ETV Bharat / bharat

ମେ ୨୮ ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ - DAILY HOROSCOPE

Horoscope Of 28th May: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

ମେ ୨୮ ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ
ମେ ୨୮ ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ (ETV Bharat Odisha)
author img

By ETV Bharat Odisha Team

Published : May 28, 2024, 12:00 AM IST

ମେଷ: ଆଜିର ଦିନଟି ଆପଣଙ୍କ ପାଇଁ ଶୁଭ ହୋଇପାରେ । ପାରିବାରିକ ଜୀବନ ଶାନ୍ତ ରହିବ । ଗୁରୁତ୍ୱପୂର୍ଣ୍ଣ ଆଲୋଚନା ମଧ୍ୟ ଫଳପ୍ରଦ ହେବ । ଆପଣଙ୍କ ମାଆଙ୍କ ଠାରୁ ଆପଣ ସାହାଯ୍ୟ ଓ ସହାନୁଭୁତି ଲାଭ କରିପାରନ୍ତି । କାର୍ଯ୍ୟସ୍ଥଳରେ ନିଜକୁ ନିୟୋଜିତ କରି ଆତ୍ମସନ୍ତୋଷ ଲାଭ କରିବେ । କାର୍ଯ୍ୟାଳୟର କାର୍ଯ୍ୟର ଚାପ ଆପଣଙ୍କୁ କିଛି ସମୟ ପାଇଁ ବିଚଳିତ କରିପାରେ । ମାତ୍ର ଉପରିସ୍ଥ ଅଧିକାରୀ କିମ୍ୱା ମାଲିକଙ୍କ ପ୍ରଶଂସାରପାତ୍ର ହେବେ । ସରକାରୀ କାର୍ଯ୍ୟରେ ଆପଣ ବାହାରକୁ ଯାତ୍ରା କରିପାରନ୍ତି ଏବଂ ଏହା ଫଳପ୍ରଦ ହୋଇପାରେ । ନିଜ ଶରୀରର ଯତ୍ନ ନିଅନ୍ତୁ ।

ବୃଷ: ଆଜି ଦିନଟି ଆପଣଙ୍କୁ ମିଶ୍ରିତ ଫଳ ପ୍ରଦାନ କରିବ । ବ୍ୟବସାୟୀମାନେ ନୂଆ ବ୍ୟବସାୟ ଆରମ୍ଭ କରି ବିଭିନ୍ନ ଦିଗରେ ନିଜର ଅର୍ଥ ବିନିଯୋଗ କରିବେ ଏବଂ ନିଜ ଭବିଷ୍ୟତ ଯୋଜନା ମଧ୍ୟ କରିବେ । ବିଦେଶ ଭ୍ରମଣର ଯୋଗ ଅଛି । କୌଣସି ଧାର୍ମିକ ସ୍ଥାନକୁ ଯାଇ ନିଜର ଆଧ୍ୟାତ୍ମିକ ଭାବକୁ ବୃଦ୍ଧି କରିପାରନ୍ତି । ନିଜର ସ୍ୱାସ୍ଥ୍ୟପ୍ରତି ଯତ୍ନ ନିଅନ୍ତୁ । ଆଜି ଆପଣଙ୍କ ଉପରେ କାମର ଚାପ ଅଧିକ ପଡିପାରେ ।

