ETV Bharat / bharat

ଜୁନ ୧୭ ରାଶିଫଳ: ବୃଷ ରାଶିର ବ୍ୟକ୍ତି ହେବେ ରୋଗମୁକ୍ତ, ସତର୍କ ନରହିଲେ ସମସ୍ୟାର ସମ୍ମୁଖୀନ ହେବେ ଏହି ରାଶି ବ୍ୟକ୍ତି - Daily Horoscope - DAILY HOROSCOPE

Horoscope Of 17th June: ଆଜି ଆପଣଙ୍କ ଦିନ କେମିତି କଟିବ ? ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ETV Bharat Odisha)
author img

By ETV Bharat Odisha Team

Published : Jun 17, 2024, 6:14 AM IST

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ
କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (ARIES)

ମେଷ: ଆପଣଙ୍କୁ ସମାଜରୁ ପ୍ରେରଣା ମିଳିବ । ଅର୍ଥ ସମାଗମର ବାଟ ଖୋଲିଯିବ । ଜୀବନ ଖୁସି ଓ ସନ୍ତୋଷପୂର୍ଣ୍ଣ ରହିବ । ଆପଣ କୌଣସି ଜରୁରୀ କଥାବାର୍ତ୍ତାରେ ଭାଗ ନେବେ । କିନ୍ତୁ ନିଜ କଥା କହିବାରେ ସଂଯମତା ରଖନ୍ତୁ । ବିଭିନ୍ନ ସୁଚିନ୍ତିତଧାରାରେ ଆଜି ମଗ୍ନ ରହିବେ । ଯଦି ଏହାକୁ ଠିକରେ କାର୍ଯ୍ୟକାରୀ କରିପାରିବେ ତେବେ ଉପକାର ପାଇବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (TAURUS)

ବୃଷ: ଆଜି ଦିନସାରା ଆପଣ ଖୁସିରେ ରହିବେ । ଚିନ୍ତାମୁକ୍ତ ରହିବେ । ଆପଣଙ୍କ ଇଚ୍ଛା ଅନୁସାରେ ସମସ୍ତ କାର୍ଯ୍ୟ ଠିକ୍‌ ସମୟରେ ଶେଷ ହେବ । ଧନ ଲାଭ ହେବ । ଶେଷ ହୋଇନଥିବା କାମକୁ ସମାପ୍ତ କରିବେ । ମାତାପିତାଙ୍କ ଠାରୁ ସୁସମ୍ବାଦ ମିଳିବ । ଏହା ସହିତ ସେମାନଙ୍କଠାରୁ ଲାଭ ମଧ୍ୟ ପାଇବେ । ରୋଗୀମାନେ ରୋଗମୁକ୍ତ ହେବେ । ବନ୍ଧୁମାନେ ସାହାଯ୍ୟର ହାତ ବଢାଇବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (GEMINI)

ମିଥୁନ: ସପ୍ତାହ ସାରା ସ୍ତ୍ରୀ ଓ ପିଲାଙ୍କ ସ୍ୱାସ୍ଥ୍ୟକୁ ନେଇ ବ୍ୟସ୍ତ ରହିବ । ବାଦ ବିବାଦ ଏବଂ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ । ସମୟ ନଷ୍ଟ କରିବା ପାଇଁ କାହାରିକୁ ସୁଯୋଗ ଦିଅନ୍ତୁ ନାହିଁ । ସାଙ୍ଗଙ୍କ ପାଇଁ ଅର୍ଥ ଖର୍ଚ୍ଚ କରିବେ । ପେଟଜନିତ ଯନ୍ତ୍ରଣା ଭୋଗିବେ । ବାହାରକୁ ଯାତ୍ରା ସମୟରେ ସତର୍କତା ଅବଲମ୍ବନ କରନ୍ତୁ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CANCER)

କର୍କଟ: ଖରାପ ଚିନ୍ତା ଆପଣଙ୍କ ଦୁଃଖର କାରଣ ହେବ । ନିଜକୁ ଶକ୍ତି ସାମର୍ଥ ଶୂନ୍ୟ ପରି ଭାବିବେ । ପାରିବାରିକ କଳହ ଲାଗିରହିବ । ଖର୍ଚ୍ଚ ବଢିବ । ଏହାକୁ ରୋକିବାରେ ଅସଫଳ ହେବେ । ଚିନ୍ତା ମଗ୍ନ ରହିବା ସହିତ ଭଲରେ ଶୋଇପାରିବେ ନାହିଁ । ହୃଦୟଜନିତ ଯନ୍ତ୍ରଣା ଅନୁଭବ କରିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LEO)

