ETV Bharat / bharat

ପ୍ରତ୍ୟେକ କାର୍ଯ୍ୟରେ ସଫଳତା ପାଇବେ ଏହି ରାଶିର ବ୍ୟକ୍ତି, କିଏ ରହିବେ ସତର୍କ ?

ଆଜି ଆପଣଙ୍କ ଦିନ କେମିତି କଟିବ ? କେଉଁମାନେ ଲାଭବାନ ହେବେ ? କେଉଁମାନେ କ୍ଷତି ସହିବେ ? ଜାଣିବା ପାଇଁ ପଢ଼ନ୍ତୁ ଆଜିର ରାଶିଫଳ ।

author img

By ETV Bharat Odisha Team

Published : 3 hours ago

Today Horoscope
Today Horoscope (ETV Bharat Odisha)

ମେଷ: ଆପଣଙ୍କର ଆତ୍ମବିଶ୍ୱାସ ବାସ୍ତବିକ ଚତୁରତା ସହିତ ପୂର୍ଣ୍ଣ ରହିବ । ଉଜ୍ୱଳ ଗ୍ରହ ପକ୍ଷ ବାସ୍ତବିକ ସୌଭାଗ୍ୟଶାଳୀ ଅଟେ । ଦୃଢ ଇଚ୍ଛାଶକ୍ତି ଏବଂ ନୀର୍ଭିକତା ଆପଣଙ୍କୁ କାର୍ଯ୍ୟରେ, ବ୍ୟବସାୟରେ ଏବଂ ବ୍ୟକ୍ତିଗତ ଜୀବନରେ ଏକ ନୂତନ ପରାକାଷ୍ଠା ପ୍ରାପ୍ତ କରିବାରେ ସାହାଯ୍ୟ କରିବ । ସମସ୍ତ କାର୍ଯ୍ୟ କ୍ଷେତ୍ରରେ ସଫଳତାର ହାସଲ କରିବେ । ଆପଣଙ୍କର ବାପାଙ୍କ ତରଫରୁ ଲାଭର ପ୍ରବାହ ହେବ । ଯଦି ଆପଣ ନିଜେ ବାପା ହୋଇଥିବେ, ଆପଣ ନିଜର ପିଲାମାନଙ୍କ ଭବିଷ୍ୟତ ପାଇଁ ସାବଧାନତା ସହ ନିବେଶ କରିବେ, ଆର୍ଥିକ ଲାଭ ଅର୍ଜନ କରିବେ । ବିଶେଷତଃ ଯଦି ଆପଣ କୌଣସି ସାର୍ବଜନିକ କ୍ଷେତ୍ର ସମ୍ୱର୍ଦ୍ଧିତ ବ୍ୟବସାୟ କରିଛନ୍ତି । ଛାତ୍ରମାନଙ୍କ ପାଇଁ ଏହା ଏକ ମହାନ୍‍ ସମୟ । ବିଶେଷତଃ ଯେଉଁମାନେ ପରୀକ୍ଷା ପାଇଁ ପ୍ରସ୍ତୁତି ହେଉଛନ୍ତି, ସେମାନଙ୍କ ପାଇଁ ଆଜିର ଦିନରେ ଶୁଭ ଖବର ମିଳିପାରେ ।

Today Rashifala
Today Rashifala (ARIES)

