ETV Bharat / bharat

ଜାନୁଆରୀ 23 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By ETV Bharat Odisha Team

Published : Jan 23, 2024, 6:59 AM IST

23rd January Horoscope: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

Horoscope
ଜାନୁଆରୀ 23 ରାଶିଫଳ

ମେଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ ରହିବ । ଆପଣ ନିଜର ଜିନିଷ ପତ୍ର ସଜାଡନ୍ତୁ, ଏକ ବିଶ୍ରାମ କିମ୍ୱା ବ୍ୟବସାୟିକ ଗସ୍ତ କାର୍ଡରେ ଅଛି । ଆପଣ ଡାଏରୀରେ ଏଣୁ ତେଣୁ ଗାରେଇବାକୁ ଚାହୁଁଛନ୍ତି ତେବେ ଆଗାନ୍ତୁ । ଆପଣ ନିଜକୁ ପରିପ୍ରକାଶ କରିବେ । ଆଜିର ବିଚାର ମୂଲ୍ୟବାନ ହୋଇପାରେ ଯାହା ହଠାତ ଆପଣଙ୍କ ବିଚାର ବଦଳାଇପାରେ । ସେଥିପାଇଁ ଆପଣଙ୍କର ନିର୍ଣ୍ଣୟ ନେବାରେ ବିଳମ୍ୱ ହୋଇପାରେ । ସେହି ସମୟରେ ଆପଣ କୌଣସି ଲୋକଙ୍କ ସହ ଯୁକ୍ତିତର୍କରୁ ଦୁରେଇ ରହନ୍ତୁ । ଖୁସି ରୁହନ୍ତୁ, ମଜା କରନ୍ତୁ ।

ବୃଷ: ଆପଣ ଆଜି ସ୍ଥିର, ଶାନ୍ତ ରହନ୍ତୁ । ଆପଣଙ୍କର ସମୟ ଆଜି ନଷ୍ଟ ହେବ । ମନ ଓ କାର୍ଯ୍ୟରେ ସ୍ଥିରତା ଆଣିବା ପାଇଁ ଚେଷ୍ଟା କରନ୍ତୁ । ''ପରସ୍ପର ମଧ୍ୟରେ ବୁଝାମଣା ଓ ବ୍ୟବସ୍ଥିତ" ଏହି ମନ୍ତ୍ରର ପ୍ରୟୋଗରେ ଆପଣଙ୍କ ଦିନଗୁଡିକ ସହଜ ହେବ । ଏହା ବିଶେଷତଃ ଲେଖକ ଓ କଳାକାରମାନଙ୍କ ପାଇଁ ଅଟେ । ଆପଣ ଆପଣଙ୍କର ଭ୍ରମଣ ସ୍ଥଗିତ କରନ୍ତୁ । ଆଜି କୌଣସି ନୂତନ ବ୍ୟବସାୟ ଆରମ୍ଭ କରନ୍ତୁ ନାହିଁ ।

ମିଥୁନ: ଆଜି ସମସ୍ତ ଜିନିଷ ଆପଣଙ୍କ ପାଇଁ ସୁନ୍ଦର ଏବଂ ଉଜ୍ଜ୍ବଳମୟ ହେବ । ଆଜି ଆପଣ ସୁସ୍ୱାଦୁ ଖାଦ୍ୟ ଖାଇବେ । ସେହି ସମୟରେ କିଛି ଆବଶ୍ୟକୀୟ ଗହଣା ଏବଂ ସାଜସଜ୍ଜା ଉପକରଣ କିଣିବାରେ ଆନନ୍ଦ ଅନୁଭବ କରିବେ । ଆପଣଙ୍କ ବଜେଟ ଅନୁସାରେ ଖର୍ଚ୍ଚ କରନ୍ତୁ । ନିଜର ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆପଣଙ୍କର ପରିବାର, ବନ୍ଧୁବର୍ଗ ଏବଂ ଆପଣଙ୍କର ଆନନ୍ଦପୂର୍ଣ୍ଣ ମନୋବୃତ୍ତି ଏକତ୍ର ମିଶି ଅଧିକ ଉଲ୍ଲାସମୟ କରିପାରିବେ । ଏକ ଉଲ୍ଲେଖନୀୟ ଏବଂ ଆଶ୍ଚର୍ଯ୍ୟଜନକ ଉପହାର ପ୍ରାପ୍ତ କରିବେ ଏବଂ ଶାନ୍ତିପୂର୍ଣ୍ଣ ଭାବେ ଦିନଟି ଶେଷ କରିବେ ।

