ଫଟୋରେ ଖବର: ପ୍ରବାସୀ ମହାକୁମ୍ଭ ଉଦଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ - 18TH PRAVASI BHARATIYA DIVAS
![ଫଟୋରେ ଖବର: ପ୍ରବାସୀ ମହାକୁମ୍ଭ ଉଦଯାପନୀ ସମାରୋହରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ 18th Pravasi Bharatiya Divas](https://etvbharatimages.akamaized.net/etvbharat/prod-images/10-01-2025/1200-675-23297211-thumbnail-16x9-pppppp.jpeg?imwidth=3840)
18ତମ ପ୍ରବାସୀ ଭାରତୀୟ ଦିବସର ଅନ୍ତିମ ଦିନରେ ସାମିଲ ହୋଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ । ରାଜଧାନୀ ଭୁବନେଶ୍ୱରର ଜନତା ମଇଦାନରେ ଆୟୋଜିତ ତ୍ରିଦିବସୀୟ ସର୍ବଭାରତୀୟ କାର୍ଯ୍ୟକ୍ରମର ଉଦଯାପନୀ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗ ଦେଇଛନ୍ତି ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ।
(ETV Bharat Odisha)
![ETV Bharat Odisha Team author img](https://etvbharatimages.akamaized.net/etvbharat/prod-images/authors/odisha-1716536003.jpeg)
Published : Jan 10, 2025, 10:15 PM IST