ବୃଷ: ଆଜି ଦିନଟି ଆପଣଙ୍କ ଉପରେ ମଧ୍ୟମ ପ୍ରଭାବ ପକାଇପାରେ । ଆଜି ଆପଣ ଯୋଜନା କରିଥିବା କାର୍ଯ୍ୟରୁ ଶୁଭାରମ୍ଭ କରିବାର ଏକ ଶୁଭ ଦିବସ ଅଟେ । ନୂଆ କାର୍ଯ୍ୟ ମଧ୍ୟ ହାତକୁ ନେଇପାରନ୍ତି । ମାତ୍ର ତରବରିଆ ଭାବେ ଏପରି କୌଣସି ସିଦ୍ଧାନ୍ତ ନେବା ପାଇଁ ତରବର ହୁଅନ୍ତୁ ନାହିଁ । ଅଫିସରେ ଆପଣ ଅତ୍ୟନ୍ତ କଷ୍ଟକର ପ୍ରତିଯୋଗିତାର ସମ୍ମୁଖୀନ ହୋଇପାରନ୍ତି । ତଥାପି ଆପଣ ବ୍ୟସ୍ତ ନ ହୋଇ ନିଜର କାର୍ଯ୍ୟଦକ୍ଷତା ପ୍ରତିପାଦନ କରିବେ । ମହିଳାମାନେ ନିଜର ଆକ୍ରମଣଶୀଳ ମନୋଭାବ ଓ ଜିହ୍ଵାକୁ ନିଜ ଆୟତରେ ରଖନ୍ତୁ । ଅତିଶୀଘ୍ର ପର୍ଯ୍ୟଟନ ବା ଲଘୁଯାତ୍ରା କରିପାରନ୍ତି ।

Today Rashifala
Today Rashifala (TAURUS)

ମିଥୁନ: ସମସ୍ତ ଦୁଃଶ୍ଚିନ୍ତାକୁ ଦୂର କରିବେ । ନୂତନ କାର୍ଯ୍ୟାରମ୍ଭ ପାଇଁ ଦିନଟି ଭଲ ନାହିଁ । ଆଜି ଅଧିକ ରାଗିଯିବା ଭଲ ନୁହଁ, ଏହା ତୁମ ଚାରିପାଖେ ଥିବା ଲୋକମାନଙ୍କ ସହ ସମ୍ବନ୍ଧରେ ବାଧା ଉପୁଜାଇ ପାରେ । ନିଜ ଖର୍ଚ୍ଚ ଉପରେ କଟକଣା ରଖନ୍ତୁ । ମୁଣ୍ଡରେ ଚିନ୍ତା ରହିବ ଓ ବିବ୍ରତ ହେବେ । କାହାକୁ କ'ଣ କହୁଛନ୍ତି ତାହା ଜାଣିପାରିବେ ନାହିଁ । ସ୍ବାମୀ/ସ୍ତ୍ରୀଙ୍କ ମଧ୍ୟରେ ଝଗଡ଼ା ଲାଗିପାରେ । କଠିନ ପରିଶ୍ରମ କରି ମଧ୍ୟ ଆଶାତିତ ଲାଭ ପାଇବେ ନାହିଁ । ପରିବାରର ସଦସ୍ୟଙ୍କ ସହ ମତାନ୍ତର ଓ ମନୋମାଳିନ୍ୟ ଘଟିପାରେ, ତେଣୁ ସେମାନଙ୍କୁ ଶାନ୍ତ ମନରେ ବୁଝାବୁଝି କରି ସମସ୍ୟାର ସମାଧାନ କରିବାକୁ ଚେଷ୍ଟା କରନ୍ତୁ ।

Today Rashifala
Today Rashifala (GEMINI)

କର୍କଟ: କମ୍‌ ସମୟ ମଧ୍ୟରେ ଅଧିକ ଲାଭ ପାଇବେ । ମାତ୍ର ଅତ୍ୟଧିକ ଲୋଭ କରନ୍ତୁ ନାହିଁ । ଆଜି ସମସ୍ତ ପ୍ରକାର ଆଇନଗତ କାର୍ଯ୍ୟକଳାପରୁ ଦୁରେଇ ରୁହନ୍ତୁ । ଆର୍ଥିକ କାରବାର କରିବା ବେଳେ ସାବଧାନତା ଅବଲମ୍ବନ କରିବେ । ଆଜି ଆପଣଙ୍କର ଏକାଗ୍ରତାରେ ହାନି ହୋଇପାରେ । ଫଳରେ ଆପଣ ଆପଣଙ୍କ କାର୍ଯ୍ୟରେ ଅତି ଉତ୍ତମ ପ୍ରଦର୍ଶନ କରିପାରିବାରେ ସକ୍ଷମ ହୋଇ ନପାରନ୍ତି । ନିଜ ପ୍ରତି କଠୋର ଓ ଅନ୍ୟ ପ୍ରତି କୋମଳ ମନୋଭାବର ହେବେ । ଧ୍ୟାନ ସହକାରେ କାର୍ଯ୍ୟ କଲେ ବହୁଦିନରୁ ଅଟକି ରହିଥିବା କାର୍ଯ୍ୟ ସମ୍ପୂର୍ଣ୍ଣ ହୋଇପାରେ । ପିଲାମାନଙ୍କ ସ୍ବାସ୍ଥ୍ୟକୁ ନେଇ ସାମାନ୍ୟ ଚିନ୍ତିତ ରହିପାରନ୍ତି । ପରିବାର ଲୋକଙ୍କ ସହ ସହନଶୀଳ ବ୍ୟବହାର କରନ୍ତୁ ।

