ସିଙ୍ଗାପୁର ରାଷ୍ଟ୍ରପତିଙ୍କ ରଘୁରାଜପୁର ଓ କୋଣାର୍କ ପରିଦର୍ଶନ - SINGAPORE PRESIDENT IN RAGHURAJPUR

ସିଙ୍ଗାପୁର ରାଷ୍ଟ୍ରପତି ଥର୍ମନ ଶନ୍ମୁଗରତ୍ନମ୍ ନିଜ ପତ୍ନୀଙ୍କ ସହ ଆଜି ପୁରୀ ଜିଲ୍ଲାର ପ୍ରସିଦ୍ଧ ଐତିହ୍ୟ ଗ୍ରାମ ରଘୁରାଜପୁର ଏବଂ କୋଣାର୍କ ମନ୍ଦିର ପରିଦର୍ଶନ କରିଛନ୍ତି । କଳାସଂସ୍କୃତିରେ ଭରପୂର ଏହି ଗ୍ରାମ ବୁଲିବା ସମୟରେ ସିଙ୍ଗାପୁର ରାଷ୍ଟ୍ରପତି ଲୋକମାନଙ୍କ ଘରେ ପଟ୍ଟଚିତ୍ର ତିଆରି ଶୖୈଳୀର ଡେମୋ ଦେଖିବା ସହ ପଟ୍ଟଚିତ୍ର ଶିଳ୍ପୀଙ୍କ ସହ ଆଲୋଚନା କରିଛନ୍ତି । ଗୋଟିପୁଅ ନୃତ୍ୟର ମଜା ନେଇଛନ୍ତି ।
(ETV Bharat Odisha)

Published : Jan 18, 2025, 4:33 PM IST
|Updated : Jan 18, 2025, 5:14 PM IST
Last Updated : Jan 18, 2025, 5:14 PM IST