ETV Bharat / lifestyle

ଆଜିର ରାଶିଫଳ: ମନର ମଣିଷ ପାଇବେ ଏହି ରାଶି, ସତର୍କ ରୁହନ୍ତୁ ଏମାନେ - TODAY HOROSCOPE

ଆଜି ଆପଣଙ୍କ ଦିନ କେମିତି କଟିବ । କେଉଁ ରାଶିର ବ୍ୟକ୍ତି ରହିବେ ସତର୍କ ଏବଂ କେଉଁ ରାଶିର ବ୍ୟକ୍ତି ପାଇବେ ସଫଳତା । ପଢ଼ନ୍ତୁ ଆଜିର ରାଶିଫଳ ।

TODAY HOROSCOPE
TODAY HOROSCOPE (ETV Bharat Odisha)
author img

By ETV Bharat Odisha Team

Published : Jan 17, 2025, 12:13 AM IST

ମେଷ: ଆଜି ଆପଣଙ୍କୁ ଯିଏ ଭଲ ଲାଗନ୍ତି ତାଙ୍କ ଉପରେ ଆପଣଙ୍କ ଧ୍ୟାନ ରହିବ । ଆପଣଙ୍କ ଶକ୍ତି ସ୍ତର ଉଚ୍ଚ ରହିବ କିନ୍ତୁ କାମ ପ୍ରତି ପ୍ରତିବଦ୍ଧତା କମ ରହିବ । ସେଥିପାଇଁ ଆପଣଙ୍କ ଉପରିସ୍ଥ ଅଧିକାରୀମାନେ ଆପଣଙ୍କ ଉପରେ ଚିଡିବେ । ସମ୍ପତ୍ତି ଓ ଜମିବାଡ଼ି ସଂକ୍ରାନ୍ତୀୟ କୌଣସି କାର୍ଯ୍ୟକଳାପରେ ନିଜକୁ ସଂପୃକ୍ତ କରନ୍ତୁ ନାହିଁ । ମହିଳାଙ୍କ ନକାରାତ୍ମକ ପ୍ରଭାବରୁ ଦୂରେଇ ରୁହନ୍ତୁ । ମାନସିକ ଶାନ୍ତି ଲାଭ କରିବା ପାଇଁ ଯୋଗ ଏବଂ ଧ୍ୟାନରେ ସମୟ ବିନିଯୋଗ କରନ୍ତୁ ।

TODAY HOROSCOPE
TODAY HOROSCOPE (ARIES)

ବୃଷ: ଆଜି ବିଭିନ୍ନ ବୁଦ୍ଧି ମନକୁ ଆସିବ କାରଣ ଆଜି ଆପଣ ସମ୍ପୂର୍ଣ୍ଣ ସୃଜନାତ୍ମକ ମନୋଭାବରେ ରହିବେ । ଆପଣଙ୍କ ବ୍ୟବସାୟ ପ୍ରଖରତା ଆପଣଙ୍କୁ ସମସ୍ୟାଗୁଡିକର ସହଜ ସମାଧାନରେ ସାହାଯ୍ୟ କରିବ । ଆପଣଙ୍କ ଚୁପ ରହିବା ଗୁଣ ଆପଣଙ୍କ ହସରେ ଆଜି ବାହାରିବ ଯେତେବେଳେ ଆପଣ କାର୍ଯ୍ୟସ୍ଥଳରେ ଆପଣଙ୍କ ଉପରିସ୍ଥ ଅଧିକାରୀ ଓ ସହକର୍ମୀମାନଙ୍କ ସହ କାମ କରିବେ । ଧାର୍ମିକ କାର୍ଯ୍ୟ ପାଇଁ କିଛି ଅର୍ଥ ବ୍ୟୟ କରିପାରନ୍ତି । ପ୍ରିୟଜନଙ୍କ ଠାରୁ ଅଲଗା ହୋଇପାରନ୍ତି । ମାତ୍ର ଏହିସବୁ ସମସ୍ୟାରୁ ଉପରବେଳା ମୁକ୍ତ ହୋଇଯିବେ ଏବଂ ନିଜ କାର୍ଯ୍ୟରେ ଆଗେଇ ଯିବାପାଇଁ ଉତ୍ସାହିତ ହେବେ । ଅର୍ଥଲାଭ ଯୋଗ ରହିଛି ।

TODAY HOROSCOPE
TODAY HOROSCOPE (TAURUS)

