ଫଟୋରେ ଖବର: ବିଧାନସଭାରେ ବଜେଟ ୨୦୨୫-୨୬ ଆଗତ - ODISHA BUDGET 2025

ଆଜି ବିଧାନସଭାରେ ୨୦୨୫-୨୬ ଆର୍ଥିକ ବର୍ଷ ପାଇଁ ରାଜ୍ୟ ବଜେଟ ଉପସ୍ଥାପନ କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ । ୨ ଲକ୍ଷ ୯୦ହଜାର କୋଟି ଟଙ୍କାର ବ୍ୟୟବରାଦ ହୋଇଛି । ତେବେ ବଜେଟ ଉପସ୍ଥାପନ ପୂର୍ବରୁ ରାଜ୍ୟପାଳ ହରି ବାବୁ କମ୍ଭମପତିଙ୍କୁ ଭେଟି ବଜେଟ କପି ପ୍ରଦାନ କରିଛନ୍ତି ମୁଖ୍ୟମନ୍ତ୍ରୀ ।
(ETV Bharat Odisha)

Published : Feb 17, 2025, 6:41 PM IST