ETV Bharat / snippets

ଲାଞ୍ଚୁଆ ପୋଲିସ ବାବୁ, ଲାଞ୍ଚ ନେବା ବେଳେ ମାଡି ବସିଲା ଭିଜିଲାନ୍ସ - Vigilance Raid

author img

By ETV Bharat Odisha Team

Published : Jul 3, 2024, 8:45 PM IST

Police SI Arrest
Police SI Arrest (ETV Bharat Odisha)

ଯାଜପୁର: ୫ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଧରା ପଡିଲେ ଥାନା ଏସଆଇ । ଯାଜପୁର ଜିଲ୍ଲା ବିଞ୍ଝାରପୁର ଥାନା ଏସଆଇ କେଶବ ଚନ୍ଦ୍ର ଦାସ ଲାଞ୍ଚ ନେବା ବେଳେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି । ୫ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବିଞ୍ଝାରପୁର ସ୍ଥିତ ସରକାରୀ କ୍ୱାଟରରୁ ଧରିଥିଲା ଯାଜପୁର ଭିଜିଲାନ୍ସ ଟିମ । ଏକ ଦୁର୍ଘଟଣା ଜନିତ ମୃତ୍ୟୁ ଘଟଣାରେ ମେଡିକାଲ କାଗଜପତ୍ର ଓ ପୋଷ୍ଟମଟମ ରିପୋର୍ଟରେ ହେରଫେର ପାଇଁ ମାଗିଥିଲେ ଟଙ୍କା । ଆଜି ଟଙ୍କା ନେଉଥିବା ସମୟରେ ଭିଜିଲାନ୍ସ ଡେପୁଟି ସୁପରିଟେଣ୍ଡ ସୁଶୀଲ ଏକ୍କାଙ୍କ ନେତୃତ୍ୱରେ ଏକ ସ୍ୱତନ୍ତ୍ର ଟିମ ଘଟଣାସ୍ଥଳରୁ ଏସଆଇ କେଶବ ଚନ୍ଦ୍ର ଦାସଙ୍କୁ ଗିରଫ କରି ନିଜ ହେପାଜତକୁ ନେଇଛି । ସେପଟେ ଏହି ଘଟଣାର ଅଧିକ ତଦନ୍ତ ଚାଲୁଥିବା ଭିଜିଲାନ୍ସ ଡେପୁଟି ସୁପରିଟେଣ୍ଡ କହିଛନ୍ତି ।

ଇଟିଭି ଭାରତ, ଯାଜପୁର

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.