ମିଥୁନ: ଆପଣ ନିଜର ଉପରିସ୍ଥ କର୍ମଚାରୀଙ୍କ ସହାୟତାରେ ସରକାରୀ କାର୍ଯ୍ୟ ସୁଚାରୁ ରୂପେ ସମ୍ପାଦନ କରିପାରିବେ । ଆପଣଙ୍କର କାର୍ଯ୍ୟକଳାପ ସନ୍ତୋଷ ଜନକ ହୋଇଥିବାରୁ ସମସ୍ତଙ୍କର ପ୍ରଶଂସା ଭାଜନ ହୋଇପାରିବେ । ପଡୋଶୀ ଓ ବନ୍ଧୁ ମାନଙ୍କର ସହ ମତାନ୍ତର ଦୁର ହୋଇଯାଇପାରେ । ଆଜି ଆପଣଙ୍କ ଚିନ୍ତାଧାରା ଓ ବ୍ୟବହାରରେ ଏକ ବିଶେଷ ପରିବର୍ତ୍ତନ ଦେଖାଦେଇପାରେ । ନିଜର ସ୍ୱାସ୍ଥ୍ୟ ତଥା ଆର୍ଥିକ ସ୍ଥିତି ପ୍ରତି ସଚେତନ ହୁଅନ୍ତୁ ।

TODAY HOROSCOPE
TODAY HOROSCOPE (GEMINI)

କର୍କଟ: ତେଣୁ ନିଜକୁ ସତର୍କ ରହିବା ପାଇଁ ପ୍ରୟାସ କରନ୍ତୁ । ଆପଣଙ୍କର ଶାରୀରିକ ତଥା ମାନସିକ ସ୍ଥିତି ଭଲନଥିବାରୁ ବିଶ୍ରାମ ନେବା ଆପଣଙ୍କ ପାଇଁ ଜରୁରୀ ଅଟେ । ଅସନ୍ତୋଷ ଓ ଉଦାସ ମନୋଭାବ ଯୋଗୁଁ ମନ ବିଚଳିତ ହେବ ଏବଂ ଆପଣ ପ୍ରତିକଥାରେ ବିରକ୍ତିଭାବ ପ୍ରକାଶ କରିପାରନ୍ତି । ତେଣୁ ପରିବାରର ସଦସ୍ୟମାନଙ୍କ ନିମିତ୍ତ ନିଜର ଆଚରଣ ଓ ବ୍ୟବହାରକୁ ମାର୍ଜିତ କରନ୍ତୁ । ସର୍ବୋତ୍ତମ ଫଳ ହାସଲ କରିବାକୁ ବିଦ୍ୟାର୍ଥୀମାନେ କଠିନ ପରିଶ୍ରମ କରିବା ବାଞ୍ଛନୀୟ ।

TODAY HOROSCOPE
TODAY HOROSCOPE (CANCER)

ସିଂହ: ଆତ୍ମବିଶ୍ୱାସ ଏବଂ ସ୍ୱଛମନ ନେଇ ଆପଣ ଯେ କୌଣସି ଯୋଜନାର ସଫଳ ରୂପାୟନ କରିପାରିବେ । ଏହାଦ୍ୱାରା ସାମାଜିକ ଜୀବନରେ ଆପଣଙ୍କର ମର୍ଯ୍ୟାଦା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଆପଣଙ୍କୁ ଆତ୍ମସନ୍ତୋଷ ମିଳିବ । ଆପଣଙ୍କର ପିତା ଆପଣଙ୍କୁ ପ୍ରତି ପଦକ୍ଷପରେ ସାହାଯ୍ୟ କରିବେ । ନିଜର ହିଂସ୍ରୁକ ମନୋବୃତ୍ତି ପରିହାର କରିପାରିଲେ ପରିସ୍ଥିତି ଅନ୍ୟରୁପ ନେଇପାରେ । ଆପଣ ନିଜେ ଶାରିରୀକ ଅସୁସ୍ଥତା ଭୋଗ କରିପାରନ୍ତି । ତେଣୁ ଶରୀରର ଯତ୍ନ ନେବା ବିଧେୟ ଅଟେ ।

TODAY HOROSCOPE
TODAY HOROSCOPE (LEO)

କନ୍ୟା: ନିଜ ଉପରେ ଏତେ ଚାପ ପଡିବ ଯେ ଆପଣ ଶାନ୍ତି ପାଇବେ ନାହିଁ । ବନ୍ଧୁ ଓ ପ୍ରିୟଜନଙ୍କ ସଙ୍ଗେ ଯୁକ୍ତିତର୍କ କିମ୍ୱା ପାଟିତୁଣ୍ଡ କରନ୍ତୁ ନାହିଁ । ଏପରି ଅପ୍ରୀତିକର ପରିସ୍ଥିତିଠାରୁ ଦୁରେଇ ନରହିଲେ ଏହା ଆପଣଙ୍କର ଶରୀର ଉପରେ କୁ ପ୍ରଭାବ ପକାଇପାରେ । ଧର୍ମକାର୍ଯ୍ୟ୍ୟରେ ଯୋଗଦାନ କରି ଅଯଥା ଖର୍ଚ୍ଚାନ୍ତ ହୋଇପାରନ୍ତି । ଧ୍ୟାନକଲେ ଆପଣ ଆପଣଙ୍କର ମାନସିକ ଶାନ୍ତି ଫେରିପାଇ ପାରନ୍ତି । ନିଜ ଶରୀରର ଯତ୍ନ ନିଅନ୍ତୁ ।

