ETV Bharat / lifestyle

ଆଜିର ରାଶିଫଳ: ଏହି ରାଶିଙ୍କ ସୁଧୁରିବ ଆର୍ଥିକ ସ୍ଥିତି, ମନର ମଣିଷ ପାଇବେ ଏମାନେ - TODAY HOROSCOPE

ଆଜି ଆପଣଙ୍କ ଦିନ କେମିତି କଟିବ ? କେଉଁ ରାଶିର ବ୍ୟକ୍ତିଙ୍କ ବଢ଼ିବ ଖର୍ଚ୍ଚ ? କେଉଁମାନେ ରହିବେ ସତର୍କ ? ପଢ଼ନ୍ତୁ ଆଜିର ରାଶିଫଳ

today horoscope
today horoscope (ETV Bharat)
author img

By ETV Bharat Odisha Team

Published : Nov 26, 2024, 12:01 AM IST

ମେଷ: ଆଜି ଦିନଟି ମିଶ୍ରିତଫଳ ଦେବ । ଧୈର୍ଯ୍ୟ ଧରନ୍ତୁ । ଆପଣଙ୍କ କଠିନ ପରିଶ୍ରମର ଫଳ ଆଶାତୀତ ଭାବେ ସ୍ୱାଦିଷ୍ଟ ହୋଇପାରେ । ଆଜି ଆପଣ ଭାରି ନିସ୍ୱାର୍ଥପର ଏବଂ ମଙ୍ଗଳକାରୀ ଅନୁଭବ କରୁଛନ୍ତି । ନିଜ ମାଆଙ୍କ ଠାରୁ ସାହାଯ୍ୟ ଓ ସହାନୁଭୂତି ଲାଭ କରିପାରନ୍ତି । କାର୍ଯ୍ୟସ୍ଥଳରେ ନିଜକୁ ନିୟୋଜିତ କରି ଆତ୍ମସନ୍ତୋଷ ଲାଭ କରିବେ । ଅଫିସ କାର୍ଯ୍ୟର ଚାପ କିଛି ସମୟ ପାଇଁ ବିଚଳିତ କରିପାରେ । ମାତ୍ର ଉପରିସ୍ଥ ଅଧିକାରୀ କିମ୍ୱା ମାଲିକଙ୍କ ସହ ସାକ୍ଷାତ ଏବଂ ସେମାନଙ୍କର ପ୍ରଶଂସା ଆପଣଙ୍କୁ ଉତ୍ସାହିତ କରିପାରେ ।

today horoscope
today horoscope (ARIES)

ବୃଷ: ଯଦି ଆପଣ ସମ୍ପର୍କ ଏବଂ ସର୍ବସାଧାରଣ ବକ୍ତା କ୍ଷେତ୍ରରେ କାର୍ଯ୍ୟ କରୁଛନ୍ତି, ଆଜି ଆପଣ ଶ୍ରୋତାମାନଙ୍କୁ ଉତ୍ସାହିତ କରିବେ ଏବଂ ଆନନ୍ଦ ଉପଭୋଗ କରିବାକୁ ଦେବେ । ଏପରିକି ବ୍ୟକ୍ତି ବିଶେଷଙ୍କ ସହିତ କଥାବାର୍ତ୍ତା ସମୟରେ ମଧ୍ୟ ଆପଣଙ୍କ ଶ୍ରୋତା ଅତ୍ୟନ୍ତ ପ୍ରଭାବିତ ହୋଇ ନିରବ ହୋଇଯିବେ । ଫଳରେ ଦୀର୍ଘକଳୀନ ଭାବରେ ଜଣାଶୁଣା ବ୍ୟକ୍ତିମାନଙ୍କ ସହିତ ଏବ ବିଶେଷ ସମ୍ପର୍କ ରହିବାର ସମ୍ଭାବନା ରହିଛି ।

today horoscope
today horoscope (TAURUS)

ମିଥୁନ: ବିଶେଷ ଭାବରେ ମହିଳାମାନଙ୍କ ସହିତ କାରବାର କଲାବେଳେ ଆପଣଙ୍କ ଭାବ ପ୍ରବଣତା ଆପଣଙ୍କୁ ଅତ୍ୟଧିକ ଭାବରେ ପ୍ରଭାବିତ କରିବାକୁ ଦିଅନ୍ତୁ ନାହିଁ । ଆପଣ ମାୟାଜାଲରେ ଫସି ପାରନ୍ତି କାରଣ ମହିଳା ଜଣକ ଆପଣଙ୍କୁ ଭାବନାତ୍ମକ ଭାବରେ ଶୋଷଣ କରିପାରନ୍ତି । ଆପଣଙ୍କ ବୁଦ୍ଧିମତା ଆପଣଙ୍କୁ ନିଜ କର୍ମରେ ପ୍ରତିଦ୍ୱନ୍ଦ୍ୱୀ ଭାବରେ ପ୍ରତିଷ୍ଠିତ କରାଇବ । ଏପରିକି ସାମାଜିକ ଜୀବନରେ ଉଚ୍ଚ ପ୍ରତିଷ୍ଠାର ଅଧିକାରୀ ହୋଇପାରିବେ । ମଧ୍ୟାହ୍ନ ପରେ ପରିସ୍ଥିତି ଭିନ୍ନ ରୂପ ଗ୍ରହଣ କରିପାରେ । ଆପଣ ନିଜ ଉପରେ ନ୍ୟସ୍ତ ଥିବା କର୍ମ ସାରିପାରିବେ ନାହିଁ ।

