ETV Bharat / bharat

ଏପ୍ରିଲ ୨୫ ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ - HOROSCOPE

Horoscope Of 25th April: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ଏପ୍ରିଲ ୨୫ ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By ETV Bharat Odisha Team

Published : Apr 25, 2024, 12:00 AM IST

ମେଷ: ଆଜି ଆପଣଙ୍କ ପାଇଁ ଦିନଟି ଶୁଭଙ୍କର ନୁହେଁ । ଏଣୁ ଆପଣଙ୍କର ମାନସିକ ଅବସ୍ଥା ଏବଂ ଶାରୀରିକ ସୁସ୍ଥତାରେ ଅଭାବ ଦେଖାଦେବ । ଆପଣଙ୍କର ଅଯଥା ଖର୍ଚ୍ଚ ବଢିପାରେ । ଏହା ଆପଣଙ୍କ ପାଇଁ ଭଲ ହେବ ଯେ ଆପଣ ଆପଣଙ୍କ ସଞ୍ଚିତ ଧନକୁ ନିବେଶ କରିବା ପାଇଁ ଯୋଜନା ମୁତାବକ କରିବେ । ଆପଣ ସାହାଯ୍ୟ ପାଇବାର ସମ୍ଭାବନାରୁ ବଞ୍ଚିତ ହୋଇପାରନ୍ତି । ତେଣୁ ସତର୍କ ହେବେ।

ବୃଷ: ଆଜିର ଦିନରେ ଆପଣଙ୍କ ବହୁତ ଖୁସିରେ କଟିବ । ବନ୍ଧୁ ଏବଂ ପ୍ରିୟଜନ ଆପଣଙ୍କ ପରିବେଶକୁ ଖୁସିରେ ଭରପୁର କରିଦେବେ । ନୂଆ ନୁଆ ଯୋଗାଯୋଗ ଏବଂ ବନ୍ଧୁତ୍ୱ ଆପଣଙ୍କର ବ୍ୟବସାୟ ଏବଂ ପେଶା ପାଇଁ ଲାଭଜନକ ସାବ୍ୟସ୍ତ ହେବ। ଛୋଟ ଯାତ୍ରା ଆପଣଙ୍କୁ ଆନନ୍ଦ ଦେବ।

ମିଥୁନ: ଆଜି ଦିନଟି ମିଶ୍ରିତ ଫଳ ପ୍ରଦାନ କରିପାରେ । ଆପଣ ଆଜି କୌଣସି ନୂତନ କର୍ମାରମ୍ଭ କରନ୍ତୁ ନାହିଁ । ନିଜର ପତ୍ନୀ ଓ ସନ୍ତାନମାନଙ୍କ ଚିନ୍ତା ଆପଣଙ୍କୁ ବିବ୍ରତ କରିବ । ପେଟ ଯନ୍ତ୍ରଣା ଯୋଗୁଁ ଶରୀର ପୀଡ଼ା ପାଇବେ । ଖର୍ଚ୍ଚର ପରିମାଣ ବୃଦ୍ଧି ପାଇବ । ମାତ୍ର ବିଦ୍ୟାର୍ଥୀମାନଙ୍କ ପାଇଁ ଆଜି ଦିନଟି ଶୁଭ ଅଟେ । ଜନସାଧାରଣଙ୍କ ସହ ମତ ପାର୍ଥକ୍ୟ ଦେଖାଦେଇପାରେ । ଏଣୁ ସେମାନଙ୍କ ଠାରୁ ଦୂରେଇ ରୁହନ୍ତୁ ।

କର୍କଟ: ଆଜି ଦିନଟି ମହିଳାଙ୍କ ପାଇଁ ଭାଗ୍ୟଶାଳୀ ରହିବ । ଆପଣ ଏବଂ ଛୋଟ ତୀର୍ଥ ଯାତ୍ରାରେ ଯାଇପାରନ୍ତି, ଏହା ଆପଣଙ୍କୁ ଅଧିକ ଆନନ୍ଦ ଦେବ । ଆଜି ଆପଣ ମାନସିକ ଭାବରେ ଶାନ୍ତି ଏବଂ ଶାରୀରିକ ଭାବରେ ସୁସ୍ଥ ରହିବେ । ଆପଣ ଆଜି ଦିନଟି ମଧ୍ୟ ଆପଣଙ୍କ ବନ୍ଧୁ ଏବଂ ପ୍ରିୟଜନମାନଙ୍କ ସହ ଖୁସିରେ ବିତାଇବେ ।