TODAY HOROSCOPE
TODAY HOROSCOPE (VIRGO)

ତୁଳା: ସମସ୍ତ ଦିଗରୁ ଆମଦାନୀ ତୁମ ସୁଖକୁ ଆହୁରି ବୃଦ୍ଧି କରିବ । ଦରମା ବୃଦ୍ଧି ହେବ । ଦୂର ଜନିତ ଦୂରଯାତ୍ରା ପାଇଁ ଯନ୍ତ୍ରଣା ହୋଇପାରେ । ଜୀବନ ସାଥି ସନ୍ଧାନରେ ଥିବା ବ୍ୟକ୍ତିଙ୍କ ମନ ବାଞ୍ଛା ପୂର୍ଣ୍ଣ ହେବ । ସୁ ଖାଦ୍ୟ ପ୍ରାପ୍ତି ହୋଇପାରେ । ଆପଣଙ୍କ ପାଇଁ ଆଜି ସହଜ ଦିନ ରହିବ, କାରଣ କୌଣସି କାର୍ଯ୍ୟ କରିବା ପାଇଁ ଆପଣ ସଂଘର୍ଷ କରିବାକୁ ପଡିବ ନାହିଁ । ତେଣୁ ଆଶା କରନ୍ତୁ ଯେ ସମସ୍ତ କାର୍ଯ୍ୟ ସହଜରେ ଶେଷ ହେବ କିମ୍ୱା ସମାଧାନ ହେବ ।

TODAY HOROSCOPE
TODAY HOROSCOPE (LIBRA)

ବିଛା: ତୁମ କାର୍ଯ୍ୟ୍ୟାଳୟର ପରିବେଶ ତୁମକୁ ସହଜ ଓ ଲାଭଦାୟକ ହେବ । ସହକର୍ମୀ ମାନେ ଖୁସି ହେବେ, ସହଜରେ କାର୍ଯ୍ୟ୍ୟ ସାଧନ କରିବେ, ସାମାଜିକ ପ୍ରତିଷ୍ଠା ମିଳିବ, ପଦୋନ୍ନତି ହେବ , ପାରିବାରିକ ଅବସ୍ଥା ଶାନ୍ତ ହେବ । ଅଫିସ କାମରେ ଦୂରକୁ ଯିବେ । ଆପଣ ମାନ୍ଦା ଅନୁଭବ କରିବେ ଏବଂ ଦିନସାରା ବ୍ୟସ୍ତ ରହିବେ । ବ୍ୟବସାୟୀମାନେ ଅପ୍ରତ୍ୟାଶିତ ବାଧାର ସମ୍ମୁଖୀନ ହୋଇ ପାରନ୍ତି କିମ୍ବା ପେଶା ମାନ୍ଦା ହୋଇପାରେ ।

TODAY HOROSCOPE
TODAY HOROSCOPE (SCORPIO)

ଧନୁ: ଆପଣଙ୍କ ଶାରୀରିକ ଅସୁସ୍ଥତା ଆଜି ଚିନ୍ତାର କାରଣ ହୋଇପାରେ । ଆପଣଙ୍କ ଶାରୀରିକ ମାନ୍ଦାପଣ ଏବଂ ଅକ୍ଷମତା ମାନସିକ ଅଶାନ୍ତିର କାରଣ ହୋଇପାରେ । ବ୍ୟବସାୟରେ ବାଧାବିଘ୍ନ ଉପୁଜିପାରେ । କାର୍ଯ୍ୟକ୍ଷେତ୍ରରେ ମଧ୍ୟ ଅନୁରୂପ ବୁଘ୍ନ ଦେଖାଦେଇପାରେ । ବିପଦ ସଂକୁଳ ଚିନ୍ତା ତ୍ୟାଗ କରନ୍ତୁ । ବ୍ୟହାରରେ ସଂଯମତା ରକ୍ଷା କରନ୍ତୁ । ଯତ୍ନ ସହକାରେ ଯୋଜନାକୁ ପରିଚାଳିତ କରନ୍ତୁ । ପ୍ରତିଯୋଗୀଙ୍କ ସହ ଝଗଡା କରନ୍ତୁ ନାହିଁ ।

TODAY HOROSCOPE
TODAY HOROSCOPE (SAGITTARIUS)