today horoscope
today horoscope (GEMINI)

କର୍କଟ: ଆଜି ପାଇଁ ଆପଣଙ୍କ ଦିନ ଆନନ୍ଦ ଏବଂ ଖୁସିଭରା ରହିବ । ଏକ ନୂଆ ପ୍ରକଳ୍ପର ଶୁଭାରମ୍ଭ, ବନ୍ଧୁ ଏବଂ ପ୍ରିୟଜନଙ୍କ ସହିତ ମିଳନ ଆପଣଙ୍କୁ ଅଧିକ ଆନନ୍ଦ ଦେବ । ଆପଣଙ୍କ ପାଖରେ ଯାହା ଅଛି, ତାହା ଆପଣଙ୍କୁ ଭଲ ଭାଗ୍ୟ ଆଡକୁ ଟାଣିନେବ ଏବଂ ଆପଣ ଅଧିକ ଉତ୍ସାହିତ ହେବେ । ଛାତ୍ରଛାତ୍ରୀଙ୍କ ନିମନ୍ତେ ଆଜି ଦିନଟି ଶୁଭଦାୟକ କାରଣ ପାଠ ପଢାରେ, ଆପଣଙ୍କ ମନରେ ଯାହା ସମସ୍ୟାର ସମାଧାନ ପାଇ ନିଷ୍ପତ୍ତି ନେଇଥିବେ ତାହା କରିବେ । ଆପଣ କିଛି ବନ୍ଧୁଙ୍କୁ ନିଜ ଗୃହକୁ ରାତ୍ରୀ ଭୋଜନ ପାଇଁ ନିମନ୍ତ୍ରଣ କରିପାରନ୍ତି । ଦିବସର ଶେଷାର୍ଦ୍ଧରେ ଅର୍ଥପ୍ରାପ୍ତି ହୋଇପାରେ ।

today horoscope
today horoscope (CANCER)

ସିଂହ: ସମସ୍ତ ଦୃଷ୍ଟିକୋଣରୁ ଆଜିଦିନ ଆପଣଙ୍କ ପାଇଁ ମଧ୍ୟମ ଧରଣର ରହିବ, ପରିବାର ସହିତ ହସଖୁସିରେ କଟିବ, କିନ୍ତୁ ପରିସ୍ଥିତି ସାଧାରଣ ହିଁ ରହିବ । ଅବଶ୍ୟ, ଯଦି ଆପଣ ଅସୁବିଧାର ସମ୍ମୁଖୀନ ହୁଅନ୍ତି, ସେମାନେ ସମସ୍ତେ ଆପଣଙ୍କ ପଛରେ ଛିଡା ହେବେ । ଅନ୍ତିମରେ ଆପଣଙ୍କ ପାଇଁ ଏହା ଏକ ଅନ୍ୟନ୍ତ ଶୁଭ ଦିନ ନୁହେଁ । ଆର୍ଥିକ ଲାଭର ଅଭାବ ରହିବ, ନୂଆ ସମ୍ପର୍କ ସୃଷ୍ଟି କରି ଆପଣ ଏହି ଅଭାବକୁ ଦୂର କରିବାରେ ସମର୍ଥ ହେବେ ।

today horoscope
today horoscope (LEO)

କନ୍ୟା: ଆପଣ ଅନ୍ୟମାନଙ୍କୁ ନିଜର ନମ୍ର-ବ୍ୟବହାର ଏବଂ ମିଠା କଥାରେ ପ୍ରଭାବିତ କରିପାରିବେ । ଏହା ଆପଣଙ୍କୁ ଅନେକ ପ୍ରକାରରେ ସାହାଯ୍ୟ କରିବ । ବୌଦ୍ଧିକ ଦୃଷ୍ଟିକୋଣରୁ ଆପଣଙ୍କର ବିକାଶ ହେବ । ଆପଣଙ୍କ ଦୃଷ୍ଟିକୋଣରେ ମଧ୍ୟ ହଠାତ୍‌ ପରିବର୍ତ୍ତନ ହୋଇପାରେ । ଆପଣଙ୍କ ସ୍ୱାସ୍ଥ୍ୟ, ଉଭୟ ଶାରିରୀକ ଏବଂ ମାନସିକ ଭଲ ରହିବ । କେତେକ ଭଲ ଖବର ଆପଣଙ୍କ ଅପେକ୍ଷାରେ ଅଛି । ପ୍ରିୟଜନ, ବନ୍ଧୁ ଏବଂ ଭାଇଭଉଣୀଙ୍କ ଗହଣରେ ଆନନ୍ଦ ଉଲ୍ଲାସରେ ସମୟ ବିତାଇବେ ।

today horoscope
today horoscope (VIRGO)