ମିଥୁନ: ଆଜି ଆପଣଙ୍କର ଚେତନା ଶକ୍ତି ଏବଂ ଇଚ୍ଛାକୁ ନିଜ ଆୟତ୍ତରେ ନ ରଖିଲେ ଅପଦସ୍ତ ହୋଇପାରନ୍ତି । କୌଣସି କାର୍ଯ୍ୟର ଶୁଭାରମ୍ଭ କରିବା ପାଇଁ ଆଜିର ଦିନଟି ଉପଯୁକ୍ତ ନୁହେଁ । ପର୍ଯ୍ୟଟନ ଏବଂ ଅଜଣା ବ୍ୟକ୍ତିଙ୍କ ଠାରୁ ଦୂରେଇ ରୁହନ୍ତୁ । ଡାକ୍ତରୀ ପରୀକ୍ଷା ପାଇଁ ଦିନଟି ଶୁଭ ନୁହେଁ । କୌଣସି ଯୁକ୍ତିତର୍କ କିମ୍ୱା ଝଗଡା ଠାରୁ ଦୂରେଇ ରୁହନ୍ତୁ । ରୋଜଗାରର ପନ୍ଥା ନ ଥିବାରୁ ଆର୍ଥିକ ଅନାଟନ ଘଟିପାରେ । ଏହା ଆପଣଙ୍କୁ ହତୋତ୍ସାହିତ କରିପାରେ । ନିଜର କ୍ରୋଧ ଉପରେ ନିୟନ୍ତ୍ରଣ ରଖନ୍ତୁ । ଖର୍ଚ୍ଚ ପ୍ରତି ସତର୍କ ରୁହନ୍ତୁ । ଏପରି କିଛି କାର୍ଯ୍ୟ କରନ୍ତୁ ନାହିଁ , ଯାହା ପାଇଁ ଆପଣ ପରେ ଅନୁତାପ କରିବାକୁ ପଡିପାରେ । ଧ୍ୟାନ କିମ୍ୱା ଗୀତ ଶୁଣି ନିଜ ମନ ସ୍ଥିର କରିବା ସହ କ୍ରୋଧ ଉପରେ ନିୟନ୍ତ୍ରଣ ରଖିପାରିବେ ।

କର୍କଟ: ଆଜିର ଦିନଟି ଆପଣଙ୍କ ପାଇଁ ଶୁଭଫଳ ପ୍ରଦାୟକ ଅଟେ । ବିଭିନ୍ନ ସାଂସ୍କୃତିକ କାର୍ଯ୍ୟକ୍ରମରେ ଭାଗନେଇ ମଉଜ ମଜଲିସ କରିବେ । କିଛି ଜିନିଷ କିଣାକିଣି କରିବାରେ ଆନନ୍ଦ ପାଇପାରନ୍ତି । ଆପଣ ବହୁ ଦୂରରୁ ଆସିଥିବା ଜଣେ ଭିନ୍ନ ସଂପ୍ରଦାୟର ବ୍ୟକ୍ତିଙ୍କ ସାକ୍ଷାତ ପାଇ ଉଲ୍ଲସିତ ହେବେ । କାର୍ଯ୍ୟରେ ଓ ବ୍ୟବସାୟରେ ସଫଳ ହେବେ । ଏଥିରେ ଆପଣଙ୍କର ଅର୍ଥଲାଭ ହୋଇପାରେ । ଆପଣ ସମ୍ମାନିତ ଏବଂ ପ୍ରଶଂସିତ ହୋଇପାରନ୍ତି । ଆପଣଙ୍କର ଏହି ଆତ୍ମସନ୍ତୋଷ ପାଇଁ ସୁସ୍ୱାଦ ଖାଦ୍ୟ ସେବନ କରିପାରନ୍ତି କିମ୍ୱା ସୃଜନକ୍ଷମ କାର୍ଯ୍ୟରେ ନିଜକୁ ନିୟୋଜିତ କରିପାରନ୍ତି । ଶରୀର ସୁସ୍ଥ ରହିବ । ଗୋଟିଏ ନୂଆ ଚାରି ଚକିଆ ଯାନ କ୍ରୟ କରିପାରନ୍ତି ।