ମକର: ଅଚାନକ ଦେହ ଖରାପ କାରଣରୁ ଖର୍ଚ୍ଚ ବଢିବ । ସାମାଜିକ ଓ ନିତ୍ୟଦିନ କାର୍ଯ୍ୟ୍ୟ କରିବେ । ଖାଦ୍ୟ ପ୍ରତି ସତର୍କ ରୁହନ୍ତୁ । ଅସ୍ଥିର ହୁଅନ୍ତୁ ନାହିଁ । ସୁନ୍ଦର କଥା ମନକୁ ଆଣି ଦୁଃଚିନ୍ତାକୁ ଦୂର କରନ୍ତୁ । କାର୍ଯ୍ୟ୍ୟାଳୟର ବାତାବରଣ ତୁମର ସହାୟ ହେବ । ତୁମ ବ୍ୟବସାୟୀ ସାଙ୍ଗ ମାନଙ୍କ ସହ ମତ ପାର୍ଥକ୍ୟ ହେବ । ସରକାରୀ କାମ ନିଜର ସୁଦକ୍ଷତା ଓ କୁସଳତା ଶୈଳିରେ ସମାପନ କରିବେ । ମଉଜ ମଜଲିସରେ ସମୟ କାଟିବା ସହ ବହୁ ଜିନିଷ କିଣିପାରନ୍ତି । ସ୍ୱାସ୍ଥ୍ୟ ଭଲ ରହିବ । ସବୁ ଦିଗ ପାଇଁ ଦିନଟି ଆନନ୍ଦଦାୟକ ରହିବ ।

TODAY HOROSCOPE
TODAY HOROSCOPE (CAPRICORN)

କୁମ୍ଭ: ସମସ୍ତ କାର୍ଯ୍ୟ ସାହାସ ତଥା ସୁ ଚିନ୍ତା ମୂଳକ ଭାବରେ ସମାପନ ହେବ । ବୁଲି ଯିବାର ଆଶା ଅଛି । କୌଣସି କାରଣରୁ ତୁମର ଅନ୍ତରର ଇଚ୍ଛା ବଢିବ ଏବଂ ତୁମେ ନିଜକୁ ନୂତନ ବସ୍ତ୍ର ଦ୍ୱାରା ସୁସଜ୍ଜିତ କରିବ । ତୁମ ଜୀବନସାଥି ତୁମକୁ ଉନ୍ନତି ଆଣିବାରେ ସହାୟ ହେବେ । ଆପଣଙ୍କ ବରିଷ୍ଠ ଅଧିକାରୀ ଆପଣଙ୍କ ଉପରେ ସନ୍ତୁଷ୍ଟ ହେବେ ଏବଂ ଆପଣଙ୍କ ଗୃପରେ “ନିର୍ଭରଶୀଳ” ହେବେ । ଘରେ ମଧ୍ୟ ଭଲ ସମୟ ଅତିବାହିତ ହେବ, ପରିବାର ସହ ପ୍ରେମଭାବ ଏବଂ ହସଖୁସିରେ ସମୟ ବିତିବ ।

TODAY HOROSCOPE
TODAY HOROSCOPE (AQUARIUS)

ମୀନ: ଆଜି ଦିନଟି ଫଳ ପ୍ରଦ ଅଟେ । ଶାରୀରିକ ଅବସ୍ଥା ଭଲ ରହିବ । ପରିବାରରେ ସୁଖ ଶାନ୍ତି ମିଳିବ । ଶତୃ ଠାରୁ ଜୟ ହେବ । ଦୁଃ ଚିନ୍ତାରୁ ନିବୃତ ରୁହନ୍ତୁ । ସାଙ୍ଗସାଥି ମାନେ ସହାୟ ହେବେ । ପିତା ମାତାଙ୍କ ଠାରୁ ଖବର ପାଇବେ । ଦାମ୍ପତ୍ୟ ଜୀବନରେ ପ୍ରେମାଳାପ ତଥା ମଉଜ ମଜଲିସରେ ସମୟ ଅତିବାହିତ ହେବ । ବିଦ୍ୟାର୍ଥୀମାନେ ସଫଳତା ଅର୍ଜନ କରିବା ପାଇଁ ଆଜି ଏକ ଶୁଭ ଦିବସ ଅଟେ । ଅଜଣା ଜଳର ଉତ୍ସଠାରୁ ନିଜକୁ ଦୂରେଇ ରଖିବା ବିଧେୟ ଅଟେ । ନିଜର କ୍ରୋଧ ସମ୍ୱରଣ କରନ୍ତୁ, ନହେଲେ ଦିନଟି ବ୍ୟର୍ଥ ଯାଇପାରେ ।

TODAY HOROSCOPE
TODAY HOROSCOPE (PISCES)

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.