ETV Bharat / snippets

ଥମୁନି ବାଣ ବିସ୍ଫୋରଣ ଜନିତ ମୃତ୍ୟୁ ! ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି - Fire Tragedy Death Toll Rise

author img

By ETV Bharat Odisha Team

Published : Jun 2, 2024, 6:22 PM IST

ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି
ପୁରୀ ବାଣ ବିସ୍ଫୋରଣ ଘଟଣା, ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି (ETV Bharat Odisha)

ଭୁବନେଶ୍ବର: ପୁରୀ ବାଣ ବିସ୍ଫୋରଣ ଘଟଣାରେ ମୃତ୍ୟୁ ସଂଖ୍ୟା 13କୁ ବୃଦ୍ଧି । ଗତକାଲି ମୃତ୍ୟୁ ସଂଖ୍ୟା 9 ଥିବା ବେଳେ ଆଜି (ରବିବାର) ସକାଳେ ଆଉ 2 ଜଣଙ୍କର ମୃତ୍ୟୁ ହୋଇଥିଲା । ଏବେ ପୁଣି ଆଉ 2 ଜଣଙ୍କର ମୃତ୍ୟୁ ହୋଇଥିବା ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି । ବର୍ତ୍ତମାନ 17 ଜଣ ରୋଗୀ ବିଭିନ୍ନ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି । ସେପଟେ ମୃତକଙ୍କ ପରିବାରକୁ 4 ଲକ୍ଷ ଟଙ୍କାର ଆର୍ଥିକ ସହାୟତା ରାଶି ଘୋଷଣା କରିଛନ୍ତି ପୁରୀ ଜିଲ୍ଲାପାଳ ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.