ସିଂହ: ଆଜି ଦିନଟି ମଧ୍ୟମ ଫଳ ପ୍ରଦାୟକ ହୋଇପାରେ । ପରିବାରରେ ଶାନ୍ତ ପରିବେଶ ପରିଲିକ୍ଷିତ ହୋଇପାରେ । କାର୍ଯ୍ୟରେ ଆପଣଙ୍କ ସହକର୍ମୀ ବନ୍ଧୁଙ୍କ ଠାରୁ ସହଯୋଗ ଲାଭ କରିବେ । ନିୟମିତ ଗୃହ କାର୍ଯ୍ୟରେ କିଛି ବାଧା ଉପୁଜିପାରେ । ମାମୁଙ୍କ ଘରୁ କୌଣସି ଅପ୍ରୀତିକର ସମ୍ୱାଦ କିମ୍ୱା ନିଜ କାର୍ଯ୍ୟରେ ଶତ୍ରୁଙ୍କ ହସ୍ତକ୍ଷେପ ଯୋଗୁଁ ଆପଣ ବିଚଳିତ ହୋଇପାରନ୍ତି ।

କନ୍ୟା: ଆଜି ଦିନରେ ଆପଣ ନିଜର ସନ୍ତାନ ଓ ପ୍ରିୟଜନଙ୍କ ଚିନ୍ତାରେ ବିଚଳିତ ହୋଇପାରନ୍ତି । ଏଥିପାଇଁ ଆପଣଙ୍କ ମାନସିକ ଅଶାନ୍ତି ରହିବେ । ଅପଣଙ୍କ ପାକସ୍ଥଳୀ ଜନିତ ଶାରୀରିକ ଅସୁସ୍ଥତା ମଧ୍ୟ ମୁଣ୍ଡ ବ୍ୟଥାର କାରଣ ହୋଇପାରେ । ଖର୍ଚ୍ଚ ବୃଦ୍ଧି ହୋଇପାରେ । ଏଥିପାଇଁ ଆପଣ ବ୍ୟାୟାମ ସମ୍ପର୍କିତ କାର୍ଯ୍ୟ, ନିଜର ସ୍ୱାସ୍ଥ୍ୟ ଏବଂ ସୃଜନକ୍ଷମ କାର୍ଯ୍ୟକୁ ପଛକୁ ପକାଇ ପାରନ୍ତି । ଜଣେ ଅନ୍ତରଙ୍ଗ ବନ୍ଧୁ ଓ ପ୍ରିୟଜନଙ୍କ ସାକ୍ଷାତକାର ଆପଣଙ୍କ ଖୁସିକୁ ଦ୍ୱିଗୁଣିତ କରିପାରେ । କୌଣସି ଗୁରୁତ୍ୱପୂର୍ଣ୍ଣ ଆଲୋଚନାରେ ନିବୃତ୍ତ ରୁହନ୍ତୁ । ଅର୍ଥଲଗାଣ କାରୀ ସଂସ୍ଥାରେ ନିଜ ପୁଞ୍ଜି ଆଦୌ ବିନିଯୋଗ କରନ୍ତୁ ନାହିଁ ।

ତୁଳା: କୌଣସି କାରଣରୁ ଆପଣଙ୍କ ମାନସିକ ସ୍ଥିତି ଭଲ ରହିବ ନାହିଁ । ତେଣୁ ଅନ୍ୟ ଦିନ ତୁଳନାରେ ଆଜି ଆପଣଙ୍କର ମାନସିକ ଉତ୍ତେଜନା ବୃଦ୍ଧି ପାଇପାରେ । ନିଜକୁ ଧ୍ୟାନ ଓ ବ୍ୟାୟାମ ପରି କାର୍ଯ୍ୟରେ ଲିପ୍ତ ରଖିଲେ ମାନସିକ ଶାନ୍ତି ବଜାୟ ରଖିବେ । ଜଳ ଠାରୁ ନିଜର ଦୂରତା ରକ୍ଷା କରନ୍ତୁ । ନିଜର ଯାତ୍ରାକୁ ସ୍ଥଗିତ ରଖନ୍ତୁ । ଏହା ସଫଳ ହେବ ନାହିଁ । ନିଜର ସମ୍ପର୍କୀୟ କାଗଜ ପତ୍ର କରିବାରେ ସତର୍କତା ଅବଲମ୍ୱନ କରନ୍ତୁ ।

