ଦର୍ଶନ କରନ୍ତୁ ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି, ଶୁଭମୟ ହେବ ଦିନ - Patitapabana Mangala Alati

By ETV Bharat Odisha Team

Published : Jul 30, 2024, 9:01 AM IST

thumbnail
MANGALA ALATI (ETV BHARAT ODISHA)

Lord Jagannath Mangala Alati Ritual: ପୁରୀ: ବିଶ୍ୱବ୍ରହ୍ମାଣ୍ଡର ଠାକୁର ମହାପ୍ରଭୁ ଜଗନ୍ନାଥ । ତାଙ୍କରି ଦର୍ଶନ ପାଇଁ ପ୍ରତିଦିନ ଶ୍ରୀମନ୍ଦିରରୁ ହଜାର ହଜାର ଭକ୍ତଙ୍କ ସୁଅ ଛୁଟୁଛି ।  ପ୍ରତିଦିନ ପରି ଆଜି ମଧ୍ୟ ଶ୍ରୀମନ୍ଦିରରେ ପତିତପାବନଙ୍କ ମଙ୍ଗଳ ଆଳତି ସମ୍ପନ୍ନ ହୋଇଛି । ବ୍ରାହ୍ମ ମୁହୂର୍ତ୍ତରେ ସେବାୟତଙ୍କ ଦ୍ୱାରା ଦ୍ୱାରଫିଟା ନୀତି ପରେ ମଙ୍ଗଳ ଆଳତି ନୀତି କରାଯାଇଛି । ଘଣ୍ଟ ଘଣ୍ଟା ଓ ମନ୍ତ୍ର ଉଚ୍ଚାରଣରେ ପ୍ରକମ୍ପିତ ହୋଇଛି ଶ୍ରୀମନ୍ଦିର ପରିସର । ପତିତପାବନଙ୍କ ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କରିବା ପାଇଁ ଶ୍ରଦ୍ଧାଳୁମାନଙ୍କ ଭିଡ ଦେଖିବାକୁ ମିଳିଥିଲା । ବିଶ୍ବାସ ରହିଛି ପ୍ରଭୁ ପତିତପାବନଙ୍କ ଏହି ଦିବ୍ୟ ମଙ୍ଗଳ ଆଳତି ଦର୍ଶନ କଲେ ପାପ କ୍ଷୟ ହୋଇଥାଏ ଓ କୋଟି ଜନ୍ମର ପୂଣ୍ୟ ମିଳିଥାଏ । ମନ୍ଦିରରେ ପ୍ରଚଳିତ ନୀତିମାନଙ୍କ ମଧ୍ୟରୁ ଦ୍ୱାରଫିଟା ନୀତି ପରେ ମଙ୍ଗଳ ଆଳତି ନୀତି ସମ୍ପନ୍ନ ହୋଇଥାଏ । ବ୍ରାହ୍ମ ମୁହୂର୍ତ୍ତରେ ପ୍ରଭୁ ମଙ୍ଗଳମୟଙ୍କ ଉଦ୍ଦେଶ୍ୟରେ ମଙ୍ଗଳ ଆଳତି ନୀତି କରାଯାଏ...

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.