ତୁଳା: ଆପଣଙ୍କ ପାଇଁ ଭଲ ଦିନ ନୁହେଁ, ଅଧିକ ସତର୍କ ରହିବା ପାଇଁ ପରାମର୍ଶ ଦିଆହେଉଛି । ଆପଣଙ୍କ ସ୍ୱାସ୍ଥ୍ୟ ଆପଣଙ୍କ ପାଇଁ ସମସ୍ୟାର କାରଣ ହୋଇପାରେ, ଏଡାନ୍ତୁ ନାହିଁ, ଉପଯୁକ୍ତ ଚିକିତ୍ସା କରନ୍ତୁ । ନିଶ୍ଚିତ କରନ୍ତୁ ଯେ ଭାବି ଚିନ୍ତି ନ କହି ଆପଣ କାହାକୁ ଅପମାନିତ କରନ୍ତୁ ନାହିଁ । ଆପଣଙ୍କ ରାଗ ଉପରେ ନିୟନ୍ତ୍ରଣ ରଖନ୍ତୁ । ଆଜିର ଦିନ ସମସ୍ୟା ବହୁଳ ରହିବ ଯାହାକି ଶୀଘ୍ର ପଦକ୍ଷେପ ଆବଶ୍ୟକ କରିପାରେ ।

today horoscope
today horoscope (LIBRA)

ବିଛା: ଏହି ଦିନ ଆପଣଙ୍କ ପାଇଁ ଶୁଭ ଅଟେ । ଆପଣ ବନ୍ଧୁମାନଙ୍କ ସହିତ ମିଶିବେ ଏବଂ ତାଙ୍କ ଉପରେ ବହୁତ ଖର୍ଚ୍ଚ କରିବେ । ଅବଶ୍ୟ, ବର୍ତ୍ତମାନଠାରୁ ଯେ କୌଣସି ସମୟରେ ଆପଣଙ୍କ ଦରମା କିମ୍ବା ଆୟରେ ବୃଦ୍ଧି ଆଶା କରିପାରନ୍ତି । ପ୍ରକୃତରେ, ଆଜି ଭଲ ଦିନ ଭଳି ଜଣା ପଡୁଛି । ଜୀବନ ସାଥି ସନ୍ଧାନରେ ଥିବା ବ୍ୟକ୍ତିଙ୍କ ମନ ବାଞ୍ଛା ପୂର୍ଣ୍ଣ ହେବ । ଆପଣଙ୍କ ବରିଷ୍ଠମାନେ ଏବଂ ଆପଣଙ୍କ ଜୀବନସାଥୀ ଆପଣଙ୍କ କାର୍ଯ୍ୟରେ ଖୁସି ରହିବେ । ସୁ-ଖାଦ୍ୟ ପ୍ରାପ୍ତି ହୋଇପାରେ ।

today horoscope
today horoscope (SCORPIO)

ଧନୁ: ଆପଣ ଆପଣଙ୍କର ‍ଅର୍ଥ ଭଲ ଭାବରେ ପରିଚାଳନା କରିବେ । ଆପଣଙ୍କ କାର୍ଯ୍ୟ ସଫଳତାର ସହିତ ସମାପ୍ତ କରିବେ ଏବଂ ଅନ୍ୟମାନଙ୍କୁ ମଧ୍ୟ ତାଙ୍କ କାମରେ ସାହାଯ୍ୟ କରିବେ । ଆଜି, ଆପଣ ବ୍ୟବସାୟ ସମ୍ପର୍କିତ କେତେକ ଗୁରୁତ୍ୱପୁର୍ଣ୍ଣ ନିଷ୍ପତ୍ତି ନେଇପାରନ୍ତି । ବ୍ୟବସାୟ କାମରେ ଭ୍ରମଣ କରିପାରନ୍ତି । ଆପଣଙ୍କ ବୁଦ୍ଧି ଏବଂ ନିପୁଣତା ଦେଖି ଆପଣଙ୍କ ବରିଷ୍ଠ ଅଧିକାରୀ ପ୍ରଭାବିତ ହେବେ ଏବଂ ପଦୋନ୍ନତିର ସମ୍ଭାବନା ମଧ୍ୟ ରହିଛି ।

today horoscope
today horoscope (SAGITTARIUS)