ସିଂହ: ନିଜ କର୍ମରେ ପ୍ରତିଯୋଗୀମାନଙ୍କୁ ପରାସ୍ତ କରି ନିଜର କାର୍ଯ୍ୟକୁ ସଫଳକାମ କରିଥିବାରୁ ପ୍ରଫୁଲ୍ଳିତ ହେବେ । ଭାଇଭଊଣୀଙ୍କ ସହ ସମ୍ପର୍କ ଅତି ମଧୁମୟ ହୋଇପାରେ । ବନ୍ଧୁ ଓ ପ୍ରିୟଜନଙ୍କ ଗହଣରେ କୌଣସି ଏକ ସୌନ୍ଦର୍ଯ୍ୟମୟ ଦର୍ଶନୀୟ ସ୍ଥାନକୁ ପରିଭ୍ରମଣରେ ଯାଇପାରନ୍ତି । ଶାରିରୀକ ସୁସ୍ଥତା ଅକ୍ଷୁର୍ଣ୍ଣ ରହିପାରେ । ଅର୍ଥଲାଭ ହେବ । ମନ ସ୍ଥିର ଓ ଶାନ୍ତ ରହିବ । ନୂତନ କର୍ମର ଶୁଭାରମ୍ଭ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭନଙ୍କର ।

କନ୍ୟା: ଆଜି ଦିନଟି ଆପଣଙ୍କ ପାଇଁ ସୌଭାଗ୍ୟଶାଳୀ ଅଟେ । ଆପଣଙ୍କର ମେଳାପୀ ଯୋଗୁଁ ଜନସାଧାରଣ ଆପଣଙ୍କୁ ଶ୍ରଦ୍ଧା ଓ ସ୍ନେହ କରିବେ । ପାରିବାରିକ ଶାନ୍ତି ଅତୁଟ ରହିବ । ତଥାପି ଆପଣ ନିଜର ଭାଷାକୁ ସଞ୍ଜତ ନକଲେ ମନାନ୍ତର ବା ଝଗଡା ହେବାର ସମ୍ଭାବନା ଅଛି । ହାନିକାରକ ଚିନ୍ତା ମନରୁ ଦୂର କରନ୍ତୁ । ଆପଣନିଜର ପ୍ରିୟଜନ ଓ ବନ୍ଧୁଙ୍କ ସହ ସାକ୍ଷାତ କରିବେ । ଅଳ୍ପଦିନ ପାଇଁ ପରିଭ୍ରମଣରେ ଯାଇପାରନ୍ତି ।

ତୁଳା: ଆଜିର ଦିନରେ ଆପଣ ନିଜର ଆତ୍ମବିଶ୍ୱାସ ବଳରେ ଯେଉଁ କାର୍ଯ୍ୟ ହାତକୁ ନେବେ, ସେଥିରେ ସୁଫଳତା ଅର୍ଜନ କରିବେ । ଆର୍ଥିକ ସ୍ଥିତି ସୁଦୃଢ଼ ରହିବ । ଶାରିରୀକ ଓ ମାନସିକ ସୁସ୍ଥତା ବଜାୟ ରହିବ । ମଊଜ ମଜଲିସ୍ ଏବଂ ଜିନିଷପତ୍ର କିଣାବିକାରେ ଖର୍ଚ୍ଚାନ୍ତ ହୋଇପାରନ୍ତି । ଆପଣ ନିଜ ମନରେ ଦୃଢ଼ ବିଶ୍ୱାସ ରଖନ୍ତୁ । ସୃଜନଶୀଳ କାର୍ଯ୍ୟକଳାପରେ ଆପଣ ନିଜକୁ ବ୍ୟସ୍ତ ରଖିପାରନ୍ତି ।

ବିଛା: ଆଜି ଆପଣଙ୍କର ଖର୍ଚ୍ଚର ମାତ୍ରା ଅତ୍ୟାଧିକ ହୋଇପାରେ । ଅବଶ୍ୟ ଏହି ଖର୍ଚ୍ଚ ଆପଣଙ୍କୁ ଅତ୍ୟାଧିକ ଆନନ୍ଦ ପ୍ରଦାନ କରିବାରେ ସହାୟକ ହେବ । ଆପଣଙ୍କ ଶରୀର ଆଜି ଅସୁସ୍ଥ ରହିପାରେ । କୌଣସି ଡାକ୍ତରି ଚିକିତ୍ସା ପାଇଁ ଆଜି ଦିନଟି ଶୁଭପ୍ରଦ ନୁହେଁ । ଏପରି ଘଟଣାରୁ ନିଜକୁ ଦୂରେଇ ରଖନ୍ତୁ । ପ୍ରିୟଜନଙ୍କ ସହ ମତାନ୍ତ ହୋଇପାରେ । ଏଣୁ ଧୈର୍ଯ୍ୟର ସହ କାମ କରନ୍ତୁ ।

