୍ବା ଆର୍ଥିକ ସମସ୍ୟା ଦେଖା ଦେଇପାରେ ।

ମିଥୁନ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭଙ୍କର ଅଟେ । ଆଜିର ଦିନରେ ଆପଣ ବନ୍ଧୁବାନ୍ଧବ ଓ ପ୍ରିୟଜନଙ୍କ ସହ ଖୁସିରେ ସମୟ ବିତାଇବେ । ଆର୍ଥିକ ସ୍ଥିତିରେ ଶୀଘ୍ର ଉନ୍ନତି ପରିଲକ୍ଷିତ ହେବ । ତେଣୁ ବ୍ୟସ୍ତ ବା ବିବ୍ରତ ହେବା ଉଚିତ ନୁହେଁ । ବୃତ୍ତିଜୀବିଙ୍କ ପାଇଁ ଆଜି ଶୁଭ ଦିନ ଅଟେ । ବ୍ୟକ୍ତିଗତ ଜୀବନରେ ଆର୍ଥିକ ସ୍ଥିତିରେ ଉନ୍ନତି ହେବ ।

କର୍କଟ: କର୍କଟ ରାଶିର ବ୍ୟକ୍ତିଙ୍କ ପାଇଁ ଆଜି ହେଉଛି ଶୁଭ ଦିନ। ଆପଣ ଆଜିର ଦିନ ନିଜ ଇଚ୍ଛା ଅନୁସାରେ କାଟିପାରିବେ । ବନ୍ଧୁଙ୍କ ସହ ଖୁସିଗପରେ ମସଗୁଲ୍ ରହିବେ, ଉପହାର ଆଦାନପ୍ରଦାନ କରି ଅତ୍ୟଧିକ ଉଲ୍ଲସିତ ହେବେ । ନିଜ ମନ କଥା ଯଦି କାହା ଆଗରେ କହିବାକୁ ଇଚ୍ଛା କରନ୍ତି, ତା ହେଲେ ବର୍ତ୍ତମାନ କୁହନ୍ତୁ । ବାହାରକୁ ଯାତ୍ରା କରିପାରନ୍ତି । ସ୍ୱାଦିଷ୍ଟ ଭୋଜନରେ ଆତ୍ମସନ୍ତୋଷ ବୃଦ୍ଧି ହୋଇପାରେ । କୌତୁକପୂର୍ଣ୍ଣ ଖେଳରେ ନିଜକୁ ନିୟୋଜିତ କରିପାରନ୍ତି ।

ସିଂହ: ଆଜି ଆପଣ କୌଣସି ସିଦ୍ଧାନ୍ତରେ ନ ପହଞ୍ଚି ପାରିବା ଯୋଗୁଁ ଆପଣ ବ୍ୟଥିତ ହୋଇପାରନ୍ତି । ନିୟମିତ କାମ କରିବାକୁ ଥିବାରୁ ଏହା ଆପଣଙ୍କୁ ବିଚଳିତ କରିପାରେ । ନିଜର କ୍ରୋଧ ଏବଂ ବାର୍ତ୍ତାଳାପ ଶୈଳୀକୁ ନିୟନ୍ତ୍ରଣରେ ରଖନ୍ତୁ । ଆଇନଗତ କାର୍ଯ୍ୟକଳାପ ପ୍ରତି ସତର୍କ ରୁହନ୍ତୁ । ଆଇନଗତ ଏବଂ ଅମଲାତାନ୍ତ୍ରିକ ନିଷ୍ପତ୍ତି ସ୍ଥଗିତ କରନ୍ତୁ । ନିଜର ଚିନ୍ତାଧାରା ଉପରେ ନିୟନ୍ତ୍ରଣ ରଖନ୍ତୁ । ନୂଆ ମହିଳା ବନ୍ଧାବୀଙ୍କଠାରୁ ଦୂରେଇ ରୁହନ୍ତୁ । ବିଦେଶରୁ କିଛି ଖବର ମିଳିପାରେ ।

