ETV Bharat / lifestyle

ଶନିବାର ରାଶିଫଳ; ଏହି ରାଶି ରୁହନ୍ତୁ ସତର୍କ, ସ୍ୱାସ୍ଥ୍ୟହାନୀ ସହ ସମ୍ପର୍କରେ ଆସିପାରେ ଝଡ଼

ଆଜି ଆପଣଙ୍କ ଦିନ କେମିତି କଟିବ ? କେଉଁମାନେ ଲାଭବାନ ହେବେ ? କେଉଁମାନେ କ୍ଷତି ସହିବେ ? ଜାଣିବା ପାଇଁ ପଢ଼ନ୍ତୁ ଆଜିର ରାଶିଫଳ ।

TODAY HOROSCOPE
TODAY HOROSCOPE (ETV Bharat Odisha)
author img

By ETV Bharat Odisha Team

Published : Nov 2, 2024, 12:10 AM IST

ମେଷ: ଆଜି ଦିନଟି ପରିବାର ପାଇଁ ଅଟେ । ସ୍ତ୍ରୀଙ୍କ ସହ ସମୟ ଅତିବାହିତ କରନ୍ତୁ । ନିଜର ଭାବପ୍ରବଣତା ଓ ଶାରୀରିକ ପରିସ୍ଥିତି ଆପଣଙ୍କୁ ସନ୍ତୁଷ୍ଟ କରିବ । ଆର୍ଥିକ କ୍ଷେତ୍ରରେ ଦିନଟି ଅନୂକୁଳ ଅଟେ । ଆପଣଙ୍କ କାର୍ଯ୍ୟକୁ ଲୋକ ପ୍ରଶଂସା କରିବେ । ଭଲ ଦିନଟିକୁ ନଷ୍ଟ କରିବାକୁ ଦିଅନ୍ତୁ ନାହିଁ । ଅତ୍ୟଧିକ ଖାଆନ୍ତୁ ନାହିଁ । ନିଜ କଥାବାର୍ତ୍ତାରେ ସଞ୍ଜମତା ରକ୍ଷା କରନ୍ତୁ । ନଚେତ୍‍ ଲୋକମାନଙ୍କ ନିକଟରେ ଅପଦସ୍ତ ହେବେ ।

TODAY HOROSCOPE
TODAY HOROSCOPE (ARIES)

ବୃଷ: ଆଜି ଦିନଟି ଆପଣଙ୍କ ପାଇଁ ଭଲ ଦିନ ଅଟେ । ଶାରୀରିକ ଓ ମାନସିକ ସୁସ୍ଥତା ଅନୁଭବ କରିବେ । କୌଣସି ଭଲ କାରଣ ପାଇଁ ଦିନ ସାରା ସୌଖିନ ବସ୍ତ୍ର ପିନ୍ଧିବ । ଅର୍ଥ ବିନିଯୋଗରୁ ଭଲ ଅର୍ଥ ଫେରିପାଇବେ । ପିତୃ ସ୍ଥାନୀୟଙ୍କ ଦ୍ୱାରା ଅର୍ଥ ଆଗମନ ହେବ । ଖରାପ ସମୟର ଅନ୍ତ ଘଟିବ ଏବଂ ଭଲ ହେବ । ଅର୍ଥଲାଭ ଯୋଗ ରହିଛି । ନିଜର ବନ୍ଧୁ ଓ ସମ୍ପର୍କୀୟ ମାନଙ୍କ ସହ ସାକ୍ଷାତ ହୋଇପାରେ । ଦାମ୍ପତ୍ୟ ଜୀବନ ସୁଖମୟ ହେବ ।

TODAY HOROSCOPE
TODAY HOROSCOPE (TAURUS)

