ETV Bharat / bharat

ଜାନୁଆରୀ 30 ରାଶିଫଳ, ଜାଣନ୍ତୁ କେମିତି କଟିବ ଆପଣଙ୍କ ଦିନ

author img

By ETV Bharat Odisha Team

Published : Jan 30, 2024, 12:00 AM IST

30th January Horoscope: ଆଜି କେମିତି ରହିବ ଆପଣଙ୍କ ଦିନ । ଜାଣିବା ପାଇଁ ଇଟିଭି ଭାରତରେ ପଢନ୍ତୁ, ଆଜିର ରାଶିଫଳ

30th January Horoscope
30th January Horoscope

ମେଷ: କୌଣସି କାରଣ ବିନା ଆପଣ ଆଜି ନିଜ ଭିତରେ ରହିବାକୁ ପସନ୍ଦ କରିବେ । ଅନ୍ୟମାନଙ୍କୁ ସେମାନଙ୍କ ଯୋଗଦାନ ପାଇଁ ପ୍ରଶଂସା କରିବେ । କିନ୍ତୁ ଆପଣଙ୍କୁ ଆପଣଙ୍କ ତଳେ ଥିବା କର୍ମଚାରୀମାନଙ୍କୁ ଜ୍ଞାନ ମଧ୍ୟ ଦେବା ଆବଶ୍ୟକ । ଏହା ଛଡା ଆପଣଙ୍କୁ ଖର୍ଚ୍ଚ କମାଇବାକୁ ପଡିପାରେ ।

ବୃଷ: ଆଜି ଆପଣ ଭାବନା ରାଇଜରେ ରହି ଅଜବ ଅଜବ କଥା ଭାବିବେ । କଠିନ ପରିଶ୍ରମ କରିବେ । ଏହା ସହ ଆପଣ ମିଷ୍ଟଭାଷୀ ତେଣୁ ଆପଣ ବହୁତ ଲୋକଙ୍କୁ ଆପଣଙ୍କ ଯାଦୁରେ ମୁଗ୍‍ଧ କରିପାରିବେ ।

ମିଥୁନ: ଦିନଟି ଆପଣଙ୍କ ପିଲାମାନଙ୍କ ସହ ଭଲ ସମୟ କାଟିବାରେ ଯିବ । ଆପଣ ଘର କାମରେ ବ୍ୟସ୍ତ ରହିବେ । ଯଦି ଆପଣ ମାତା/ପିତା, ତେବେ ଅତ୍ୟଧିକ ଭାବପ୍ରବଣ ହୁଅନ୍ତୁ ନାହିଁ । ଆପଣଙ୍କୁ ପିଲାମାନଙ୍କ ଉପରେ ରାଗିବାକୁ ପଡିପାରେ ।

କର୍କଟ: ଆଜି ଆପଣ ନିଜ ଜୀବନସାଥୀଙ୍କ ସହ କିଣାକିଣି କରିବା ପାଇଁ ବାହାରକୁ ଯାଇପାରନ୍ତି । ଅବଶ୍ୟ ସେଥିରେ ଆପଣଙ୍କ ଖର୍ଚ୍ଚ ଅଧିକ ହେବ । ଯଦିଓ ଆପଣ କେତେ ଖର୍ଚ୍ଚ ହେଉଛି ସେ ବିଷୟରେ ଚିନ୍ତା କରିବେ ନାହିଁ କିନ୍ତୁ ସଂଧ୍ୟା ବେଳେ ଆପଣଙ୍କ ଜୀବନସାଥୀ ଆପଣଙ୍କୁ ଏକ ଫେରସ୍ତ ଉପହାର ଦେବେ ।

ସିଂହ: ଆପଣ କଠିନ ପରିଶ୍ରମ ପରେ ମଧ୍ୟ ଆବଶ୍ୟକତା ଅନୁସାରେ ଫଳ ନ ପାଇପାରନ୍ତି । ଆପଣ ପୁଣି ଥରେ ନୂଆ କରି ଆରମ୍ଭ କରିବା ପୂର୍ବରୁ ଆପଣଙ୍କ ଦୂର୍ବଳତା ଓ ତ୍ରୁଟିଗୁଡିକୁ ଧ୍ୟାନ ରଖିବା ଆବଶ୍ୟକ । ଆପଣଙ୍କ ବ୍ୟବସାୟିକ ସମ୍ପର୍କ ଗୁଡିକ ଦୃଢ ରଖିବା ସୁନିଶ୍ଚିତ କରିବା ପାଇଁ ଆପଣଙ୍କୁ କିଛି ଅତ୍ୟାବଶ୍ୟକ ପଦକ୍ଷେପ ନେବାକୁ ପଡିବ । ଆର୍ଥିକ ଅବସ୍ଥା ଭଲ ହେବ ।

କନ୍ୟା: ଆପଣଙ୍କ ବିଭିନ୍ନ ଭାବନା ଦ୍ଵାରା ଆଜି ଲୋକମାନଙ୍କୁ ମୋହିତ କରିବେ । ଯେଉଁମାନେ ପ୍ରେମରେ ପଡିଛନ୍ତି ସେମାନଙ୍କ ପାଇଁ ପରିସ୍ଥିତି ଓଲଟା ହେବ । କିନ୍ତୁ ବ୍ୟସ୍ତ ହୁଅନ୍ତୁ ନାହିଁ, କାରଣ ଶେଷରେ ତାହା ଆପଣଙ୍କ ସପକ୍ଷରେ ହିଁ ଯିବ । ପରିବାର ସହିତ କିଛି ଭଲ ସମୟ ମଧ୍ୟ କାଟିପାରନ୍ତି ।