କନ୍ୟା: ଆଜି ଦିନଟି ଶୁଭ ରହିବ । ପୁରସ୍କାର, ଲାଭ, ଫାଇଦା, ଯାହା ଇଚ୍ଛା କରିବେ ତାହା ପାଇବେ ଏବଂ ଘର କିଣିବା କିମ୍ବା ବ୍ୟବସାୟ କ୍ଷେତ୍ରରେ ଆପଣଙ୍କୁ ସୁଫଳ ମିଳିପାରେ । ଏହି ସମୟରେ ଯାତ୍ରା ଶୁଭଙ୍କର ହେବ, ଆପଣଙ୍କ ଜୀବନସାଥୀଙ୍କ ସହ ବାହାରକୁ ଯାଇପାରନ୍ତି । ବ୍ୟବସାୟୀମାନେ ଲାଭାନ୍ୱିତ ହେବେ । ଆପଣ ବ୍ୟବସାୟ ସମ୍ପର୍କିତ ଅର୍ଥ ସଂଗ୍ରହ ପାଇଁ ଯାତ୍ରା କରିପାରନ୍ତି ଏବଂ ଏହା ଫଳପ୍ରଦ ରହିବ ।

ତୁଳା: ଆଜି ଆପଣଙ୍କୁ ପ୍ରତିଟି କାମରେ ଆତ୍ମସନ୍ତୋଷ ଏବଂ ତୃପ୍ତି ମିଳିବ । ଆପଣ ନିଜ ପ୍ରିୟଜନଙ୍କ ସହ ଥିବା ମତାନ୍ତର ଦୂର କରିବେ ଏବଂ ଭଲରେ ସମୟ ବିତାଇବେ । ଯଦି ବୃତ୍ତିଗତ ଏବଂ ଆର୍ଥିକ ବିଷୟଗୁଡ଼ିକ ପାଇଁ ମଧ୍ୟ ଭଲ ସମୟ ଅଟେ । ମାଆଙ୍କଠାରୁ ସ୍ନେହଶ୍ରଦ୍ଧା ମିଳିବ । ନିଜ ସ୍ୱପ୍ନର କାମ ପାଇପାରନ୍ତି, କିମ୍ବା କାର୍ଯ୍ୟକ୍ଷେତ୍ରରେ ପ୍ରଶଂସିତ ହୋଇପାରନ୍ତି । ସମ୍ପତ୍ତି ସଂକ୍ରାନ୍ତୀୟ ଆଇନଗତ କାର୍ଯ୍ୟାନୁଷ୍ଠାନ ଫଳପ୍ରଦ ହେବ ଏବଂ ବ୍ୟବସାୟରେ ଉନ୍ନତି ହେବ ।

ବିଛା: ଆଜି ଦିନଟି ଆପଣ ବିଭିନ୍ନ ଚିନ୍ତାରେ ମଗ୍ନ ରହିବେ । ନିଜକୁ ନିୟନ୍ତ୍ରଣରେ ରଖନ୍ତୁ । ଯଦି ଆପଣ ଜଣେ ଲେଖକ କିମ୍ବା ଜୀବନଜୀବିକା ପାଇଁ ସୃଜନଶୀଳ କାମ କରୁଛନ୍ତି, ଏହି ସମୟ ଆପଣଙ୍କ ପାଇଁ ମଙ୍ଗଳମୟ ଅଟେ । ବ୍ୟବସାୟୀମାନେ ଅପ୍ରତ୍ୟାଶିତ ବାଧାର ସମ୍ମୁଖୀନ ହୋଇପାରନ୍ତି, କିମ୍ବା ପେଶା ମାନ୍ଦା ହୋଇପାରେ । କର୍ତ୍ତୃପକ୍ଷ ଗୋଟିଏ ମୁହୂର୍ତ୍ତରେ ଖୁସି ଏବଂ ଅନ୍ୟ ମୂହୁର୍ତ୍ତରେ ଅସନ୍ତୁଷ୍ଟ ହୋଇପାରନ୍ତି । କାର୍ଯ୍ୟକ୍ଷେତ୍ରରେ ଈର୍ଷ୍ୟାନ୍ୱିତ ପ୍ରତିଦ୍ୱନ୍ଦୀଙ୍କଠାରୁ ଦୂରେଇ ରୁହନ୍ତୁ । ଦୂର ଜାଗାକୁ ଯାତ୍ରାର କରିବାର ଯୋଗ ରହିଥିବା ବେଳେ ଆଜି ଆପଣଙ୍କ ଖର୍ଚ୍ଚ ବଢ଼ିପାରେ ।