କର୍କଟ: ଯଦି ଆପଣ ଜଣେ ଷ୍ଟକ୍‍ ବ୍ରୋକର୍‍ ତେବେ ଆପଣ ଅନୁଭବ କରିବେ ଯେ ଆପଣଙ୍କ ପାଇଁ ଦିନଟି ଭଲ ଯାଉନାହିଁ । ସେଥିପାଇଁ ଆପଣ ଆଜି ପଶ୍ଚାତାପ କରିବେ । ଉତ୍ପାଦନକାରୀ ନୂଆ ଉତ୍ପାଦ ବଜାରକୁ ଛାଡିବାରେ ବିଳମ୍ଵ କରିବା ଆବଶ୍ୟକ । ଯେତେବେଳେ ଆପଣ ଉତ୍ପାଦ ବଜାରକୁ ଛାଡିବେ ତାହାର ଉଚ୍ଚ ଦାବି ରହିବ ।

ସିଂହ: ସିଂହ ରାଶିମାନଙ୍କ ପାଇଁ ଲାଭଦାୟକ ଦିନ ଭାଗ୍ୟରେ ରହିଛି । ଆପଣଙ୍କ ମିତ୍ରମାନେ ଏବଂ ବିଶେଷତଃ ମହିଳା ଘନିଷ୍ଠ ମିତ୍ର ଆପଣଙ୍କୁ ସାହାଯ୍ୟ କରିବା ପାଇଁ ଖୁସି ହେବେ । ଦିନେ କିମ୍ୱା ସପ୍ତାହ ପରେ ଉତ୍ତେଜନାକୁ ଶାନ୍ତ କରିବା ପାଇଁ ଏକ ସୁନ୍ଦର ସ୍ଥାନକୁ ଭ୍ରମଣକୁ ଯିବା ପାଇଁ ଏକ ଭଲ ନିର୍ଣ୍ଣୟ ହୋଇପାରେ । ଧନ ବଳରେ ଆନନ୍ଦ ଉପଭୋଗ କରନ୍ତୁ । ମନେରଖନ୍ତୁ ସମୟ କାହାକୁ ଅପେକ୍ଷା କରେନାହିଁ । ତେଣୁ ଏହି ମୂଲ୍ୟବାନ ସମୟ ନଷ୍ଟ କରନ୍ତୁନାହିଁ । ଆପଣଙ୍କର ବ୍ୟବସାୟ ପାଇଁ ଆର୍ଥିକ ଲାଭ କାର୍ଡରେ ଅଛି ।

କନ୍ୟା: ଆପଣଙ୍କ ପାଇଁ ଆଜି ହେଉଛି ଏକ ବଢିଆ ଦିନ । ଏହା ବ୍ୟବସାୟ ଏବଂ ଚାକିରି କ୍ଷେତ୍ରରେ ହୋଇପାରେ । ଭାଗ୍ୟବାନ କନ୍ୟା ରାଶିମାନେ ଆପଣମାନଙ୍କ ପାଇଁ ଚର୍ତୁଦିଗରୁ ସଫଳତାର ବର୍ଷା ହେବ । ଯାହା ଆପଣ ଚାହୁଁଛନ୍ତି ତାହା ପାଇପାରିବେ । ନୂତନ ବ୍ୟବସାୟ ପାଇଁ ଏହା ହେଉଛି ଉପଯୁକ୍ତ ସମୟ । ବୃତ୍ତିଗତ ସଫଳତା, ଆୟ ବୃଦ୍ଧି ଏବଂ ପଦନ୍ନୋତି ଆପଣଙ୍କ ପାଖକୁ ଆସିପାରେ । ବ୍ୟକ୍ତିଗତ ଭାବେ ଆପଣ ନିଜ ବାପାଙ୍କଠାରୁ ଲାଭବାନ ହେବେ । ଘରେ ଖୁସି ଏବଂ ଶାନ୍ତିପୂର୍ବକ ଆପଣଙ୍କ ଦିନ ସମାପ୍ତ ହେବ ।