ବିଛା: ଆଜି ଆପଣ ବନ୍ଧୁ ଗ୍ରହଣରେ ଏବଂ ପରିବାର ସଦସ୍ୟମାନଙ୍କ ସହ ହସ ଖୁସିରେ ସମୟ କାଟିବେ । ମଉଜ ମଜଲିସ କରିବେ । ଆଜି ଆପଣ ଯେଉଁ କାର୍ଯ୍ୟରେ ହାତ ଦେବେ, ସେହି କାର୍ଯ୍ୟରେ ସଫଳତା ଅର୍ଜନ କରିବେ । ଏଥିପାଇଁ ଆପଣଙ୍କ ମନ ପ୍ରଫୁଲ୍ଲିତ ହୋଇପାରେ । ସମ୍ପର୍କୀୟଙ୍କ ଠାରୁ ସ୍ନେହ ଶ୍ରଦ୍ଧା ଓ ସହାୟତା ମିଳିପାରେ । ଅର୍ଥ ଉପାର୍ଜନ, ପୁଞ୍ଜିଲଗାଣ ଏବଂ ବୃତ୍ତି ପାଇଁ ଆଜି ଏକ ସୌଭାଗ୍ୟଶାଳୀ ଦିନ ଅଟେ । ଆପଣଙ୍କର ସହକର୍ମୀ ଏବଂ ପ୍ରିୟଜନଙ୍କ ସହ ମିଶି ଆପଣ ଆମୋଦ ପ୍ରମୋଦରେ ସମୟ କାଟି ପାରନ୍ତି ।

ଧନୁ: ଆଜି ଦିନଟିରେ ଆପଣଙ୍କ ସହଯୋଗୀ କିମ୍ୱା ଘନିଷ୍ଠ ସମ୍ପର୍କୀୟଙ୍କ ନିର୍ଦ୍ଦେଶରେ କୌଣସି ଦଣ୍ଡନୀୟ ଅପରାଧ ଯୁକ୍ତ କାମ ପାଇଁ ଯାଆନ୍ତୁ ନାହିଁ । ଏହା କଲେ ଆଜି ଦିନଟି ଆପଣଙ୍କର ଅଶାନ୍ତିରେ କଟିପାରେ । ଆପଣଙ୍କ ଉଦ୍ୟମ ଓ ଅର୍ଥ ସଙ୍ଗତିର ସବୁ କ୍ଷେତ୍ରରେ ଆବଶ୍ୟକତା ଥିବା ଯୋଗୁଁ ଆପଣ କ୍ଳାନ୍ତି ଅନୁଭବ କରିପାରନ୍ତି । ଆପଣଙ୍କ ପରିବାରର ଜଣେ ସଦସ୍ୟ ଆପଣଙ୍କୁ ସହଯୋଗ କରିବାକୁ ମନା କରିପାରନ୍ତି । ଆପଣଙ୍କର ଦୃଢ ଇଚ୍ଛାଶକ୍ତି କୌଣସି ଏକ ସିଦ୍ଧାନ୍ତ ନେବାକୁ ବାଧା ଦେଇପାରେ । ଦୂର ବିଦେଶରେ ରହୁଥିବା ବନ୍ଧୁମାନଙ୍କ ସହ ଯୋଗାଯୋଗ ମଙ୍ଗଳଦାୟକ ହେବ ।

