ETV Bharat / snippets

ପାଖେଇ ଆସୁଛି ଘୋଷଯାତ୍ରା, ଛତିଶା ନିଯୋଗ ସହିତ ମୁଖ୍ୟମନ୍ତ୍ରୀଙ୍କ ଆଲୋଚନା

author img

By ETV Bharat Odisha Team

Published : Jun 21, 2024, 10:31 AM IST

ODISHA CM
ODISHA CM (ETV BHARAT ODISHA+)

ଭୁବନେଶ୍ୱର: ପାଖେଇ ଆସୁଛି ବିଶ୍ବ ପ୍ରସିଦ୍ଧ ରଥଯାତ୍ରା । ଚଳିତ ବର୍ଷ ରଥଯାତ୍ରା ଏକ ବିରଳ ସଂଯୋଗ । ଗୋଟିଏ ଦିନରେ ୩ଟି ନୀତି ସହ ରଥଯାତ୍ରା ସମ୍ପନ୍ନ ହେବ । ଏହାକୁ ଶୃଙ୍ଖଳିତ ଭାବେ କରିବା ପାଇଁ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଛତିଶା ନିଯୋଗର ସଦସ୍ୟଙ୍କୁ ଅନୁରୋଧ କରିଛନ୍ତି । ମୁଖ୍ୟମନ୍ତ୍ରୀ କହିଛନ୍ତି, ''ମହାପ୍ରଭୁଙ୍କ ଅପାର କରୁଣାରୁ ଗୋଟିଏ ସାଧାରଣ ପରିବାରରୁ ଆସି ମୁଖ୍ୟମନ୍ତ୍ରୀ ହୋଇଛି । ଏ ସବୁ ପ୍ରଭୁଙ୍କ ଇଚ୍ଛା । ମହାପ୍ରଭୁଙ୍କ ଆଶିର୍ବାଦରେ ରାଜ୍ୟ, ଦେଶ ତଥା ଏ ଦୁନିଆ ଚାଲିଛି । ଏହି ବିରଳ ରଥଯାତ୍ରା ମହାପ୍ରଭୁଙ୍କ ଆଶିର୍ବାଦ ଓ ଆପଣମାନଙ୍କ ସହଯୋଗରେ ନିଶ୍ଚିତ ରୂପେ ସୁରୁଖୁରୁରେ ସମ୍ପନ୍ନ ହେବ ବୋଲି ସେ ଆଶା କରୁଛି । ଛତିଶା ନିଯୋଗର ସଦସ୍ୟମାନେ ପୂର୍ଣ୍ଣ ସହଯୋଗ କରିବେ ବୋଲି ପ୍ରତିଶ୍ରୁତି ଦେଇଛନ୍ତି ।''

ଇଟିଭି ଭାରତ, ଭୁବନେଶ୍ୱର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.