ତୁଳା: ସମୁଦାୟ ଆଜି ଏକ ଭଲ ଦିନର ଆଶା କରାଯାଉଛି । କାର୍ଯ୍ୟରେ ସହକର୍ମୀମାନଙ୍କ ଠାରୁ କୌଣସି ପ୍ରକାର ସାହାଯ୍ୟର ଆଶା କରନ୍ତୁ ନାହିଁ । ବିଶ୍ରାମ କିମ୍ୱା ଧାର୍ମିକ ସ୍ଥାନର ଭ୍ରମଣ କାର୍ଡରେ ରହିଛି । ଦିନ ମଧ୍ୟରେ ଏପରି ଏକ ସମୟ ଆସିବ ଯାହା ଆପଣଙ୍କୁ ନିରାଶ କରିପାରେ । ସୃଜନାତ୍ମକ କାର୍ଯ୍ୟକଳାପ ଏବଂ ଆଧ୍ୟାତ୍ମିକ ଆଲୋଚନା ଆପଣଙ୍କର ଶକ୍ତି ବଢାଇପାରେ । ଆପଣଙ୍କର ସ୍ୱାସ୍ଥ୍ୟର ଯତ୍ନ ନିଅନ୍ତୁ ଏବଂ ଡାକ୍ତରଙ୍କୁ ସାକ୍ଷାତ କରିବାକୁ ଭୁଲନ୍ତୁ ନାହିଁ । କିଛି ଶୁଭ ଖବର ଆଜି ଆପଣଙ୍କୁ ଖୁସି ଦେଇପାରେ ଏବଂ ଭଲ ଭାବରେ ଦିନ କଟାନ୍ତୁ ।

ବିଛା: ଆଜି ଆପଣଙ୍କ ପାଇଁ ଦିନଟି ଶୁଭ ଅଟେ । ପ୍ରତ୍ୟେକ କୋଣରୁ ଖୁସି ମିଳିବ । ମନୋରଞ୍ଜନ ହୋଇପାରେ । ଆପଣଙ୍କ ଜୀବନର ବହୁତ କାର୍ଯ୍ୟ ଆଜି ସଫଳ ହେବ, ଯାହା ଆପଣ ଯୋଜନା କରିଛନ୍ତି । କାରବାର ଆପଣଙ୍କୁ ଖୁସି ପ୍ରଦାନ କରିବ । ବ୍ୟବସାୟରେ ଭାଗିଦାରୀ ଏବଂ ଦଳଗତ କାର୍ଯ୍ୟ ଭାଗ୍ୟବାନ ଫଳାଫଳ ବହନ କରିବ । କେବଳ ସେତିକି ଯଥେଷ୍ଟ ନୁହେଁ, ଯେତେବେଳେ ବନ୍ଧୁମାନଙ୍କ ସହ ମିଶିବେ । ଶକ୍ତି ଏବଂ ଉତ୍ସାହ ତାଙ୍କଠାରୁ ପାଇବେ । ଏହି ଅମୂଲ୍ୟ ସମୟକୁ ଉପଭୋଗ କରନ୍ତୁ ଏବଂ ସମସ୍ତ ସମୃଦ୍ଧିକୁ ସାଇତି ରଖନ୍ତୁ ।

ଧନୁ: ଆଜି ଆପଣଙ୍କର ଭାଗ୍ୟବାନ ନକ୍ଷତ୍ର ଉଜ୍ଜ୍ୱଳତାରେ ଝଲସି ଯାଉଛନ୍ତି । ପ୍ରତ୍ୟେକ କୋଣରୁ ଖୁସି ପ୍ରଦାନ କରିବ । ମନୋରଞନ ହୋଇପାରେ । ଆପଣଙ୍କ ଜୀବନର ବହୁତ କାର୍ଯ୍ୟ ଆଜି ସଫଳ ହେବ । ଯାହା ଆପଣ ଯୋଜନା କରିଛନ୍ତି । ଭଲ କାରବାର ଆପଣଙ୍କୁ ଖୁସି ଦେବ । ବ୍ୟବସାୟରେ ଭଗିଦାରୀ ଏବଂ ଦଳଗତ କାର୍ଯ୍ୟ ଭାଗ୍ୟବାନ ଫଳାଫଳ ବହନ କରିବେ ।