ମକର: ଅନ୍ୟ ଦିନ ଭଳି ଏହା ମଧ୍ୟ ଏକ ସାଧାରଣ ଦିନ । ଅବଶ୍ୟ, ବୁଦ୍ଧି ଏବଂ କୌଶଳ ଆବଶ୍ୟକ କରୁଥିବା କାର୍ଯ୍ୟ କରିବା ପାଇଁ ଏହା ହେଉଛି ଉପଯୁକ୍ତ ସମୟ । ଲିଖନ ଏବଂ ସାହିତ୍ୟରେ ସଂପୃକ୍ତ ଥିବା ବ୍ୟକ୍ତି ମାନଙ୍କ ପାଇଁ ଆଜି ହେଉଛି ଭଲ ଦିନ । ପ୍ରତିକୂଳ ପରିସ୍ଥିତିର ସମ୍ମୁଖୀନ ଆପଣଙ୍କୁ ହେବାକୁ ପଡିପାରେ ଯାହାକି ସରକାର ସମ୍ପର୍କିତ ବିଷୟରୁ ସୃଷ୍ଟି ହେବ । କାର୍ଯ୍ୟାଳୟର ବାତାବରଣ ତୁମର ସହାୟ ହେବ । ତୁମ ବ୍ୟବସାୟୀ ସାଙ୍ଗ ମାନଙ୍କ ସହ ମତ ପାର୍ଥକ୍ୟ ହେବ । ସରକାରୀ କାମ ନିଜର ସୁଦକ୍ଷତା ଓ କୁସଳତା ଶୈଳୀରେ ସମାପନ କରିବେ ।

today horoscope
today horoscope (CAPRICORN)

କୁମ୍ଭ: ଆପଣଙ୍କ ମନ ଭାବନାରେ ଭରା ରହିବ ଏବଂ ଏହା ଆପଣଙ୍କୁ ସମ୍ପୂର୍ଣ୍ଣ ଭାବରେ କ୍ଳାନ୍ତ କରିଦେବ । ଚୋରି ଏବଂ ଅନ୍ୟ ଆଇନ ବିରୁଦ୍ଧ କାମରୁ ଦୂରରେ ରହନ୍ତୁ । ନିରାଶ ମନୋଭାବକୁ ଦୁରରେ ରଖନ୍ତୁ ଏବଂ ଆପଣଙ୍କ ଭାଷା ଉପରେ ନଜର ରଖନ୍ତୁ । ଆଇନଗତ କାର୍ଯ୍ୟରେ ସତର୍କତା ଅବଲମ୍ଵନ କରନ୍ତୁ, ନଚେତ ହଠାତ୍‍ ଅପମାନିତ ହେବା ସଙ୍ଗେସଙ୍ଗେ କିଛି କ୍ଷତି ହୋଇପାରେ । କୌଣସି କାର୍ଯ୍ୟର ପୁରୋଧା ହୁଅନ୍ତୁ ନାହିଁ । ମାନସିକ ଅସ୍ଥିରତା ଶୀଘ୍ର ଦୂର ହେବ । ଧ୍ୟାନ ପ୍ରାର୍ଥନା କରିବାଦ୍ୱାରା ମାନସିକ ଅବସାଦ ହ୍ରାସ ପାଇବ ।

today horoscope
today horoscope (AQUARIUS)

ମୀନ: ଲେଖକ ହୁଅନ୍ତୁ, ମଞ୍ଚ କଳାକାର କିମ୍ୱା ନୃତ୍ୟଶିଳ୍ପୀ ହୁଅନ୍ତୁ । ଆପଣ ନିଜର ସୃଜନଶୀଳ ପ୍ରତିଭା ଯୋଗୁଁ ପ୍ରିୟଜନଙ୍କର ଶ୍ରଦ୍ଧାଭାଜନ ହୋଇପାରିବେ । ବ୍ୟବସାୟୀ ମାନେ ଯଦି ନିଜ ବ୍ୟବସାୟରେ ଭାଗୀଦାର ହେବାକୁ ଜଣେ କର୍ମଠ ବ୍ୟକ୍ତି ଖୋଜୁଥାନ୍ତି । ତାହେଲେ କାର୍ଯ୍ୟଟି ଶୀଘ୍ର କରନ୍ତୁ । ବନ୍ଧୁଙ୍କ ସହ ବୁଲାବୁଲିର ମଜ୍ଜା ନେଇପାରନ୍ତି । ଚଳଚିତ୍ର ଦେଖି ମଧ୍ୟ ସମୟ କାଟିପାରନ୍ତି କିମ୍ୱା କୌଣସି ରାତ୍ରଭୋଜି ସ୍ଥାନରେ ସମୟ ବିତାଇ ପାରନ୍ତି ।

today horoscope
today horoscope (PISCES)

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.