ETV Bharat / snippets

ମଧୁସୂଦନ ସେତୁ ଉପରେ ମର୍ମନ୍ତୁଦ ଦୁର୍ଘଟଣା, 2 ମୃତ

author img

By ETV Bharat Odisha Team

Published : Jun 22, 2024, 9:43 AM IST

CUTTACK ACCIDENT
CUTTACK ACCIDENT (ETV Bharat Odisha)

କଟକ: କଟକ ସିଡିଏ ସେକ୍ଟର ୧୧ରୁ ନୂଆପାଟଣାକୁ ସଂଯୋଗ କରୁଥିବା ମଧୁସୂଦନ ସେତୁ ଉପରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ବ୍ରିଜ ଉପରେ ଠିଆ ହୋଇଥିବା ଟ୍ରକ୍ ପଛରେ ଧକ୍କା ଦେଇଥିଲା ବାଇକ୍ । ଏହି ଦୁର୍ଘଟଣାରେ ବାଇକରେ ବସିଥିବା ତିନିଜଣ ଯୁବକଙ୍କ ମଧ୍ୟରୁ ଦୁଇ ଜଣଙ୍କ ଘଟଣାସ୍ଥଳରେ ମୃତ୍ୟୁ ଘଟିଥିବା ବେଳେ ଜଣଙ୍କର ଅବସ୍ଥା ସଙ୍କଟାପନ୍ନ ରହିଛି । ଯୁବକମାନଙ୍କ ପରିଚୟ ମିଳିପାରି ନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ମୃତଦେହକୁ ଉଦ୍ଧାର କରିବା ସହ ଗୁରୁତର ଜଣଙ୍କୁ ଏସସିବି ମେଡିକାଲକୁ ପଠାଇଛି । ଏହାସହ ଘଟଣାର ତଦନ୍ତ ଜାରି ରଖିଛି ପୋଲିସ ।

ଇଟିଭି ଭାରତ, କଟକ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.