ମକର: ଆଜି ଦିନଟି ଆପଣଙ୍କ ପାଇଁ ଉଜ୍ଜଳମୟ ହୋଇପାରେ । ବ୍ୟବସାୟୀ, କର୍ମଚାରୀ, ଗୃହିଣୀ ଏବଂ ବିଦ୍ୟାର୍ଥିଙ୍କ ପାଇଁ ଦିନଟି ଅତ୍ୟନ୍ତ ଶୁଭଙ୍କର ଅଟେ । ସେମାନେ ଦିନଟିକୁ ପୂର୍ଣ୍ଣ ପ୍ରାଣରେ ଉପଭୋଗ କରିପାରିବେ । ପାରିବାରିକ ଓ ବୃତ୍ତିଗତ ଜୀବନରେ ଆର୍ଥିକ ସ୍ୱଚ୍ଛଳତା ରହିବ । ଶତୃମାନେ ପରାଜୟ ବରଣ କରିବେ । ଶାରୀରିକ ସୁସ୍ଥତା ବଜାୟ ରହିବ ।

କୁମ୍ଭ: ଆଜି ଆପଣ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଦିନ ତମାମ ଆପଣ ଆତୁର ଓ ଉତ୍କଣ୍ଠିତ ଥିବା ଯୋଗୁଁ ନୂତନ କାର୍ଯ୍ୟର ଶୁଭାରମ୍ଭ କିମ୍ୱା ଯାତ୍ରା କରନ୍ତୁ ନାହିଁ । ମହିଳାମାନେ ନିଜର ବିବାଦୀୟ ମନୋବୃତ୍ତିକୁ ପ୍ରତ୍ୟାହାର କରି ସବୁବେଳ ପାଇଁ ଶାନ୍ତ ରହିବା ଉଚିତ୍‍ । ଆପଣଙ୍କୁ କିଏ ଉତ୍ତେଜିତ କରୁଛି ବୋଲି ଆପଣ ଧନ୍ଦି ହୋଇପାରନ୍ତି । ଆଜି ଦିନଟି ଆପଣଙ୍କ କଳାତ୍ମକ ସୃଜନ ଶୀଳତାକୁ ଉତ୍ସାହିତ କରିପାରେ । ଆପଣଙ୍କ ମେଧାଶକ୍ତି ପ୍ରଖର ଥିବା ହେତୁ ମେଧାବୀମାନଙ୍କ ଗହଣରେ ଆଲୋଚନାରେ ଭାଗ ନେଇ ପ୍ରଶଂସିତ ହେବେ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇପାରେ ।

ମୀନ: ଆଜି ଦିନଟିରେ ଆପଣ ବହୁତ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି । ଏହି କାରଣ ଯୋଗୁଁ ଆପଣଙ୍କ ନୈତିକ ଚରିତ୍ରର ଅବସ୍ଥା ଦିନସାରା କ୍ଷୀଣ ରହିବ । ଶାରୀରିକ ଅସୁସ୍ଥତା ଦେଖାଦେବ । ଆର୍ଥିକ ଅବସ୍ଥା ବାଧାପ୍ରାପ୍ତ ହେବ, ତେଣୁ ଯେତେ ସମ୍ଭବ ଆପଣ ନିଜ ମନକୁ ଦିନସାରା ଶାନ୍ତ ରଖନ୍ତୁ । ମହିଳାମାନଙ୍କ ସହ ବାର୍ତ୍ତାଳାପ କଲାବେଳେ ଆପଣ ନିଜର କଥାରେ ସଞ୍ଜମତା ରକ୍ଷା କରନ୍ତୁ । କର୍ମଚାରୀମାନେ ନିଜ କାର୍ଯ୍ୟରେ ବହୁ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି ଏବଂ ଚିନ୍ତାଗ୍ରସ୍ତ ରହିପାରନ୍ତି । ଆଜି ଆପଣ ନିଜର ସମ୍ପତ୍ତି କିମ୍ୱା ଯାନବାହାନ ସମ୍ୱନ୍ଧୀୟ କୌଣସି କାର୍ଯ୍ୟରୁ ନିଜକୁ ଦୂରେଇ ରଖନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.