Today Rashifala
Today Rashifala (CANCER)

ସିଂହ: ଆଜି ଆପଣ ସ୍ୱଂୟ ଭରସା ଯୋଗ୍ୟ ହେବା ସହିତ ନିର୍ଭୀକ ଏବଂ ଅତ୍ୟାଧିକ ଭାବୁକ ହେବେ । ମା ବାପାଙ୍କ ଏବଂ ଗୁରୁଜନମାନଙ୍କ ତରଫରୁ ଲାଭ ପ୍ରାପ୍ତ କରିବେ । କିଛି ଅଘଟଣ ଯୋଗୁଁ ଆପଣ ସାମାନ୍ୟ ଉତ୍ତେଜିତ ହୋଇପାରନ୍ତି । ତେଣୁ ନିଜର କ୍ରୋଧକୁ ନିୟନ୍ତ୍ରଣ ରଖନ୍ତୁ । କ୍ରୋଧକୁ ନିଜ ଅଧିନରେ ନରଖିଲେ ନିଜ ଉପରେ ନ୍ୟସ୍ତ ଦାୟିତ୍ବକୁ ସଫଳ କରିପାରିବେ ନାହିଁ । ନିଜର ଖରାପ ଅଭ୍ୟାସକୁ ବଦଳାଇ ପାରିଲେ ଶରୀର ସୁସ୍ଥ ରହିବ । ଆଜି ଦିନଟିରେ ଆପଣ ନିଜେ ଭଲ ପାଉଥିବା ରଚନାତ୍ମକ କର୍ମରେ ନିଜକୁ ଲିପ୍ତ ରଖିବେ । କୌଣସି କାର୍ଯ୍ୟକୁ ଅତି ତରବରିଆ ଭବରେ ନକରି ଭାବିଚିନ୍ତି କରନ୍ତୁ । ଯାହା ଆପଣଙ୍କୁ ସଫଳତା ଆଣିଦେବ । ସାଂସ୍କୃତିକ, କଳା ଓ ଖେଳ ସମ୍ପର୍କୀତ କାର୍ଯ୍ୟରେ ଆଗ୍ରହ ପ୍ରକାଶ କରିବେ । ଛାତ୍ରଛାତ୍ରୀମାନଙ୍କ ପାଇଁ ଆଜିର ଦିନଟି ଅତ୍ୟନ୍ତ ଶୁଭ । ଛାତ୍ରଛାତ୍ରୀମାନେ ନିଜର ପସନ୍ଦ ମୁତାବକ ପାଠ୍ୟକ୍ରମରେ ଯୋଗଦେଇ ସଫଳତା ଅର୍ଜନ କରିବେ ।

Today Rashifala
Today Rashifala (LEO)

