ETV Bharat / lifestyle

ରାଶିଫଳ: ସବୁ କାମରେ ସଫଳତା ଲାଭ କରିବେ ଏହି ରାଶି - DAILY HOROSCOPE

ଆଜି ଆପଣଙ୍କ ଦିନ କେମିତି କଟିବ ? କେଉଁ ରାଶିଙ୍କୁ ହେବ ଆର୍ଥିକ ଲାଭ ? ପଢ଼ନ୍ତୁ ଆଜିର ରାଶିଫଳ ।

Today Odia Horoscope
Today Odia Horoscope (ETV Bharat)
author img

By ETV Bharat Odisha Team

Published : Feb 17, 2025, 12:01 AM IST

ମେଷ: ବ୍ୟକ୍ତିଗତ ତଥା ବୃତ୍ତିଗତ ଜୀବନ ପାଇଁ ଆଜି ଦିନଟି ଶୁଭଦାୟକ । ବ୍ୟବସାୟରେ ଉନ୍ନତି ଘଟିବ । ନିଜ ରୋଜଗାରକୁ ଚାହିଁ ଭାବିଚିନ୍ତି ଖର୍ଚ୍ଚ କରନ୍ତୁ । ମନ ପ୍ରଫୁଲ୍ଲ ରହିବ । ପରିବାରର ସଦସ୍ୟ ଓ ବନ୍ଧୁମାନଙ୍କ ଗହଣରେ ଆଜି ସନ୍ଧ୍ୟାଟି ଆମୋଦ ପ୍ରମୋଦରେ କାଟିପାରନ୍ତି । ବଣଭୋଜି ପାଇଁ ଯୋଜନା କରିପାରନ୍ତି । କିଛି ସମୟ ପାଇଁ ଧାର୍ମିକ କାର୍ଯ୍ୟରେ ନିଜକୁ ବ୍ୟସ୍ତ ରଖିବେ । ଦିନଟି ଖୁସିରେ କଟିବ ।

Today Odia Horoscope
Today Odia Horoscope (ARIES)

ବୃଷ: ମିଠାକଥାରେ ସମସ୍ତଙ୍କୁ ବଶ କରିବେ । ବନ୍ଧୁଙ୍କର ସଂଖ୍ୟା ବୃଦ୍ଧି ପାଇପାରେ । ଅନେକ ଘଟଣାରେ ସଫଳ ବ୍ୟକ୍ତିତ୍ୱ ଭାବେ ପରିଚିତ ହେବେ । ନୂତନ କାର୍ଯ୍ୟର ଶୁଭାରମ୍ଭ କରିପାରନ୍ତି ନିଜର କାର୍ଯ୍ୟ ଦକ୍ଷତା ବଳରେ ନିଜ କାର୍ଯ୍ୟରେ ମଧ୍ୟ ସଫଳତା ପାଇବେ । ଆର୍ଥିକ ସ୍ଥିତି ସ୍ୱଚ୍ଛଳ ରହିବ । ଆଜି ଆପଣ ଯାହା ଇଚ୍ଛା କରିବେ ତାହା ଅକ୍ଲେଶରେ ପାଇପାରିବେ ।

Today Odia Horoscope
Today Odia Horoscope (TAURUS)

ମିଥୁନ: ମାଆଙ୍କର ସାନିଧ୍ୟ ଶାନ୍ତି ଦେବ । ଯଦି କିଛି ଧାର୍ମିକ କାର୍ଯ୍ୟରେ ଭାଗନିଅନ୍ତି ତେବେ ଯୁକ୍ତିତର୍କରୁ ଦୂରେଇ ରହନ୍ତୁ । ପୈତୃକ ସମ୍ପତ୍ତିକୁ ନେଇ ବଡଙ୍କ ସହ ଆଲୋଚନା କରନ୍ତୁ ନାହିଁ । ଅଯଥା ଦୁଃଖିତ ହେବେ । ଶାରୀରିକ ଅସୁସ୍ଥତା ଦେଖାଦେଇପାରେ ।

