ଭୁବନେଶ୍ବର: କେରଳରେ ଫସିଥିବା ଓଡ଼ିଆଙ୍କ ପାଇଁ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର । ରାତି ଅଧରେ ଭୁସ୍ଖଳନ ଯୋଗୁଁ ସହ ସହ ପରିବାର ଏବେ ମାଟି ତଳେ।ଏହାରି ମଧ୍ୟରେ କେରଳ ରେ ଫସିଛନ୍ତି ଓଡ଼ିଆ।କେରଳରେ ଫଶିଥିବା ଓଡ଼ିଆଙ୍କୁ ଉଦ୍ଧାର ପାଇଁ କେରଳ ଅଧିକାରୀଙ୍କ ସହ କଥା ହେଲେ ଓଡିଶା ସରକାର। କେରଳର ସ୍ୱତନ୍ତ୍ର ରିଲିଫ କମିଶାନର ଏବଂ ସେଠାକାର ଓଡ଼ିଆ ଅଧିକାରୀଙ୍କ ସହ ଓଡିଶା ସ୍ୱତନ୍ତ୍ର ରିଲିଫ କମିଶନର କଥା ହୋଇଛନ୍ତି । ଓଡ଼ିଶାର 2 ପରିବାର ଫସିଛନ୍ତି । ଉଭୟ ଡାକ୍ତରଙ୍କ ଖୋଜ ଖବର ମିଳିନାହି।ହେଲେ ତାଙ୍କ ପତ୍ନୀମାନେ ଚିକିତ୍ସିତ ହେଉଛନ୍ତି।ଭାରତ ସରକାର ମଧ୍ୟ ସହାୟତା କରୁଛନ୍ତି। ବାୟୁ ସେନା ଏବଂ ଏନଡିଆରଏଫ ସହ ମଧ୍ୟ ଆମେ ଯୋଗାଯୋଗରେ ଅଛୁ। ରାଜସ୍ବ ବିଭାଗ ଓ ଜିଲ୍ଲା ପ୍ରଶାସନ ଉଭୟଙ୍କ ପରିବାର ପାଖରେ ପହଞ୍ଚିଛି । ଆଶା କରୁଛି ମହାପ୍ରଭୁଙ୍କ କୃପାରୁ ଉଭୟ ଡାକ୍ତର ଖୁବ ଶୀଘ୍ର ଉଦ୍ଧାର ହେବେ ।
କେରଳରେ ଫସିଥିବା ଓଡିଆ ଡାକ୍ତରଙ୍କ ଉଦ୍ଧାର ପାଇଁ ବ୍ୟବସ୍ଥା କରିଛନ୍ତି ରାଜ୍ୟ ସରକାର
Published : Jul 31, 2024, 1:06 PM IST