ETV Bharat / snippets

ଦୁଇ ବାଇକ ମୁହାଁମୁହିଁ ଧକ୍କା, ଜଣେ ମୃତ-ଜଣେ ଗୁରୁତର

author img

By ETV Bharat Odisha Team

Published : Jun 24, 2024, 9:44 AM IST

Road Accident
Road Accident (ETV BHARAT ODISHA)

ଢେଙ୍କାନାଳ: ଜିଲ୍ଲାରେ ମର୍ମନ୍ତୁଦ ସଡକ ଦୁର୍ଘଟଣା । ଦୁଇ ବାଇକ ମୁହାଁମୁହିଁ ଧକ୍କା ହେବାରୁ ଜଣଙ୍କର ମୃତ ହୋଇଥିବା ବେଳେ ଜଣେ ଯୁବକ ଗୁରୁତର ହୋଇଛନ୍ତି । ଗଜମରା ଛକରେ ଏହି ଦୁର୍ଘଟଣା ଘଟିଛି । ଗୁରୁତର ଜଣଙ୍କୁ ଚିକିତ୍ସା ନିମନ୍ତେ ଜିଲ୍ଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା । ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବାରୁ ଅଧିକ ଚିକିତ୍ସା ପାଇଁ କଟକ ସ୍ଥାନାନ୍ତରିତ କରାଯାଇଥିଲା । ମୃତ ଯୁବକ ଜଣଙ୍କ ଢେଙ୍କାନାଳ ସହରର ବୋଲି ଜଣାପଡ଼ିଥିବା ବେଳେ ଗୁରୁତର ଜଣଙ୍କ ଶଙ୍କରପୁର ଅଞ୍ଚଳର ହୋଇଥିବା କୁହାଯାଉଛି ।

ଏହା ମଧ୍ୟ ପଢନ୍ତୁ-ବାଇକ୍‌କୁ ଧକ୍କା ଦେଇ ଫେରାର ଅଜଣା ଗାଡ଼ି, ଚାଲିଗଲା 2 ଜୀବନ

ଇଟିଭି ଭାରତ, ଢେଙ୍କାନାଳ

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.