Today Odia Horoscope
Today Odia Horoscope (GEMINI)

କର୍କଟ: ସମସ୍ତ କ୍ଷେତ୍ରରେ ସଫଳତା ମିଳିବ । ବନ୍ଧୁ ବାନ୍ଧବଙ୍କ ସହିତ ଆଲୋଚନା କରିବେ । ସୌନ୍ଦର୍ଯ୍ୟ ସ୍ଥଳକୁ ବୁଲି ଯିବେ । ଆର୍ଥିକ ଅବସ୍ଥା ସୁଧୁରିବ । ଶାରୀରିକ ସ୍ତରରେ ସୁସ୍ଥତା ରହିବେ ।

Today Odia Horoscope
Today Odia Horoscope (CANCER)

ସିଂହ: ଆପଣଙ୍କର ଆର୍ଥିକ ସ୍ଥିତି ସ୍ୱଛଳ ଥିଲେ ମଧ୍ୟ ଖର୍ଚ୍ଚର ପରିମାଣ ବଢିଯାଇପାରେ । ସମ୍ପର୍କୀୟଙ୍କ ସଙ୍ଗେ ବନ୍ଧୁତ୍ୱ ଲାଭଦାୟକ ହୋଇପାରେ । ପରିବାରର ସଦସ୍ୟ ଏବଂ ବାନ୍ଧବୀ ଆପଣଙ୍କୁ ସହାୟତା ପ୍ରଦାନ କରିବେ । ଚକ୍ଷୁରୋଗ କିମ୍ୱା ଦାନ୍ତବିନ୍ଧାର ଯନ୍ତ୍ରଣା ଆପଣ ଭୋଗିପାରନ୍ତି । ତେଣୁ ରୋଗ ବଢିବା ପୂର୍ବରୁ ଡାକ୍ତରଙ୍କ ପରାମର୍ଶ ନେବା ଉଚିତ । ସୁଖାଦ୍ୟ ପ୍ରାପ୍ତି ଯୋଗ ରହିଛି ।

Today Odia Horoscope
Today Odia Horoscope (LEO)

କନ୍ୟା: ଆଜି ଏକ ଭଲ ଦିନ । ପରିବାର ସହ ସମୟ ଅତିବାହିତ କରିବେ । ଶାରୀରିକ ଓ ମାନସିକ ସ୍ଥିତି ଭଲ ରହିବ । ମାଆ ଲକ୍ଷ୍ମୀଙ୍କ କରୁଣାରୁ ଧନ ରତ୍ନ ଐଶ୍ଚର୍ଯ୍ୟ ପୂର୍ଣ୍ଣ ହେବ । ଦୂର ଯାତ୍ରା ମଙ୍ଗଳ ଦାୟକ ହେବ । ଦିନଟିକୁ ଖୁସିରେ ଉପଭୋଗ କରନ୍ତୁ ତଥା ଅନ୍ୟମାନଙ୍କ ସହ ଖୁସି ବାଣ୍ଟନ୍ତୁ ।

Today Odia Horoscope
Today Odia Horoscope (VIRGO)

ତୁଳା: ଆପଣ ନିଜର କ୍ରୋଧ ପରିହାର କରିବାକୁ ଚେଷ୍ଟା କରନ୍ତୁ । ନହେଲେ ଆପଣଙ୍କ କ୍ରୋଧ ତଥା କର୍କଶ ବାକ୍ୟର ବ୍ୟବହାର ବହୁ ବନ୍ଧୁଙ୍କଠାରୁ ଆପଣଙ୍କୁ ଦୂରେଇ ଦେବ । ବ୍ୟବସାୟ ମାନ୍ଦା ହେବାର ସମ୍ଭାବନା ରହିଛି । କର୍ମଚାରୀଙ୍କ ସଙ୍ଗେ ବଚସା କରନ୍ତୁ ନାହିଁ । କୋର୍ଟ କଚେରୀ ମାମଲାରୁ ନିଜକୁ ଦୂରେଇ ରଖନ୍ତୁ । ନିଜର ଅନ୍ତରଙ୍ଗ ବନ୍ଧୁବାନ୍ଧବଙ୍କ ସଙ୍ଗେ ତିକ୍ତତା ସୃଷ୍ଟି ହୋଇପାରେ । ଶରୀରର ଯତ୍ନ ନିଅନ୍ତୁ । ଦୁର୍ଘଟଣାର ଶିକାର ହୋଇପାରନ୍ତି । ନିଜକୁ ହୋହଲ୍ଲା ଠାରୁ ଦୂରେଇ ରଖନ୍ତୁ । ନୀରବ ରୁହନ୍ତୁ ଓ ଧ୍ୟାନ ଦିଅନ୍ତୁ ।