କନ୍ୟା: ପ୍ରତ୍ୟେକ କ୍ଷେତ୍ର, ବ୍ୟକ୍ତିଗତ, ପେଶାଗତ କିମ୍ୱା ସାମାଜିକ ହେଉ ଆପଣ ପ୍ରଭାବଶୀଳ ରହିବେ । ବିପୁଳ ଅର୍ଥ ଲାଭ ହେବ । ପେଶାଦାରଙ୍କ ପାଇଁ ପଦୋନ୍ନତି ଏବଂ ଦରମାରେ ବୃଦ୍ଧି ମଧ୍ୟ ହୋଇପାରେ । ଆଜି କୌଣସି ପ୍ରକାର ଭୁଲ ହେବ ନାହିଁ । ଆପଣଙ୍କ ଉପରେ ନ୍ୟସ୍ତ ଥିବା କାର୍ଯ୍ୟ ନିର୍ଦ୍ଦିଷ୍ଟ ସମୟ ସୀମାରେ ସମାପ୍ତ ହୋଇପାରିବ । ଅଫିସରେ ବରିଷ୍ଠ ଅଧିକାରୀ ଆପଣଙ୍କ କାର୍ଯ୍ୟରେ ପ୍ରଭାବିତ ହେବେ । ନିଜ କାର୍ଯ୍ୟପାଇଁ ପ୍ରଶଂସିତ ହେବେ । ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଶୁଭ ରହିବ । ଘରେ ପରିବେଶ ବନ୍ଧୁତ୍ୱପୁର୍ଣ୍ଣ ଏବଂ ଶାନ୍ତ ରହିବ । ଅଫିସ୍‌ରେ ପରିବେଶ ଅନୁକୂଳ ରହିବ । ଜଙ୍କ୍‌ଫୁଡ୍‌ ବିଶେଷ କରି ବାହାର ଖାଦ୍ୟ ଠାରୁ ଦୁରେଇ ରହନ୍ତୁ, ଫଳରେ ସ୍ୱାସ୍ଥ୍ୟ ଭଲ ରହିବ । ବିଦ୍ୟାର୍ଥୀ ପାଠପଢାରେ ଉନ୍ନତି କରିବେ ।

Today Rashifala
Today Rashifala (VIRGO)

ତୁଳା: ନିଜ ମନକୁ ପ୍ରଫୁଲ୍ଲିତ କରିବା ପାଇଁ କୌଣସି ମନ୍ଦିରକୁ ଯାଇ ଠାକୁରଙ୍କ ଆଶୀର୍ବାଦ ଭିକ୍ଷା କରିପାରନ୍ତି । ଜୀବନର ସଫଳତା ପାଇବା ପାଇଁ ଭଗବାନଙ୍କ ଉପରେ ଭରସା ରଖନ୍ତୁ । ପତ୍ନୀ ଓ ସନ୍ତାନ ସନ୍ତତିଙ୍କ ଗହଣରେ ସୁଖରେ ସମୟ ଅତିବାହିତ କରିବେ । ଶତ୍ରୁଜୟ କରିବେ । ଯେଉଁ କାର୍ଯ୍ୟରେ ଆଜି ଆପଣ ହାତଦେବେ ସେଥିରେ ସୁଫଳ ପାଇବେ । ଆମୋଦ ପ୍ରମୋଦରେ ସମୟ କାଟିବା ପାଇଁ ଆଜି ଦିନଟି ସର୍ବୋତ୍କୃଷ୍ଟ ଅଟେ । ସନ୍ଧ୍ୟାରେ କାହାର କୋମଳ ଭାଷା ଆପଣଙ୍କ ହୃଦୟକୁ ଉଲ୍ଲସିତ କରିପାରେ । ଆଜି ଆପଣ ନିଜର ପୁରଣା ବନ୍ଧୁଙ୍କୁ ଭେଟି ପାରନ୍ତି । ନିଜର ମିଷ୍ଟଭାଷୀ ଆଚରଣ ପାଇଁ ଆଜି ଅନେକ ସ୍ଥାନରେ ପ୍ରଶଂସିତ ହୋଇପାରନ୍ତି । ପ୍ରିୟଜନଙ୍କ ସହ ଦିନଟି ଖୁସିବାସିରେ ଅତିବାହିତ ହେବ । କର୍ମକ୍ଷେତ୍ରରେ ଆବଶ୍ୟକୀୟ ସାହାଯ୍ୟ ପାଇପାରନ୍ତି । ବିଦ୍ୟାର୍ଥୀଙ୍କ ପାଇଁ ଦିନଟି ଭଲରେ କଟିବ ।