ମିଥୁନ: ଆଜି ଦିନଟି ସ୍ମରଣୀୟ ଅଟେ । ପ୍ରତିବନ୍ଧକର ସମ୍ମୁଖୀନ ହେବେ । ନୂଆ କାମ ହାତକୁ ନେବେ, କିନ୍ତୁ ଚାହୁଁଥିବା କାର୍ଯ୍ୟ ହେବନାହିଁ । ପିଲାଙ୍କ ଶିକ୍ଷା ଓ ସ୍ୱାସ୍ଥ୍ୟ ପଛରେ ଅର୍ଥ ଖର୍ଚ୍ଚ ହେବ । ସ୍ୱାସ୍ଥ୍ୟ ଭଲ ନରହିବା ଆପଣଙ୍କୁ ବ୍ୟସ୍ତ କରିବ । ଛାତ୍ରଙ୍କ ପାଇଁ ଭଲ ଦିନ ନୁହେଁ ମାତ୍ର କଠିନ ପରିଶ୍ରମ ଫଳ ଆଣିବ । ଆପଣଙ୍କ ଶାରୀରିକ ସମ୍ୱନ୍ଧ ଭଲ ରହିବ । ଯାତ୍ରାଯୋଗ ଅଛି । ମାତ୍ର ଅପରାହ୍ନରେ ନିଜକୁ ସତର୍କ ରଖିବେ । ଧାର୍ମିକ କାର୍ଯ୍ୟରେ ଅତ୍ୟଧିକ ଆସକ୍ତି ରଖିବା ଉଚିତ୍‍ ହେବନାହିଁ କାରଣ ଏହା ଆପଣଙ୍କୁ କିଛି ପରିମାଣରେ ଆଘାତ ଦେଇପାରେ ।

TODAY HOROSCOPE
TODAY HOROSCOPE (GEMINI)

କର୍କଟ: ଆଜି ଦିନଟି ଭଲ ନାହିଁ । ଅତି ଖରାପ ଚିନ୍ତାରେ ରହିବେ । ଏହା ଖରାପ ସମୟ ଅଟେ । ମୁଣ୍ଡରେ ଚିନ୍ତା ରହିବ ଓ ବିବ୍ରତ ହେବେ । କାହାକୁ କଣ କହୁଛନ୍ତି ତାହା ଜାଣିପାରିବେ ନାହିଁ | ପରିବାର ବର୍ଗ ଯଥା କୌଣସି ସ୍ତ୍ରୀ ଲୋକ ସହ କଳି କରିବେ । ଅର୍ଥ ହାନି ହେବ । କିଛି ଅସୁବିଧାର ସମ୍ମୁଖୀନ ହେବେ । ଯୋଜନା ନଥିବା ଖର୍ଚ୍ଚ ପ୍ରତି ପ୍ରସ୍ତୁତ ରୁହନ୍ତୁ । ଅନୈତିକ ଏବଂ ବେଆଇନ୍‌ କାର୍ଯ୍ୟରୁ ଦୂରେଇ ରୁହନ୍ତୁ । ନିଜ କଥା ଉପରେ ସଞ୍ଜମ ରଖନ୍ତୁ । ପ୍ରାର୍ଥନା ଏବଂ ଧ୍ୟାନ ଆପଣଙ୍କୁ ଅନେକ ଗୁଣରେ ସାହାଯ୍ୟ କରିବ ।

TODAY HOROSCOPE
TODAY HOROSCOPE (CANCER)

ସିଂହ: ଆଜି ଦିନଟି ଭଲ ରହିଛି । ସ୍ୱାସ୍ଥ୍ୟ ଭଲ ରହିବ । ଆତ୍ମୀୟ ସ୍ଵଜନଙ୍କ ସହିତ ସୁନ୍ଦର ଜାଗା ପରିଦର୍ଶନରେ ଯିବେ । ବନ୍ଧୁ ତଥା ନିଜ ଲୋକ ଉନ୍ନତିରେ ସହାୟ ହେବେ । ଶରୀର , ମନ ଓ ଆତ୍ମା ପାଇଁ ଭଲ ଦିନ ଅଟେ । ଆପଣଙ୍କ ପିଲାମାନଙ୍କଠାରୁ କିଛି ଭଲ ଜିନିଷ ଆଶା କରିବେ । ଆପଣଙ୍କ ବନ୍ଧୁମାନଙ୍କ ସହିତ ଏକ ହସଖୁସିର ସନ୍ଧ୍ୟା ଆପଣ ବିତାଇବେ । ମାଙ୍ଗଳିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ଦୂର ଯାତ୍ରା ପାଇଁ ଯୋଜନା କରିପାରନ୍ତି । କୌଣସି କାରଣରୁ ରାଗିପାରନ୍ତି । ବିଦେଶୀ ବନ୍ଧୁଙ୍କ ଠାରୁ ସାହାଯ୍ୟ ପାଇବେ । ପିଲାଙ୍କ ଠାରୁ ଶୁଭ ଖବର ପାଇବେ ।

TODAY HOROSCOPE
TODAY HOROSCOPE (LEO)