Today Odia Horoscope
Today Odia Horoscope (LIBRA)

ବିଛା: ସବୁ କାମରେ ଆପଣ ସଫଳତା ଲାଭ କରିବେ । ଆପଣଙ୍କ କାର୍ଯ୍ୟରେ ଉପରିସ୍ଥ କର୍ମଚାରୀ ପ୍ରଭାବିତ ହୋଇପାରନ୍ତି । ଯୁବକ ଯୁବତୀଙ୍କ ପାଇଁ ବିବାହ ସୂତ୍ରରେ ବାନ୍ଧି ହେବାର ପ୍ରକୃଷ୍ଟ ଦିନ । ନିଜ ପସନ୍ଦ ମୁତାବକ ଜୀବନସାଥୀ ପାଇପାରିବେ । ବିବାହିତ ଦମ୍ପତ୍ତି ସନ୍ତାନ ସୁଖ ଲାଭ କରିପାରନ୍ତି । ସାମାଜିକ ଜୀବନ ଅତ୍ୟନ୍ତ ସୁଖପ୍ରଦ ହେବ । ସନ୍ଧ୍ୟାରେ ବନ୍ଧୁଙ୍କ ଗହଣରେ ଆମୋଦ ପ୍ରମୋଦରେ ସମୟ ଅତିବାହିତ କରିବେ ।

Today Odia Horoscope
Today Odia Horoscope (SCORPIO)

ଧନୁ: ଆଜି ଦିନଟି ମଉଜ ମଜଲିସରେ କାଟିପାରନ୍ତ । ପିତାଙ୍କ ପକ୍ଷରୁ ସହଯୋଗର ସୁଅ ଛୁଟିପାରେ । ନିଜ କାର୍ଯ୍ୟରେ ଉପରିସ୍ଥ ହାକିମ ଆପଣଙ୍କୁ ପ୍ରଶଂସା କରିବେ । ବ୍ୟବସାୟ ସଂକ୍ରାନ୍ତୀୟ ସାକ୍ଷାତକାର ଜଣେ ସଫଳ ପ୍ରତିପତ୍ତିଶାଳୀ ଧନାଧ୍ୟ ବ୍ୟବସାୟୀଙ୍କ ସଙ୍ଗେ ହୋଇପାରେ ଏବଂ ଆପଣ ଏକ ନୂତନ ବ୍ୟବସାୟ ଆରମ୍ଭ କରିବାର ଯୋଜନା କରି ଅର୍ଥ ବିନିଯୋଗ କରିପାରନ୍ତି । ଅନ୍ୟମାନଙ୍କୁ ସାହାଯ୍ୟ କରି ଆପଣ ଅନ୍ୟମାନଙ୍କ ଦ୍ୱାରା ଆଦୃତ ହେବେ । ଆପଣ ନିଜର କାମକୁ ସଫଳତାର ସହ ସାରିବା ପରେ ଆମୋଦ ପ୍ରମୋଦରେ ସମୟ କାଟିବାକୁ ଯଥେଷ୍ଟ ସମୟ ପାଇବେ ।

Today Odia Horoscope
Today Odia Horoscope (SAGITTARIUS)