Today Rashifala
Today Rashifala (LIBRA)

ବିଛା: ଆଜିର ଦିନଟି ନକ୍ଷତ୍ରଙ୍କ ଭଳି ଉଜ୍ବଳ ରହିବ । କାର୍ଯ୍ୟର ସଫଳତା ପାଇବେ । କାର୍ଯ୍ୟ କ୍ଷେତ୍ରରେ ଓ ସାମାଜିକ ସ୍ଥରରେ ସୁଦୃଢ ଭାବରେ ପ୍ରତିଷ୍ଠିତ ହେବେ । ଆନନ୍ଦ ଅନୁଭବ କରବେ । ନିବିଡ ବନ୍ଧୁ ତଥା ପରିବାର ବର୍ଗଙ୍କ ସହିତ ସମୟ ଅତିବାହିତ କରିବେ । ମିଠାକଥା କହି ବନ୍ଧୁଙ୍କୁ ଆପ୍ୟାୟିତ କରିବେ । ଶାରୀରିକ ସୁସ୍ଥତା ସହ ମନ ଆନନ୍ଦିତ ରହିବ । ବନ୍ଧୁ ଏବଂ ପରିବାର ସହ କୌଣସି ସ୍ଥାନ ପରିଦର୍ଶନରେ ଯିବେ । ନୂତନ ସ୍ଥାନ ଭ୍ରମଣ, ଅର୍ଥ ଓ ସମ୍ମାନ ମିଳିବ । ବନ୍ଧୁଙ୍କୁ ସୂତ୍ରରୁ ଲାଭବାନ୍‌ ହୋଇପାରନ୍ତି। ବ୍ୟବସାୟିକ ଉନ୍ନତି କରିବେ । କାର୍ଯ୍ୟରେ ପ୍ରତିଷ୍ଠା ଲାଭ କରିବେ । ସ୍ବାସ୍ଥ୍ୟଗତ ସମସ୍ୟା ଦୂର ପାଇଁ ଧ୍ୟାନଦେବେ । ବିଦ୍ୟାର୍ଥୀ କର୍ମକ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳାମାନଙ୍କ ପାଇଁ ଆଜିର ଦିନଟି ଅତ୍ୟନ୍ତ ଶୁଭଙ୍କର ।

Today Rashifala
Today Rashifala (SCORPIO)

ଧନୁ: ଆଜି ଦିନଟି ଆପଣଙ୍କ ପାଇଁ ଶୁଭପ୍ରଦ ହେବ । ସହଜରେ ଲାଭବାନ ହେବେ । କ୍ରମାଗତ ଭାବରେ ଖୁସି ହେବେ । ଏହା ପରିବାର ବା କାର୍ଯ୍ୟ ଦକ୍ଷତା ଯୋଗୁଁ ହୋଇପାରେ । କାର୍ଯ୍ୟକ୍ଷେତ୍ରରେ ଉଚ୍ଚ କର୍ତୃପକ୍ଷଙ୍କ ଦ୍ୱାରା ପ୍ରଶଂସିତ ହୋଇ ଖୁସି ହେବେ । ଆନନ୍ଦ ଅନୁଭବ କରିବେ । ଯାହାକି ଆପଣଙ୍କ କାର୍ଯ୍ୟ, ପରିବାର ସଦସ୍ୟ ଏବଂ ବନ୍ଧୁଙ୍କ ଦ୍ୱାରା ପରିପ୍ରକାଶ ହେବ । ବୟସ୍କ ତଥା ପିତାଙ୍କ ସଂପର୍କରେ ଉନ୍ନତି ହେବ । ମନ ଚାହୁଁଥିବା କର୍ଯ୍ୟରେ ଆଜି କୌଣସି ଅସୁବିଧା ରହିବ ନାହିଁ । ଥରେ ଟଙ୍କା ଧାର ଦେବାପରେ ସହଜରେ ଫେରି ପାଇବେ । ତେଣୁ କୌଣସି ବ୍ୟକ୍ତିଙ୍କୁ ଟଙ୍କା ଧାର ଦେଉଥିଲେ ସେଥିପ୍ରତି ଯଥେଷ୍ଟ ସଚେତନ ରହୁନ୍ତୁ । ଅତି ସହଜରେ କାହାକୁ ବିଶ୍ବାସ କରନ୍ତୁ ନାହିଁ । ଅପଣଙ୍କ ସରଳତାର କେହି ଫାଇଦା ଉଠାଇପାରେ । ଆଜି ଆପଣଙ୍କ ପ୍ରିୟ ଠାକୁରଙ୍କୁ ସ୍ମରଣ କରି କାର୍ଯ୍ୟ ଆରମ୍ଭ କରନ୍ତୁ । ଛାତ୍ରଛାତ୍ରୀଙ୍କ ପାଇଁ ଆଜିର ଦିନ ଶୁଭ ରହିବ ।