ଧନୁ: ଆଜି ଅତ୍ୟଧିକ ମାନସିକ ଚାପ ଯୋଗୁଁ ବିବ୍ରତ ହୋଇପାରନ୍ତି । କିନ୍ତୁ କର୍ମକ୍ଷେତ୍ରରେ ଆପଣ ସୁଫଳ ପାଇବେ ଏବଂ ଆତ୍ମସନ୍ତୋଷ ଲାଭ କରିବେ । ଭଗବାନଙ୍କ ଆଶୀର୍ବାଦରୁ ଆପଣଙ୍କର ଦମ୍ପତ୍ୟ ଜୀବନର ସ୍ୱାଦ ଅତ୍ୟନ୍ତ ମଧୁର ହୋଇପାରେ । ବନ୍ଧୁମାନଙ୍କ ଗହଣରେ କୌଣସି ଏକ ଦର୍ଶନୀୟ ସ୍ଥାନକୁ ପରିଭ୍ରମଣରେ ଯାଇ ଆନନ୍ଦ ଉଲ୍ଳାସରେ ସମୟ କାଟିପାରନ୍ତି । ଆର୍ଥିକ ସ୍ଥିତି ସୁଦୃଢ ହେବ ।

ମକର: ଆଜି ଆପଣଙ୍କର ପାରିବାରିକ ଜୀବନ ମଧୁମୟ ହେବ । ବନ୍ଧୁ ଓ ପ୍ରିୟଜନଙ୍କ ସହ ସାକ୍ଷାତ ଲାଭ କରି ସନ୍ତୋଷ ପ୍ରକାଶ କରିବେ । ନିଜର ବ୍ୟବସାୟରେ ଆର୍ଥିକ ଉପାର୍ଜନକୁ ବ଼ଢାଇବା ପାଇଁ ବିଭିନ୍ନ ସ୍ଥାନ ବୁଲିପାରନ୍ତି । ବୃତ୍ତିଗତ ଜୀବନରେ ବହୁ ଅର୍ଥ ଉପାର୍ଜନ କରିବା ସଙ୍ଗେ ସଙ୍ଗେ ଆପଣଙ୍କର ସମ୍ମାନ ବୃଦ୍ଧି ପାଇବ । ଆପଣଙ୍କ ଉପରିସ୍ଥ ଅଧିକାରୀ ଆପଣଙ୍କର କାର୍ଯ୍ୟକଳାପରେ ସନ୍ତୁଷ୍ଟି ହେବେ । ଦୁର୍ଘଟଣାରୁ ନିଜକୁ ରକ୍ଷା କରିବା ପାଇଁ ସତର୍କତା ଅବଲମ୍ୱନ କରନ୍ତୁ ।

କୁମ୍ଭ: ଆପଣ ନିଜର ପ୍ରତିଯୋଗୀଙ୍କ ସହ ବିଶୃଙ୍ଖଳ ଆଚରଣ ପ୍ରଦର୍ଶନ କରନ୍ତୁ ନାହିଁ । ଶାରିରୀକ ଅସୁସ୍ଥତା ଅନୁଭବ କରିବେ । ଆପଣଙ୍କ ମାନସିକ ଶାନ୍ତି ଅବ୍ୟାହତ ରହିବ । ମନୋରଞନ କାର୍ଯ୍ୟକ୍ରମରେ ଖର୍ଚ୍ଚାନ୍ତ ହେବେ । ସନ୍ତାନମାନଙ୍କ ଚିନ୍ତା ଯୋଗୁଁ ମାନସିକ ଚାପ ପଡିପାରେ । ବିଦେଶରୁ ଶୁଭଖବର ମିଳିପାରେ ।

ମୀନ: ଆଜି ନକ୍ଷତ୍ରଗଣ ଆପଣଙ୍କ ପକ୍ଷରେ ନୁହନ୍ତି । ଏଣୁ ଆପଣ ଆଜି ଚିନ୍ତାଗ୍ରସ୍ତ ରହିବେ। କେହିଜଣେ ଆପଣଙ୍କ ଛବିକୁ ଖରାପ କିମ୍ବା ପ୍ରତିଷ୍ଠାରେ କ୍ଷତି ପହଞ୍ଚାଇବା ପାଇଁ ଚେଷ୍ଟା କରିପାରନ୍ତି । ସେଥିରୁ ମୁକୁଳିବାକୁ ହେଲେ ଉତ୍ତେଜିତ ନ ହୋଇ ସାଧାରଣ ଭାବେ ପ୍ରତିକ୍ରିୟା ରଖନ୍ତୁ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.