ETV Bharat / snippets

କେନ୍ଦ୍ର ଆଦିବାସୀ କଲ୍ୟାଣ ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ

author img

By ETV Bharat Odisha Team

Published : Jul 5, 2024, 4:56 PM IST

PS OF JUAL ORAM
PS OF JUAL ORAM (ETV Bharat)

ଭୁବନେଶ୍ବର: ସୁନ୍ଦରଗଡ଼ ସାଂସଦ ତଥା କେନ୍ଦ୍ରମନ୍ତ୍ରୀ ଜୁଏଲ ଓରାମଙ୍କ ବ୍ୟକ୍ତିଗତ ସଚିବ ହେଲେ ସୁନ୍ଦରଗଡ଼ ଜିଲ୍ଲାପାଳ ଗଭାଲି ପରାଗ ହର୍ଷଦ । ଆଜି (ଶୁକ୍ରବାର) କେନ୍ଦ୍ର ସରକାରଙ୍କ ପକ୍ଷରୁ ତାଙ୍କୁ ନିଯୁକ୍ତ କରାଯାଇଛି । ଜୁନ 2022ରୁ ଡଃ ହର୍ଷଦ ସୁନ୍ଦରଗଡ ଜିଲ୍ଲାପାଳ ଭାବେ କାର୍ଯ୍ୟ କରୁଛନ୍ତି । ଜୁଏଲଙ୍କ ସହ ତାଙ୍କର ଘନିଷ୍ଠ ସମ୍ପର୍କ ରହିଛି । ସେ ଜଣେ ଦକ୍ଷ ଅଫିସର ଭାବେ ଜଣାଶୁଣା । ସୁନ୍ଦରଗଡ଼ ଜିଲ୍ଲାପାଳ ଭାବେ ସେ ଅନେକ ବିକାଶମୂଳକ କାର୍ଯ୍ୟ କରିଛନ୍ତି । ସୁନ୍ଦରଗଡ଼ ଲୋକସଭା ସାଂସଦ ଜୁଏଲ ଓରାମ ଗତ ନିର୍ବାଚନରେ ଜିତି କେନ୍ଦ୍ରରେ ଆଦିବାସୀ କଲ୍ୟାଣ ବିଭାଗ ମନ୍ତ୍ରୀ ଅଛନ୍ତି ।

ଇଟିଭି ଭାରତ, ଭୁବନେଶ୍ବର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.