ETV Bharat / bharat

'2+2' ଆଲୋଚନା ପାଇଁ ପହଞ୍ଚିଲେ ଅଷ୍ଟ୍ରେଲିଆ ବୈଦେଶିକ ଓ ପ୍ରତିରକ୍ଷା ମନ୍ତ୍ରୀ - india austalia discussion

ଭାରତରେ ପହଞ୍ଚିଲେ ଅଷ୍ଟ୍ରେଲିଆ ବୈଦେଶିକ ମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀ । '2+2' ବୈଠକରେ ଯୋଗ ଦେବେ । ଅଧିକ ପଢନ୍ତୁ...

'2+2' ଆଲୋଚନା ପାଇଁ ପହଞ୍ଚିଲେ ଅଷ୍ଟ୍ରେଲିଆ ବୈଦେଶିକ ଓ ପ୍ରତିରକ୍ଷା ମନ୍ତ୍ରୀ

author img

By

Published : Sep 10, 2021, 1:04 PM IST

ନୂଆଦିଲ୍ଲୀ: ଭାରତରେ ପହଞ୍ଚିଲେ ଅଷ୍ଟ୍ରେଲିଆ ବୈଦେଶିକ ମନ୍ତ୍ରୀ ଓ ପ୍ରତିରକ୍ଷା ମନ୍ତ୍ରୀ । ଆଜି(ଶୁକ୍ରବାର) ମଧ୍ୟାହ୍ନରେ ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି ଅଷ୍ଟ୍ରେଲିଆର ଦୁଇ ମନ୍ତ୍ରୀ ।

ଆସନ୍ତାକାଲି ଭାରତ ଓ ଅଷ୍ଟ୍ରେଲିଆ ମଧ୍ୟରେ '2+2' ଆଲୋଚନା ହେବ । ଦୁଇ ଦେଶର ପ୍ରତିରକ୍ଷା ମନ୍ତ୍ରୀ ଓ ବୈଦେଶିକ ମନ୍ତ୍ରୀ ଏହି ବୈଠକରେ ଯୋଗଦେବେ । ଉଭୟ ଦେଶର ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟକ୍ରମ କ୍ଷେତ୍ରରେ ଆଲୋଚନା କରିବେ । ଏଥିପାଇଁ ଆଜି ଦିଲ୍ଲୀ ବିମାନବନ୍ଦରରେ ପହଞ୍ଚିଛନ୍ତି ଅଷ୍ଟ୍ରେଲିଆର ବୈଦେଶିକ ମନ୍ତ୍ରୀ ମାରିସ ପାୟିନ ଏବଂ ପ୍ରତିରକ୍ଷା ମନ୍ତ୍ରୀ ପିଟର ଡଟ୍ଟନ । ଉଭୟଙ୍କୁ ବିମାନବନ୍ଦରରେ ଭବ୍ୟ ସ୍ବାଗତ ସମ୍ବର୍ଦ୍ଧନା ଦିଆଯାଇଛି ।

@ANI

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.