କନ୍ୟା: ଆପଣଙ୍କୁ ମିଛ ପ୍ରଶଂସା ଭଲ ଲାଗିବ । ଉପର ବର୍ଣ୍ଣିତ କଥା ପାଇଁ ପରିବାର ପ୍ରଶଂସା କରିବେ । ନିଶ୍ଚିନ୍ତ ଭାବରେ ସହଯୋଗ କରିବେ । ଆପଣଙ୍କ ଖୁସୀ ଅର୍ଥକୁ ଟାଣିବ । ସୁନ୍ଦର ସ୍ୱାସ୍ଥ୍ୟ ଯୋଗୁଁ ସମୟଟି ଉପଭୋଗ କରିବେ । ବୁଦ୍ଧିମାନ ବିଚାରରେ ଭାଗ ନେବେ । ଧାର୍ମିକ କାର୍ଯ୍ୟରେ ଭାଗ ନେବେ । ଆତ୍ମବିଶ୍ୱାସ ଏବଂ ସ୍ୱଚ୍ଛ ମନ ନେଇ ଆପଣ ଆଜି ଯେକୌଣସି ଯୋଜନା କରିବେ, ତାହା ସଫଳ ରୂପାୟନ ହେବ । ଏହାଦ୍ୱାରା ସାମାଜିକ ଜୀବନରେ ଆପଣଙ୍କର ମର୍ଯ୍ୟାଦା ବୃଦ୍ଧି ପାଇବା ସଙ୍ଗେ ସଙ୍ଗେ ଆପଣଙ୍କୁ ଆତ୍ମସନ୍ତୋଷ ମିଳିବ । ଆପଣଙ୍କର ପିତା ଆପଣଙ୍କୁ ପ୍ରତି ପଦକ୍ଷେପରେ ସାହାଯ୍ୟ କରିବେ ।

TODAY HOROSCOPE
TODAY HOROSCOPE (VIRGO)

ତୁଳା: ଆଜି ଦିନଟି ଚମତ୍କାର ଅଟେ । ରଚନାତ୍ମକ ଓ କଳାତ୍ମକ କାର୍ଯ୍ୟରେ ମନୋନିବେଶ କରିବେ । ଶାରୀରିକ ଓ ମାନସିକ ସ୍ତରରେ ସୁଦୃଢ ରହିବେ । ଆପଣଙ୍କ ଦୃଢ ଇଚ୍ଛା ଶକ୍ତି ଲକ୍ଷ୍ୟ ସ୍ଥଳରେ ପହଞ୍ଚାଇବ ଏବଂ ଅର୍ଥ ପରିଚାଳନାରେ ସମର୍ଥ ହେବ । ଦାମ୍ପତ୍ୟ ଜୀବନ ସୁଖମୟ ହେବ । ନୂତନ କାର୍ଯ୍ୟରମ୍ଭ ପାଇଁ ଦିନଟି ଖୁବ ଭଲ ଅଟେ । ଶରୀର ଓ ମନ ଭଲ ରହିବ । ଧନ ଲଗାଣ କ୍ଷେତ୍ରରୁ ଲାଭବାନ ହେବେ । ସ୍ତ୍ରୀଙ୍କର ଭାଗ୍ୟ ଆପଣଙ୍କୁ ସହାୟ ହେବ । ସାମାଜିକ ପ୍ରତିଷ୍ଠା ମିଳିବ । ଜୀବନ ସାଥି ସହ ସମ୍ୱନ୍ଧ ଅତି ଭଲ ରହିବ । ଏହିଦିନ ଜୀବନ ସାଥି ସହ ଦୂର ଯାତ୍ରାର ଯୋଜନା ତିଆରି କରିବେ ।

TODAY HOROSCOPE
TODAY HOROSCOPE (LIBRA)