ମକର: ଆଜି ସାମାଜିକ, ଧାର୍ମିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ବ୍ୟବସାୟୀ ତଥା କର୍ମଚାରୀ ମାନେ ଉନ୍ନତି କରିବେ । ହାତକୁ ନେଇଥିବା କାର୍ଯ୍ୟ ଗୁଡିକ ଭଲ ଫଳ ପ୍ରଦାନ କରିବ । ପ୍ରତିଷ୍ଠା ବଢିବ । ପଦୋନ୍ନତି ହୋଇପାରେ । ସାଙ୍ଗ ମାନଙ୍କ ସହ ଖୁସିରେ ସମୟ ବିତିବ । ଘରେ ମନ ଖୁସୀ ଓ ମଉଜ କରିବେ । ଗାଡ଼ି ଚଳାଇବା ବେଳେ ସାବଧାନ ରୁହନ୍ତୁ ନଚେତ୍ ଦୁର୍ଘଟଣାର ଶିକାର ହୋଇପାରନ୍ତି ।

କୁମ୍ଭ: ଆଜି ଦିନଟି ଆପଣ ନିଜର ଖର୍ଚ୍ଚ ପ୍ରତି ଧ୍ୟାନ ଦେବେ । ଉପାର୍ଜିତ ଅର୍ଥକୁ ଠିକ୍‍ ଭାବରେ ବିନିଯୋଗ କରନ୍ତୁ । ଧାର କରଜ କରନ୍ତୁ ନାହିଁ । କୌଣସି କାରଣରୁ ଆପଣ ଉତ୍ତେଜିତ ହେବା ପରି ଘଟଣାରେ ଅନ୍ୟମାନଙ୍କ ଯୋଗୁଁ ଛନ୍ଦି ହୋଇପାରନ୍ତି କିମ୍ୱା ଅନ୍ୟମାନଙ୍କ ମତକୁ ଭୁଲ ବୁଝିପାରନ୍ତି । ସ୍ୱାସ୍ଥ୍ୟ ପ୍ରତି ଯତ୍ନବାନ ହୁଅନ୍ତୁ । ଆର୍ଥିକ ସ୍ଥିତି ପ୍ରତି ସଜାଗ ରୁହନ୍ତୁ ଏବଂ ମାନସିକ ଶାନ୍ତି ପ୍ରତି ଧ୍ୟାନ ଦିଅନ୍ତୁ ।

ମୀନ: ଆଜି ନକ୍ଷତ୍ରଗଣ ଆପଣଙ୍କ ସପକ୍ଷରେ ଅଛନ୍ତି । ଆପଣଙ୍କ ନିଜର ବନ୍ଧୁ , ସମକକ୍ଷ ବ୍ୟକ୍ତି ଏବଂ ପ୍ରିୟଜନଙ୍କର ପ୍ରିୟଭାଜନ ହେବେ । ସମ୍ପର୍କୀୟ ପ୍ରିୟଜନମାନେ ଆପଣଙ୍କ ପାଇଁ ହିତକାରୀ ଓ ଫଳଦାୟକ ସାବ୍ୟସ୍ତ ହେବେ । ନୂତନ ବନ୍ଧୁତା ସ୍ଥାପନ କରିପାରନ୍ତି ଯାହାକି ଆପଣଙ୍କୁ ଭବିଷ୍ୟତରେ ଉପକାରି ହୋଇପାରେ । ଆପଣ ନିଜର ଅବସର ସମୟରେ ଏକ ଦୂର ଜାଗାକୁ ଯାତ୍ରା କରିବାର ଯୋଜନା କରିପାରନ୍ତି । ଆପଣଙ୍କ ପରିବାରର ସଦସ୍ୟଠାରୁ , ଦୂର ବିଦେଶରୁ କିମ୍ୱା ଆପଣଙ୍କ କାର୍ଯ୍ୟାଳୟରୁ ଶୁଭ ଖବର ପାଇପାରନ୍ତି । ପରୋପକାରୀ କାର୍ଯ୍ୟରେ ମନୋନିବେଶ କରିବା ପାଇଁ ଉତ୍ସାହିତ ହୋଇପାରନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.