ମକର: ଆଜି ଦିନଟିରେ ମିଶ୍ରିତ ଫଳ ମିଳିବ । ବ୍ୟବସାୟ ଭଲ ହେବ । ତୁମର ଚିନ୍ତାଧାରା ତଥା କଥାବାର୍ତ୍ତା ଦ୍ୱାରା ଲୋକେ ପ୍ରଭାବିତ ହେବେ । ସମୟ ନଷ୍ଟ କରନ୍ତୁ ନାହିଁ । ସରକାରୀ କାମ ଅଟକି ରହିପାରେ । ବ୍ୟର୍ଥ ଯୁକ୍ତିତର୍କ ହୋଇପାରେ । ସାମାଜିକ ପ୍ରତିଷ୍ଠା ବୃଦ୍ଧି ପାଇବ ଏବଂ ଆପଣଙ୍କର ମନୋବଳ ଦୃଢ ହେବ ।

Today Odia Horoscope
Today Odia Horoscope (CAPRICORN)

କୁମ୍ଭ: ଆଜି ଆପଣ ଅତ୍ୟଧିକ ଚିନ୍ତା ମୁଣ୍ଡରେ ଭର୍ତ୍ତି କରିବାରୁ ନିଜକୁ ଦୁର୍ବଳ ଓ ଅସହାୟ ମନେକରିବେ । ତେଣୁ ମନକୁ ଶାନ୍ତ ରଖନ୍ତୁ , ଚିନ୍ତା ମୁକ୍ତ ରୁହନ୍ତୁ ନଚେତ୍‍ ଏହା ଆପଣଙ୍କୁ ଉତ୍ତେଜିତ କରିବ ଏବଂ ମନରେ ହତାଶ ଭାବ ସୃଷ୍ଟି କରିବ । ଅନୈତିକ ବିଦ୍ରୋହାତ୍ମକ କାର୍ଯ୍ୟକଳାପ କିମ୍ୱା ଚିନ୍ତା ଠାରୁ ଦୂରେଇ ରୁହନ୍ତୁ । ଗୃହରେ ଏକ ବିବାହ ଉତ୍ସବ ଅନୁଷ୍ଠିତ ହୋଇପାରେ । ମାତ୍ର ଆପଣଙ୍କର ମନ ଭଲ ନ ଥିବାରୁ ମୌଜ କରିପାରିବେ ନାହିଁ । ଧ୍ୟାନ ଓ ପ୍ରାର୍ଥନା ଆପଣଙ୍କୁ ଶାନ୍ତି ପ୍ରଦାନ କରିପାରେ ।

Today Odia Horoscope
Today Odia Horoscope (AQUARIUS)

ମୀନ: ଆଜି ଯଦି ଆପଣ ଲେଖକ, କବି, ଚିତ୍ରକାର କିମ୍ୱା ମୂର୍ତ୍ତିକର ହୋଇଥାନ୍ତି ତାହା ହେଲେ ଅସୀମ ଲାଭବାନ ହେବେ । ମିଳିମିଶି ବ୍ୟବସାୟ କରିବା ପାଇଁ ଆଜି ଏକ ଶୁଭ ଦିବସ ଅଟେ । ଭଲ କାମ ପାଇଁ ପୁରସ୍କୃତ ହୋଇପାରନ୍ତି । ଆପଣଙ୍କ ଉପରେ ନ୍ୟସ୍ତ କାର୍ଯ୍ୟକୁ ସୁରୁଖୁରୁରେ ସମ୍ପନ୍ନ କରିପାରିବେ । ବଣଭୋଜି କରିବା ପାଇଁ ଆଜି ଦିନଟି ସର୍ବୋକୃଷ୍ଟ ରହିବ । ବନ୍ଧୁ, ପରିବାର ଓ ସହକର୍ମୀଙ୍କ ସହ ମିଳିମିଶି ଭ୍ରମଣ କରିବାକୁ ଯାଇପାରନ୍ତି । ସାମାଜିକ କ୍ଷେତ୍ରରେ ଆପଣଙ୍କର ସମ୍ମାନ ଓ ମର୍ଯ୍ୟାଦା ବୃଦ୍ଧି ପାଇପାରେ ।

Today Odia Horoscope
Today Odia Horoscope (PISCES)

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.