ତୁଳା: କ୍ଷମତାରେ ଥିବା କେହି ଜଣେ ଆପଣଙ୍କୁ ମଜାରେ ହଇରାଣ କରିପାରନ୍ତି । କିନ୍ତୁ ଆପଣଙ୍କ ଭାଗ୍ୟ ଟାଣ ଥିବାରୁ ଆପଣଙ୍କ ନିଜ ଭାବନା ଛଡା କେହି ଆପଣଙ୍କୁ ଅସୁବିଧା ପକେଇପାରିବେ ନାହିଁ । ଆପଣ ସହଜରେ ଏହି ସବୁ ସମସ୍ୟାରୁ ବାହାରିଯିବେ ।

ବିଛା: ଯଦି ଆପଣ ନିକଟରେ ମିଳିତ ଭାବେ ଏକ ବ୍ୟବସାୟ ଆରମ୍ଭ କରିଥାଆନ୍ତି, ତେବେ ଆଜି ଏକ ଲାଭଦାୟକ ଚୁକ୍ତି କରିବା ପାଇଁ ଆପଣ ପ୍ରଥମ ପାଦ ଆଗକୁ ନେଇପାରନ୍ତି । ଅବଶ୍ୟ ଆଜି ଆପଣ ଚୁକ୍ତିରେ ସ୍ଵାକ୍ଷର କରିବା ପୂର୍ବରୁ କିଛି ସମୟ ନେବା ଆବଶ୍ୟକ । ଆହୁରି ମଧ୍ୟ ଏହା ଧ୍ୟାନ ରଖନ୍ତୁ ଯେ ଆପଣ ଅସୁବିଧାରେ ଯେପରି ନ ପଡନ୍ତି ।

ଧନୁ: ଆପଣ ଆଜି ପଥରକୁ ମଧ୍ୟ ସୁନା କରିପାରିବେ । ବ୍ୟବସାୟରେ ଆପଣଙ୍କ ଜ୍ଞାନ ଦ୍ଵାରା ଆପଣ ଉତ୍ପାଦନ କ୍ଷମତାରେ ସବୁଠାରୁ ଭଲ ଫଳାଫଳ ପାଇବେ । ନୂଆ ଚୁକ୍ତି କରିପାରିବେ । ଦିନର ଅଧିକାଂଶ ସମୟରେ ଆପଣଙ୍କ ପଦକ୍ଷେପ ପଦ୍ଧତିଗତ, ଅନୁଶାସିତ ଓ ବ୍ୟବସ୍ଥିତ ରହିବ ।

ମକର: ଆଜିର ଦିନ ବହୁତ ଗୁରୁତ୍ଵପୂର୍ଣ୍ଣ ରହିବ । କାରଣ ଆଜି ଆପଣ ଜଣଙ୍କ ସହ ଦେଖା କରିବେ ଯାହା ସହ ଆପଣ ଜୀବନ ସାରା ସମ୍ପୃକ୍ତ ରହିବେ । ଆହୁରିମଧ୍ୟ ଆଜିର ଅଧିକାଂଶ ସମୟ ଆପଣଙ୍କୁ ସମ୍ପର୍କ ଓ ସମ୍ପର୍କୀୟମାନେ ବ୍ୟସ୍ତ ରଖିବେ । ଆପଣଙ୍କୁ ଏହା ଭଲ ନ ଲାଗିପାରେ, କିନ୍ତୁ ଆପଣଙ୍କ ନିକଟରେ ଅନ୍ୟ କୌଣସି ବିକଳ୍ପ ନଥିବ ।

କୁମ୍ଭ: ଆପଣଙ୍କ ମନ ଯାହା କହୁଛି ତାହା କରନ୍ତୁ । ଯାହା ଦ୍ଵାରା ଆପଣଙ୍କ ପଥରେ ଆପଣଙ୍କୁ ଅନ୍ୟ କେହି ବାଟ ଦେଖାଇବାର ଆବଶ୍ୟକତା ରହିବ ନାହିଁ । କାର୍ଯ୍ୟସ୍ଥଳରେ ଆପଣଙ୍କ ସବୁ ଭଲରେ ଯିବ । କାରଣ ଉପରିସ୍ଥ ଅଧିକାରୀମାନେ ଆପଣଙ୍କ କାର୍ଯ୍ୟ ଓ ନିଷ୍ପତ୍ତିର ସମର୍ଥନ କରିବେ ।

ମୀନ: ଦରମା ପାଉଥିବା ଲୋକମାନଙ୍କ ପାଇଁ ଆଜିର ଦିନ ପ୍ରଗତିଶୀଳ ଦିନ ରହିବ । ଆପଣଙ୍କ ଉପସ୍ଥିତି ଓ ଆପଣ ଦେଉଥିବା ମତାମତ ଯୋଗୁଁ କାର୍ଯ୍ୟସ୍ଥଳରେ ଗୁରୁତ୍ଵପୂର୍ଣ୍ଣ ମିଟିଂରେ ଲାଭ ମିଳିବ । ଏହା ଆପଣଙ୍କ ଉପରିସ୍ଥ ଅଧିକାରୀମାନଙ୍କ ସହ ଆପଣଙ୍କ ସମ୍ପର୍କ ଅଧିକ ଭଲ କରିବ । ଆଜି ଦିନ ସାରା ଆପଣ ପ୍ରଶଂସା ଶୁଣିବେ ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.