ମେୟର, କର୍ପୋରେଟର, କାଉନ୍ସିଲରଙ୍କ ଦରମା ବଢ଼ିଲା; କଣ କହୁଛନ୍ତି ଲୋକପ୍ରତିନିଧି

By ETV Bharat Odisha Team

Published : Mar 13, 2024, 9:48 PM IST

thumbnail

Urban Area elected representatives Salary increased: ଭୁବନେଶ୍ବର: ରାଜ୍ୟର ୫ଟି ମହାନଗର ନିଗମ, ୪୮ଟି ପୌର ପରିଷଦ ଓ ୬୮ଟି ବିଜ୍ଞାପିତ ଅଞ୍ଚଳ ପରିଷଦର ନିର୍ବାଚିତ ପ୍ରତିନିଧିଙ୍କ ପାରିତୋଷିକ ଓ ଭତ୍ତାରେ ବୃଦ୍ଧି ନେଇ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଏହା ସହିତ ମୃତ୍ୟୁ ଏବଂ ଅକ୍ଷମତା କ୍ଷେତ୍ରରେ ଅନୁକମ୍ପା ସହାୟତା ରାଶି ମଧ୍ୟ ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ।  

ଏହା ମଧ୍ୟ ପଢ଼ନ୍ତୁ.... ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା; ବଢ଼ିଲା ମେୟର, କର୍ପୋରେଟର, କାଉନ୍ସିଲରଙ୍କ ଦରମା

ପଞ୍ଚମ ରାଜ୍ୟ ଅର୍ଥ କମିଶନଙ୍କ ସୁପାରିଶ ତଥା ଓଡିଶା ମ୍ୟୁନିସିପାଲ କର୍ପୋରେସନ ରୁଲ୍ସ- ୨୦୦୪ ଏବଂ ଓଡିଶା ମ୍ୟୁନିସିପାଲିଟି ରୁଲ୍ସ-୧୯୫୩ରେ ସଂଶୋଧନ ଆଣି ସହରାଞ୍ଚଳରେ ନିର୍ବାଚିତ ପ୍ରତିନିଧିମାନଙ୍କ ଭତ୍ତା ଓ ପାରିତୋଷିକ ବୃଦ୍ଧି କରାଯାଇଛି । ଭତ୍ତା ଓ ପାରିତୋଷିକ ବୃଦ୍ଧି ସହ ଅନୁକମ୍ପା ସହାୟତାକୁ ନେଇ ଖୁସି ବ୍ୟକ୍ତ କରିଛନ୍ତି ଲୋକପ୍ରତିନିଧି ମାନେ । ତେବେ ଆସନ୍ତୁ ଶୁଣିବା କଣ କହୁଛନ୍ତି ସେମାନେ  ।    

ଇଟିଭି ଭାରତ, ଭୁବନେଶ୍ବର 

ABOUT THE AUTHOR

...view details

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.