ETV Bharat / photos

ପାଖଉଛି ରଥଯାତ୍ରା: ଚଳଚଞ୍ଚଳ ରଥଖଳା, ଦେଖନ୍ତୁ କେମିତି ଚାଲିଛି କାମ - Rath Yatra 2024

author img

By ETV Bharat Odisha Team

Published : Jun 10, 2024, 10:06 AM IST

Rath Yatra 2024
ପୁରୀ:ବିଶ୍ୱପ୍ରସିଦ୍ଧ ରଥଯାତ୍ରାକୁ ନେଇ ଚଳଚଞ୍ଚଳ ପୁରୀ ରଥଖଳା । ଜୋରସୋରରେ ଚାଲିଛି ରଥ ନିର୍ମାଣ କାର୍ଯ୍ୟ । ଗତକାଲି ସୁଦ୍ଧା ତିନି ରଥର ୪୨ ଚକ ନିର୍ମାଣ ଶେଷ ହୋଇଥିଲା । ତିନି ରଥର ପାଞ୍ଚ ଦଣ୍ଡା ଚଉପଟ ସହ ଚାରି ନାହାକା ନିର୍ମାଣ ଚାଲିଛି। ପରମ୍ପରା ଅନୁଯାୟୀ ସ୍ନାନ ପୂର୍ଣ୍ଣିମାକୁ ତିନି ରଥର ଚକ, ଅଖ ଏବଂ ଦଣ୍ଡା ସଂଯୋଗ ହୋଇ ଗରଗରା ଉପରେ ଚାରି ନାହାକା ଉଠିଥାଏ। (Rath Yatra 2024)
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.