ଧନୁ: ଆଜିର ଦିନଟି ଆପଣଙ୍କ ପାଇଁ ଭଲ ନୁହଁ । ଖର୍ଚ୍ଚ ବଢ଼ିଲେ, କାମ ଅଟକିଗଲେ ଏବଂ ମନ ଭାରି ହେଲେ ବିଚଳିତ ହୁଅନ୍ତୁ ନାହିଁ । ନୂଆ କାର୍ଯ୍ୟ ଆରମ୍ଭ କରନ୍ତୁ ନାହିଁ । ସ୍ୱାସ୍ଥ୍ୟପ୍ରଦ ଖାଦ୍ୟ ଖାଇବା ସହ ନିଜ ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ଏବଂ ଶୁଭ ଚିନ୍ତା କରନ୍ତୁ ।

ମକର: ଆଜି ଦିନଟି ଭଲରେ କଟିବ । କମିସନ ମାଧ୍ୟମରେ ବହୁତ ଆୟ ସୁଧ ଏବଂ ବ୍ୟବସାୟରେ ବୃଦ୍ଧିର ସମ୍ଭାବନା ରହିଛି । ଆପଣଙ୍କ ଆର୍ଥିକ କ୍ଷେତ୍ରରେ ବୃଦ୍ଧି ହେବାର ସମ୍ଭାବନା ରହିଛି । ନିଜର ବୃତ୍ତିରେ ସହକର୍ମୀଙ୍କ ସଙ୍ଗରେ ଓ ପ୍ରିୟଜନଙ୍କ ସଙ୍ଗରେ ବନ୍ଧୁତ୍ୱ ଅତୁଟ ରହିବ । ବୃତ୍ତିରେ ନିଜର କର୍ମଦକ୍ଷତା ଯୋଗୁଁ ପ୍ରିୟଭାଜନ ହେବେ ଏବଂ ଉପରିସ୍ଥ କର୍ମଚାରୀଙ୍କ ଶୁଭଦୃଷ୍ଟି ପଡିବ ।

କୁମ୍ଭ: ଗ୍ରହମାନଙ୍କର ସୁପ୍ରଭାବ ଫଳରେ ଆପଣଙ୍କର ସାମାଜିକ ମାନ ସମ୍ମାନ ଓ ପ୍ରତିଷ୍ଠା ପାଇଁ ଗର୍ବିତ ହେବେ । ଯେଉଁ କାର୍ଯ୍ୟର ଦାୟିତ୍ୱ ବହନ କରିବେ, ସେଥିରେ ଆପଣଙ୍କ ସହକର୍ମୀମାନେ ଆଶା ଥିବା ଭାବରେ ସାହାଯ୍ୟ କରିବେ । ଅନ୍ୟମାନଙ୍କ ପ୍ରତି ଆପଣଙ୍କର ସ୍ନେହ ସୌହାର୍ଦ୍ଦପୂର୍ଣ୍ଣ ବ୍ୟବହାର ଯୋଗୁଁ ଆପଣ ପ୍ରିୟଭାଜନ ହେବେ । ମାତୃପକ୍ଷ ସଦସ୍ୟଙ୍କଠାରୁ ଭଲ ଖବର ପାଇବେ । ପାରିବାରିକ ଜୀବନ ସୁଖଶାନ୍ତିରେ କଟିବ । ଶରୀର ସୁସ୍ଥ ରହିବ ।

ମୀନ: ଆଜି ଆପଣ ଆଶାତିତ ଭାବେ ଭାବୁକତା ଏବଂ ବିଚାରଶୀଳତା ଅନୁଭବ କରିବାର ସମ୍ଭାବନା ଅଛି । ଆଜିର ଯଥା ସମ୍ଭବ ଲାଭ ନେବା ପାଇଁ ଆପଣଙ୍କ ସମସ୍ତ ଶକ୍ତି ଏକାଠି କରନ୍ତୁ ଏବଂ ଅନୁକୂଳ ଦିଗରେ ପ୍ରୟୋଗ କରନ୍ତୁ । ଅବଶ୍ୟ, ଧ୍ୟାନ କିମ୍ୱା ଯୋଗ କରିବା ଦ୍ୱାରା ଆପଣ ଏହା ସମ୍ଭବ କରିପାରିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.