ବିଛା: ଆଜି ସାବଧାନର ଦିନଟିଏ । ଦୁର୍ଘଟଣା ପାଇଁ ସତର୍କ ହୁଅନ୍ତୁ । କୌଣସି ଅସ୍ତ୍ରୋପଚାର ହୋଇପାରେ । ନିଜ ବାକ୍ୟ ଉପରେ ନିୟନ୍ତ୍ରଣ ରଖନ୍ତୁ । ନହେଲେ ଅଯଥା କଳି ଉପୁଜିପାରେ । ଦେହ ଓ ମନ ଭଲ ରହିବନି । ବ୍ୟସ୍ତ ଲାଗିବ । ବିଳାସବ୍ୟସନରେ ଅର୍ଥହାନି ହେବ । ନିଜ ଲୋକଙ୍କ ସହ ମନୋମାଳିନ୍ୟ ହୋଇପାରେ । ପିଲାମାନଙ୍କ ସମ୍ପର୍କିତ ବିଷୟ ଆପଣଙ୍କୁ ବିରକ୍ତି ଭାବ ପ୍ରକାଶ କରାଇବ । ଯଦି ଆପଣ ଜଣେ ଛାତ୍ର ତେବେ, ଆପଣ ପାଠପଢାରେ ଏକାଗ୍ରତା ଆଣିବା କଷ୍ଟସାଧ୍ୟ ହେବ । ଅଦରକାରୀ, କଳହପୂର୍ଣ୍ଣ ଆଲୋଚନା ଠାରୁ ଦୂରେଇ ରୁହନ୍ତୁ । ଆପଣଙ୍କ ମର୍ଯ୍ୟଦା ବିପଦପୂର୍ଣ୍ଣ ଅବସ୍ଥାରେ ରହିପାରେ । କୌଣସି କାର୍ଯ୍ୟକୁ ନେଇ ଅପମାନିତ ହୋଇପାରନ୍ତି ।

TODAY HOROSCOPE
TODAY HOROSCOPE (SCORPIO)

ଧନୁ: ଆଜି ପାଇବାର ଦିନ ଅଟେ । ନିଜର ପାରିବାରିକ ଜୀବନ ସମ୍ପୂର୍ଣ୍ଣ ଭାବରେ ଉପଭୋଗ କରିବେ । ସାଙ୍ଗଙ୍କ ସହିତ ଭ୍ରମଣରେ ଯାଇପାରନ୍ତି । ଗ୍ରହ ନକ୍ଷତ୍ରଙ୍କ ଉପସ୍ଥିତି ଆର୍ଥିକ ଲାଭ ଦେବ । ବନ୍ଧୁଙ୍କ ଜୀବନ ରକ୍ଷା କରିବେ । ଆପଣ ନିଜ ଜୀବନସାଥୀଙ୍କ ସହ ବସି ମିଳିମିଶି ଉଭୟଙ୍କ ମଧ୍ୟରେ ଥିବା ମନମାଳିନ୍ୟର ସମାଧାନ କରିପାରିବେ । ବ୍ୟବସାୟରେ ବାଧାବିଘ୍ନ ଉପୁଜିପାରେ । କାର୍ଯ୍ୟକ୍ଷେତ୍ରରେ ମଧ୍ୟ ଅନୁରୂପ ବୁଘ୍ନ ଦେଖାଦେଇପାରେ । ବିପଦ ସଂକୁଳ ଚିନ୍ତା ତ୍ୟାଗ କରନ୍ତୁ ।

TODAY HOROSCOPE
TODAY HOROSCOPE (SAGITTARIUS)

ମକର: ଆଜି ଦିନଟି ସଂଘର୍ଷମୟ ହେବ । ବେପାର ଭଲ ହେବନି । ସ୍ୱାସ୍ଥ୍ୟହାନି ହେବା ବ୍ୟତୀତ ଦୁର୍ଘଟଣା ହୋଇପାରେ । ତେଣୁ ଖରାପ ଜିନିଷ ପରିତ୍ୟାଗ କରନ୍ତୁ । ବେପାର କାମରେ ଭ୍ରମଣରେ ଯିବେ । ଉପରିସ୍ଥ ଅଧିକାରୀ ଖୁସି ହେବେ । ସନ୍ତାନ ସନ୍ତତିଙ୍କ ଉନ୍ନତିରେ ଖୁସି ହେବେ । ଦିନଟି ଅତି ଭଲ ରହିବ । ବ୍ୟବସାୟୀଙ୍କ ପାଇଁ ଆଜିର ଦିନ ଅତ୍ୟନ୍ତ ଶୁଭଙ୍କର ରହିବ । ଆଜି ସାଙ୍ଗମାନଙ୍କ ସହ ବାହାରକୁ ବୁଲିବାକୁ ଯିବେ ଏବଂ ମଉଜ ମଜଲିସ୍‌ କରିବେ । ଏକ ଆନନ୍ଦମୟ ଆଧ୍ୟାତ୍ମିକ ଅନୁଭବ କରିବେ । କର୍ମ ଚଞ୍ଚଳ ହେବେ । ବିଦ୍ୟାର୍ଥୀ ପ୍ରତିଯୋଗିତା ପରୀକ୍ଷାରେ ପୁରସ୍କୃତ ହେବେ ।