Today Rashifala
Today Rashifala (SAGITTARIUS)

ମକର: ବୈବାହିକ ସମ୍ପର୍କ ଉପଭୋଗ କରିବେ ଏବଂ ଜୀବନ ସାଥି ସହ ଭଲ ସମ୍ପର୍କ ହେବ । ପିତା ମାତା ଓ ବନ୍ଧୁ ବାନ୍ଧବଙ୍କ ଠାରୁ ମଧୁର ସମ୍ପର୍କ ଲାଭ କରିବେ । ପିଲାଙ୍କ କୃତ କାର୍ଯ୍ୟରେ ବିଭୋର ହେବେ । ସବୁ କାମ ବିନା ଦ୍ୱିଧାରେ ପୂର୍ଣ୍ଣ ହେବ । ଗ୍ରହ ଆପଣଙ୍କ କାର୍ଯ୍ୟ ସପକ୍ଷରେ ଏବଂ ଆପଣ ପ୍ରଶଂସା, ଲାଭବାନ , ପଦୋନ୍ନତି ପାଇପାରନ୍ତି । ଧନଧାନ୍ୟ ପାଇଁ ସମୟ ଉପକୂଳ ଅଟେ । ବ୍ୟବସାୟୀମାନେ ବାଣିଜ୍ୟଭିତ୍ତିକ ହୋଇ ଫଳପ୍ରଦ ହେବେ । ସ୍ୱାସ୍ଥ୍ୟ ସ୍ଥିର ରହିବ । ଆପଣ ପ୍ରତି ପଦକ୍ଷେପରେ ଅତି ସହଜରେ ସଫଳତାର ସ୍ୱାଦ ଚାଖିବେ । ସବୁ ସ୍ଥଳରେ ଆପଣଙ୍କ ମନ ପ୍ରଫୁଲ୍ଳ ରହିବ । ପାରିବାରିକ ଜୀବନରେ ଶାନ୍ତି ରହିବା ସଙ୍ଗେସଙ୍ଗେ ହସ ଖୁସିରେ ଦିନଟି କଟିବ । ଆପଣ ନିଜର ବନ୍ଧୁ ଓ ପରିବାରର ସଦସ୍ୟଙ୍କୁ ସଙ୍ଗରେ ନେଇ ଦୂର ଯାତ୍ରା କରିବାର ଯୋଜନା କରିପାରନ୍ତି । ସାମାଜିକ ସ୍ତରରେ ଆପଣଙ୍କର ସମ୍ମାନ ବୃଦ୍ଧି ପାଇବ । ବୃତ୍ତିଗତ କ୍ଷେତ୍ରରେ କାର୍ଯ୍ୟ କରିବାରେ କୌଣସି ପ୍ରତିବନ୍ଧକ ନ ଆସି କାମ ସୁରୁଖୁରୁରେ ସମ୍ପନ୍ନ ହେବ ଏବଂ ଅର୍ଥଲାଭ ହୋଇପାରେ ।

Today Rashifala
Today Rashifala (CAPRICORN)

