ETV Bharat / state

LOW PRESSURE RAIN; 5ରୁ ରାଜ୍ୟରେ ବଢିବ ବର୍ଷା, ଦାନା ବାନ୍ଧୁଛି ଲଘୁଚାପ ! 6 ଜିଲ୍ଲାରେ ପ୍ରବଳ କାଚିବ - HEAVY RAIN IN ODISHA

author img

By ETV Bharat Odisha Team

Published : Sep 3, 2024, 8:01 PM IST

HEAVY RAIN IN ODISHA: ଲଘୁଚାପ ପ୍ରଭାବରେ ୫ ତାରିଖରୁ ରାଜ୍ୟପେ ବଢିବ ବର୍ଷାର ପରିମାଣ । ଆସନ୍ତା ୨ ଦିନ ଯାଏ ରାଜ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବା ନେଇ ଆକଳନ କରି ପାଣିପାଗ ବିଭାଗ । ଅଧିକ ପଢନ୍ତୁ

HEAVY RAIN IN ODISHA
HEAVY RAIN IN ODISHA (ETV Bharat Odisha)

ଭୁବନେଶ୍ବର: ଆସନ୍ତା ୫ ତାରିଖ ବେଳକୁ ପଶ୍ଚିମ କେନ୍ଦ୍ରୀୟ ଓ ଉତ୍ତର ପଶ୍ଚିମବଙ୍ଗରେ ଲଘୁଚାପର ସମ୍ଭାବନା ରହିଛି । ଲଘୁଚାପ ପ୍ରଭାବରେ ୫ ତାରିଖରୁ ବଢିବ ବର୍ଷା । ଆସନ୍ତା ୨ ଦିନ ଯାଏ ରାଜ୍ୟରେ କିଛି କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷାର ସମ୍ଭାବନା ରହିଥିବାବେଳେ ଉପକୂଳ ଓଡିଶାରେ ହେବ ଭଲ ବର୍ଷା ହେବ ବୋଲି ଆକାଳନ କରିଛି ପାଣିପାଗ ବିଭାଗ ।

କେଉଁ ସ୍ଥାନରେ ପ୍ରବଳ ବର୍ଷା ହେବ ?:

ଆସନ୍ତା ୫ ତାରିଖ ଅଧିକାଂଶ ସ୍ଥାନରେ ହାଲୁକରୁ ମଧ୍ୟମ ଧରଣର ବର୍ଷା ସହ ପ୍ରବଳ ବର୍ଷା ପାଇଁ ମାଲକାନଗିରି, କୋରାପୁଟ, ନବରଙ୍ଗପୁର, ରାୟଗଡ଼ା, ଗଜପତି ଓ କଳାହାଣ୍ଡି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରିଛି ପାଣିପାଗ ବିଭାଗ । ସେହିପରି ୬ ତାରିଖରେ ପ୍ରବଳ ବର୍ଷା ସହ ବିଜୁଳି ଘଡ଼ଘଡ଼ି ପାଇଁ ମାଲକାନଗିରି, କୋରାପୁଟ, ରାୟଗଡ଼ା, ନବରଙ୍ଗପୁର, ଗଜପତି ଓ ଗଞ୍ଜାମ ଜିଲ୍ଲାକୁ ୟେଲୋ ଚେତାବନୀ ଜାରି କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢନ୍ତୁ .... Heavy Rain: ଆନ୍ଧ୍ର-ତେଲେଙ୍ଗାନାରେ ବର୍ଷା ବିତ୍ପାତ, 25 ମୃତ, 140 ଟ୍ରେନ ବାତିଲ, ସ୍ଲୁଲ-କଲେଜ ଛୁଟି - Telangana Andhra rain

ତେବେ ଏହି ଲଘୁଚାପ ଜନିତ ବର୍ଷା ୭ରୁ ୮ ତାରିଖ ଯାଏଁ ଲାଗି ରହିବ । ଏହାକୁ ନେଇ ସତର୍କ ଜାରି କରିଛି ପାଣିପାଗ ବିଭାଗ । ବିଶେଷ କରି ଦକ୍ଷିଣ ଓଡ଼ିଶାରେ ବର୍ଷାର ପ୍ରଭାବ ଅଧିକ ରହିବ । ମୁଖ୍ୟତଃ ୫ ଓ ୬ ତାରିଖରେ ଅଧିକରୁ ଅଧିକ ବର୍ଷାକୁ ନେଇ ସତର୍କ କରିଛି ପାଣିପାଗ ବିଭାଗ ।

ଏହା ମଧ୍ୟ ପଢନ୍ତୁ ....Rain Alert: ଲଘୁଚାପ ଆଣିବ ବଡ଼ ବର୍ଷା; ଏହିଦିନ ପ୍ରବଳ ବର୍ଷିବ, ସତର୍କ କଲା ପାଣିପାଗ ବିଭାଗ - Low Pressure Rain

ରାଜ୍ୟରେ ନିଅଣ୍ଟିଆ ବର୍ଷା:

ଅନ୍ୟପଟେ ଚଳିତ ମୌସୁମୀ ସିଜିନରେ ରାଜ୍ୟରେ ଜୁନ ୧ରୁ ଏଯାବତ ୮୪୦.୭ ମିମି ବର୍ଷା ରେକର୍ଡ ହୋଇଛି । ଏବେବି ୧୧ ପ୍ରତିଶତ ନିଅଣ୍ଟିଆ ବର୍ଷା ରହିଛି । ୯୪୧. ୧ ମିମି ବର୍ଷା ସ୍ୱାଭାବିକ ରହିବା କଥା । ବର୍ତ୍ତମାନ ସୁଦ୍ଧା ୧ ଜିଲ୍ଲାରେ ସ୍ୱାଭାବିକ ଠାରୁ ଅଧିକ ବର୍ଷା ହୋଇଥିବାବେଳେ ୨୦ ଜିଲ୍ଲାରେ ସ୍ୱାଭାବିକ ବର୍ଷା ରେକର୍ଡ ହୋଇଥିବା ଓ ୯ ଜିଲ୍ଲାରେ ନିଅଣ୍ଟିଆ ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢନ୍ତୁ .... ବନ୍ୟା ଅଞ୍ଚଳ ପାଇଁ ବରଦାନ; ପାଣି ଭର୍ତ୍ତି ରାସ୍ତାରେ ବି ସହଜରେ ଗଡ଼ିବ ଏହି କାର - Best Cars for Flood Affected Areas

ସେପଟେ ଗତ ୨୪ ଘଣ୍ଟାରେ ରାଜ୍ୟର କିଛି ସ୍ଥାନରେ ବିଜୁଳି ଘଡଘଡି ସହ ବର୍ଷା ହୋଇଥିବାବେଳେ କେନ୍ଦୁଝର କେନ୍ଦୁଝର ହାଟଡିହିରେ ସର୍ବାଧିକ୭୦.୧ ମିମି ବର୍ଷା ରେକର୍ଡ କରାଯାଇଛି ।

ଏହା ମଧ୍ୟ ପଢନ୍ତୁ .... ଆନ୍ଧ୍ର-ତେଲେଙ୍ଗାନାରେ ବର୍ଷା ବିତ୍ପାତ; ସାହାଯ୍ୟର ହାତ ବଢାଇଲେ ସାଉଥ ସେଲିବ୍ରିଟି, କୋଟିଏ ଟଙ୍କା ସହାୟତା ରାଶି ଦେଲେ Jr NTR - Telangana Andhra Pradesh Heavy Rain

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.