ETV Bharat / bharat

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ

author img

By

Published : Apr 23, 2022, 3:39 PM IST

Updated : Apr 23, 2022, 4:36 PM IST

ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ଆନ୍ଧ୍ର ପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ । ଅଧିକ ପଢନ୍ତୁ

ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ
ପ୍ରଧାନମନ୍ତ୍ରୀଙ୍କୁ ଭେଟିଲେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ସାକ୍ଷାତ କରିଛନ୍ତି ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ । ଦିଲ୍ଲୀରେ ଉଭୟଙ୍କ ମଧ୍ୟରେ ସୌଜନ୍ୟମୂଳକ ସାକ୍ଷାତ ସହ ବିଭିନ୍ନ ପ୍ରସଙ୍ଗରେ ଆଲୋଚନା ହୋଇଛି ।

ଏହି ଅବସରରେ ଆନ୍ଧ୍ରପ୍ରଦେଶ ରାଜ୍ୟପାଳ ବିଶ୍ବଭୂଷଣ ହରିଚନ୍ଦନ ପ୍ରଧାନମନ୍ତ୍ରୀଙ୍କୁ ଏକ ଉପହାର ଦେଇଥିଲେ । ପ୍ରଭୁ ବାଲାଜୀଙ୍କ ଏକ ପ୍ରତିକୃତି ମୋଦିଙ୍କୁ ଉପହାର ଦେଇଛନ୍ତି ବିଶ୍ୱଭୂଷଣ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Apr 23, 2022, 4:36 PM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.