କୁମ୍ଭ: ନିଜର ଅକପଟ ଚରିତ୍ର ଏବଂ ମିଠା କଥାରେ ସମସ୍ତଙ୍କ ମନ ମୋହି ନେବେ । ଏହି ଗୁଣ ଯୋଗୁଁ ପାଖ ପଡୋଶୀ ତଥା ନିଜର ଲୋକଙ୍କ ସଙ୍ଗେ ମଧୁର ସମ୍ପର୍କ ସ୍ଥାପିତ ହେବ । ସମୁହ ଆଲୋଚନା ତଥା ସଭାସମିତିରେ ସମ୍ମାନ ମିଳିବ । ଆପଣ ନିଜ କର୍ମରେ ଆଶାତିତ ଭାବେ ସୁଫଳ ନ ପାଇଲେ ମଧ୍ୟ କାମ କିଛିବାଟ ଆଗେଇ ଯିବେ । ନିଜର ପେଟ ଯନ୍ତ୍ରଣା ଭୋଗ କରିପାରନ୍ତି । ଆପଣ ବାହାର ଖାଦ୍ୟ ନ ଖାଇ ଘରେ ରନ୍ଧା ହୋଇଥିବା ଖାଦ୍ୟ ଖାଆନ୍ତୁ । ଏହାଦ୍ୱାରା ଆପଣଙ୍କର କାର୍ଯ୍ୟକରିବାକୁ ସ୍ପୃହା ବଢିବ ଓ ଶରୀର ସୁସ୍ଥ ରହିବ ।

Today Rashifala
Today Rashifala (AQUARIUS)

ମୀନ: ଆଜି ଆପଣଙ୍କ ପ୍ରିୟଜନଙ୍କ ସହ କିମ୍ବା ପୁତ୍ର ସହ ଯୁକ୍ତିତର୍କ କରିପାରନ୍ତି । ଆପଣ ଅତ୍ୟନ୍ତ ବିରକ୍ତି ପ୍ରକାଶ ଏବଂ ରାଗ ଅନୁଭବ କରିପାରନ୍ତି । ନିଜ ଉପରେ ନିୟନ୍ତ୍ରଣ ରଖନ୍ତୁ । ନଚେତ୍‌ ଆପଣ ଅପମାନିତ ହୋଇପାରନ୍ତି । ପ୍ରିୟଜନକୁ ଆଘାତ କରିପାରନ୍ତି । ଏହା ବଡ ଧରଣର ରୂପ ନେଇପାରେ । ଏହି ପ୍ରକାର ବିରକ୍ତି ଭାବ ଆପଣଙ୍କ ସ୍ୱାସ୍ଥ୍ୟ ଉପରେ ପ୍ରଭାବ ପକାଇପାରେ । ମାନସିକ ଏବଂ ଶାରୀରିକ ଭାବରେ ସୁସ୍ଥ ଅନୁଭବ ନ କରିପାରନ୍ତି । ଏକ ଅସନ୍ତୁଳନ ପରିବାର ପରିବେଶ ଆପଣଙ୍କୁ ଭାବନାଗ୍ରସ୍ତ କରି ପକାଇପାରେ । ଆପଣ ଶକ୍ତି ଏବଂ ଇଚ୍ଛାର ଅଭାବ ଅନୁଭବ କରିପାରନ୍ତି । ଅଧିକ ଖର୍ଚ୍ଚରୁ ଆପଣ ବଞ୍ଚିତ ରହିବା ପାଇଁ ପରାମର୍ଶ ଦିଆଯାଇଛି । ଯେପରି କାହାକୁ କିଛି କଷ୍ଟ ନହୁଏ, ସେଥିପାଇଁ ଆପଣଙ୍କ ରାଗ ଏବଂ କଥା ଉପରେ ନିୟନ୍ତ୍ରଣ ରଖିବେ । ଟଙ୍କା ପଇସା ସମ୍ବନ୍ଧୀୟ କଥାବାର୍ତ୍ତା ହେବା ବେଳେ ସାବଧାନତା ଅବଲମ୍ବନ କରନ୍ତୁ ।

Today Rashifala
Today Rashifala (PISCES)

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.