ETV Bharat / bharat

ନାବାଳିକାଙ୍କୁ ଦୁଷ୍କର୍ମ ଓ ପରେ ହତ୍ୟା !

author img

By

Published : Aug 31, 2020, 12:21 PM IST

ନାବାଳିକାଙ୍କୁ ଦୁଷ୍କର୍ମ ଓ ପରେ ହତ୍ୟା ! ଉତ୍ତରପ୍ରଦେଶର ମହାରାଜଗଞ୍ଜରେ ଘଟିଛି ଏଭଳି ଲଜ୍ଜାଜନକ ଘଟଣା । ଅଧିକ ପଢନ୍ତୁ....

12-year-old raped, murdered in UP's Maharajganj; one held
ନାବାଳିକାଙ୍କୁ ଦୁଷ୍କର୍ମ ଓ ପରେ ହତ୍ୟା !

ଲକ୍ଷ୍ନୌ : ନାବାଳିକାଙ୍କୁ ପ୍ରଥମେ ଦୁଷ୍କର୍ମ ଓ ପରେ ହତ୍ୟା ! ଏଭଳି ଲଜ୍ଜାଜନକ ଘଟଣା ଘଟିଛି ଉତ୍ତରପ୍ରଦେଶର ମହାରାଜଗଞ୍ଜ ଜିଲ୍ଲାରେ । ପୋଲିସ ଘଟଣାସ୍ଥଳରେ ପହଞ୍ଚି ଅଭିଯୁକ୍ତକୁ ଗିରଫ କରିବା ସହିତ ତଦନ୍ତ ଆରମ୍ଭ କରିଛି । ଗିରଫ ହୋଇଥିବା ଅଭିଯୁକ୍ତ ଜଣକ ହେଉଛନ୍ତି ମନୋଜ ପଶଓ୍ବାନ ।

ସୂଚନା ଅନୁସାରେ, ଶୁକ୍ରବାର ସନ୍ଧ୍ୟାରେ ନାବାଳିକା ଜଣକ ନିଖୋଜ ହୋଇଯାଇଥିଲେ । ଶନିବାର ସନ୍ଧ୍ୟାରେ ସୋହାଗି ବାରଓ୍ବା ବନ୍ୟପ୍ରାଣୀ ଅଭୟାରଣ୍ୟର ଏକ ଜଙ୍ଗଲରୁ ମୃତଦେହ ଉଦ୍ଧାର କରାଯାଇଥିଲା। ପରେ ମୃତଦେହକୁ ବ୍ୟବଚ୍ଛେଦ ପାଇଁ ପଠାଯାଇଛି । ଅଭିଯୁକ୍ତ ବିରୋଧରେ ପୋକ୍ସୋ ଆଇନରେ ମାମଲା ରୁଜୁ କରି ଅଧିକ ତଦନ୍ତ ଜାରି ରଖିଛି ପୋଲିସ । ଏନେଇ ଏସପି ରୋହିତ ସିଂ ସଜଓ୍ବାନ ସୂଚନା ଦେଇଛନ୍ତି ।

@IANS

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.