ସିଂହ: ସାରାଦିନ ଆପଣଙ୍କ ପାଇଁ ଆନନ୍ଦମୟ ଓ ଶାନ୍ତିପୂର୍ଣ୍ଣ ରହିବ । ସାଥୀଙ୍କ ସହ ସମ୍ପର୍କ ଅଧିକ ଦୃଢୀଭୂତ ହେବ । ପ୍ରତିଟି ସମ୍ପର୍କର ମହତ୍ୱ ବୁଝି ପାରିବେ । ପାଖରେ ଥିବା ପରିଦର୍ଶନ ସ୍ଥଳ ବୁଲି ଯାଇପାରନ୍ତି । ଚିନ୍ତା ଦୂର ହେବ ଓ କାର୍ଯ୍ୟରେ ସଫଳ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (VIRGO)

କନ୍ୟା: ପରିବାରରେ ଶାନ୍ତ ବାତାବରଣ ରହିବ । ମଧୁର କଥା କହି ସବୁ କାମ ସଫଳତାର ସହିତ ଶେଷ କରିବେ । କୌଣସି ସୂକ୍ଷ୍ମ ବିଚାର ନକରିବା ପାଇଁ ଚେଷ୍ଟା କରିବେ । ମିଷ୍ଟାର୍ଣ୍ଣ ଭୋଜନରେ ଆପ୍ୟାୟିତ ହେବେ । ଭ୍ରମଣରେ ଯାଇପାରନ୍ତି । ଜଗିରଖି ଖର୍ଚ୍ଚ କରନ୍ତୁ । ଛାତ୍ର ପାଠପଢାରେ ଦୁର୍ବଳ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (LIBRA)

ତୁଳା: ଆର୍ଥିକ ଖର୍ଚ୍ଚ ନିୟନ୍ତ୍ରଣ କରନ୍ତୁ । ନୂତନ କାମ କରିବାର ସୁଯୋଗ ମିଳିପାରେ । ଦେହ ଓ ମନ ସୁସ୍ଥ ରହିବ । ନିଷ୍ଠାର ସହିତ ଠିକ ସମୟରେ କାର୍ଯ୍ୟ ଶେଷ କରିବେ । ନିଜ ଉପରେ ଭରସା ବଢିବ । ମଉଜ ମଜଲିସରେ ଅନେକ ଅର୍ଥ ସାରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SCORPIO)

ବିଛା: ଆପଣ ନିଜର କ୍ରୋଧ ନିୟନ୍ତ୍ରଣ କରନ୍ତୁ । ରାଗ ସମୟରେ କଥାବାର୍ତ୍ତାରେ ସଂଯମତା ଅବଲମ୍ଵନ କରନ୍ତୁ । ମସ୍ତିଷ୍କରେ ବିଭିନ୍ନ ଚାପ ଯୋଗୁଁ ସବୁବେଳେ ଉତ୍କଣ୍ଠିତ ରହିବେ । ଶାରୀରିକ ଅସୁସ୍ଥତା ମଧ୍ୟ ମନକୁ ବିବ୍ରତ କରିପାରେ । ଗାଡି ଚଳାଇବା ବେଳେ ସତର୍କତା ଅବଲମ୍ୱନ ନକଲେ ଦୁର୍ଘଟଣା ଘଟିବାର ଆଶଙ୍କା ଅଛି । ନିଜର କୌଣସି ଅସ୍ତ୍ରପୋଚାର କରିବାର ଥିଲେ ମଧ୍ୟ କରନ୍ତୁ ନାହିଁ । ପରିବାର ଓ ପ୍ରିୟଜନଙ୍କ ସହ ଆମୋଦ ପ୍ରମୋଦ କରିପାରନ୍ତି । ଆଇନ ସମ୍ପନ୍ଧୀୟ କାର୍ଯ୍ୟରେ ସତର୍କତା ଅବଲମ୍ୱନ କରିବା ଉଚିତ । ଦିନଟି ମଉଜ ମଜଲିସରେ କାଟିପାରନ୍ତି ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (SAGITTARIUS)

ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ମଙ୍ଗଳମୟ ଅଟେ । ଆପଣଙ୍କର ଆର୍ଥିକ ସ୍ଥିତିରେ ଉନ୍ନତି ପରିଲକ୍ଷିତ ହେବ । ସାମାଜିକ ତଥା ବ୍ୟକ୍ତିଗତ ଜୀବନରେ ସୁଫଳ ପ୍ରାପ୍ତି ଯୋଗ ଅଛି । ପ୍ରିୟଜନଙ୍କ ସହ ଆପଣ ପରିଭ୍ରମଣ କରି ମଉଜ ମଜଲିସରେ ସମୟ ଅତିବାହିତ କରିପାରନ୍ତି । ଆପଣଙ୍କ ପାରିବାରିକ ଜୀବନରେ ଶାନ୍ତି ପାଇବେ । ଯେଉଁ ଯୁବକ ଯୁବତୀ ବିବାହ ପାଇଁ ଇଚ୍ଛୁକ, ସେମାନେ ନିଜର ପସନ୍ଦ ମୁତାବକ ଜୀବନସାଥୀ ପାଇବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (CAPRICORN)

ମକର: ଆଜି ବ୍ୟବସାୟରୁ ଅଧିକ ଲାଭ ପାଇବେ । ଆଜି ଉଧାର ଯାଇଥିବା ଅର୍ଥ ହସ୍ତଗତ ହେବା ସହ ଭ୍ରମଣରୁ ଓ ଅନ୍ୟାନ୍ୟ ଦିଗରୁ ମଧ୍ୟ ଅର୍ଥ ପାଇବେ । ସରକାରୀ ତଥା ବନ୍ଧୁବନ୍ଧବଙ୍କ ଠାରୁ ସହାୟତା ମିଳିବ । ପ୍ରିୟଜନ ଉପହାର ଦେଇ ଚକିତ କରିବେ । ନିଆଁ, ପାଣି ଏବଂ ଦୁର୍ଘଟଣା ପାଇଁ ସତର୍କ ରୁହନ୍ତୁ । ବ୍ୟବସାୟିକ କାମରେ ବହୁତ ଏପଟ ସେପଟ ହୋଇପାରନ୍ତି । ପିଲାଙ୍କ ପାଠପଢାର ଅଭିବୃଦ୍ଧିକୁ ପରିଲକ୍ଷିତ କରିବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (AQUARIUS)

କୁମ୍ଭ: ଆଜି ମିଶ୍ରିତ ଫଳ ମିଳିବ । ମନ ଭଲ ରହିବ । ମାତ୍ରାଧିକ କାମ ପାଇଁ ଅଧିକ ବଳ ହେବନି । ଉପରିସ୍ଥ ଅଧିକାରୀ କାମରେ ଅସନ୍ତୁଷ୍ଟ ହେବେ । କିଛି ବଡଧରଣର ବିକ୍ରି କରିପାରନ୍ତି । ଯାତ୍ରା କରିପାରନ୍ତି । ବିଦେଶରୁ ଖବର ପାଇବେ । ପିଲାମାନେ ଚିନ୍ତାର କାରଣ ହେବେ ।

କେମିତି ରହିବ ଆପଣଙ୍କ ଦିନ? ଜାଣନ୍ତୁ, ଆଜିର ରାଶିଫଳ (PISCES)

ମୀନ: ଆଜି ଭାଗ୍ୟ ଓ ସ୍ୱାସ୍ଥ୍ୟ ପାଇଁ ମଧ୍ୟମ ଦିନ ଅଟେ । ପରିଶ୍ରମ ବହୁଳ କାର୍ଯ୍ୟ କରନ୍ତୁ ନାହିଁ । ରକ୍ଷା ପାଇବା ପାଇଁ କିଛି ବାଟ ନାହିଁ । ମାତ୍ର ପରିଶ୍ରମର ଫଳ ମିଠା ଅଟେ । ସ୍ୱାସ୍ଥ୍ୟ ଓ ଖର୍ଚ୍ଚରେ ଯତ୍ନଶୀଳ ହୁଅନ୍ତୁ । ସାମାନ୍ୟ ବିଶ୍ୱାସ ଭଗବାନଙ୍କ ଉପରେ ରଖନ୍ତୁ । ଏହା ଆପଣଙ୍କ ଦିନଟିକୁ ଭଲରେ ପରିଣତ କରିବ ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.