TODAY HOROSCOPE
TODAY HOROSCOPE (CAPRICORN)

କୁମ୍ଭ: ଆଜି ମିଶ୍ରିତ ଦିନଟିଏ । ଶାରୀରିକ ଅସୁସ୍ଥତା ବ୍ୟସ୍ତ କରିବ । ତଥାପି କଠିନ ପରିଶ୍ରମ କରିବେ । କାର୍ଯ୍ୟ ବ୍ୟସ୍ତତାରେ ଅସୁସ୍ଥତା ଭୁଲିଯିବେ । ସ୍ୱାସ୍ଥ୍ୟ କାର୍ଯ୍ୟ ଦକ୍ଷତାରେ ପ୍ରଭାବ ପକାଇବ । ଖର୍ଚ୍ଚକୁ ମାର୍ଜିତ କର । ବ୍ୟବସାୟ ମାଧ୍ୟମରେ ଆନନ୍ଦ ପାଇଁ ସୁଯୋଗ ଅଛି । ଆପଣଙ୍କ ଉପରେ ନିର୍ଭର ଥିବା ବ୍ୟକ୍ତିଙ୍କୁ ସହାୟ ହେବ । ଯୁକ୍ତି ତର୍କରେ ସମୟ ଓ ଶକ୍ତି ନଷ୍ଟ କରନ୍ତୁ ନାହିଁ । ଶତ୍ରୁଙ୍କୁ ପରାସ୍ତ କରିବେ । ଆଜି କିଛିଲୋକ ଆପଣଙ୍କ କ୍ଷତି କରିବାକୁ ଚେଷ୍ଟା କରିବେ ମାତ୍ର ସେମାନେ ଏଥିରେ ବିଫଳ ହେବେ । ଆପଣଙ୍କ ଭାବନାରେ ପ୍ରତିକୂଳ ଭାବନା ଦେଖା ଦେଇପାରେ । ପ୍ରାର୍ଥନା ଏବଂ ଧ୍ୟାନ ଦ୍ୱାରା ତାହା ସମ୍ଭବ ହୋଇପାରିବ

TODAY HOROSCOPE
TODAY HOROSCOPE (AQUARIUS)

ମୀନ: ଆଜି, ଆପଣଙ୍କର ସମସ୍ତ କାର୍ଯ୍ୟ ଏବଂ କାରବାର ପାଇଁ ସଜାଗ ରହିବାକୁ ସତର୍କ କରି ଦିଆହେଉଛି । ଗୋପନୀୟ ବିଷୟ ଗୁଡିକରେ କିମ୍ବା ସରକାରୀ ବିଷୟରେ ସଂଯତ ରକ୍ଷା କରନ୍ତୁ, ଧାର୍ଯ୍ୟ କରାଯାଇଥିବା କାର୍ଯ୍ୟ କରିବା ନୈତିକତା ଦୃଷ୍ଟିକୋଣରୁ ମଧ୍ୟ ଭୂଲ ଅଟେ । ନିଜେ ଶାନ୍ତ ରହନ୍ତୁ ଏବଂ ପରିସ୍ଥିତି କିମ୍ବା ବ୍ୟକ୍ତିବିଶେଷଙ୍କୁ ପରୀକ୍ଷା କଲାବେଳେ ଆତ୍ମବିଶ୍ୱାସୀ ରୁହନ୍ତୁ । ଆପଣ ଆପଣଙ୍କ ଶରୀର ପ୍ରତି ସମ୍ବେଦନଶୀଳତା ଦେଖାଇପାରନ୍ତି । ନିଜ ଲୋକଙ୍କଠାରୁ ଆପଣ ଅଳ୍ପ କିଛି ଦିନ ଅଲଗା ରହିପାରନ୍ତି । ବିବାଦ ଏବଂ ଅବୁଝାମଣା ହେବାର ଆଶଙ୍କା ରହିଛି । ବିଦ୍ୟାର୍ଥୀଙ୍କ ପାଇଁ ଆଜି ଦିନ ଭଲ ରହିବ ।

TODAY HOROSCOPE
TODAY HOROSCOPE (PISCES)

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.