ETV Bharat / bharat

ଗୁଜୁରାଟରେ ପ୍ରଥମ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ, ଦେଶରେ ମୃତ୍ୟୁ ସଂଖ୍ୟା 7 - ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 7କୁ ବୃଦ୍ଧି

ଗୁଜୁରାଟରେ ପ୍ରଥମ କୋରୋନା ପୀଡିତଙ୍କ ମୃତ୍ୟୁ ହୋଇଛି । ଏହି ମୃତ୍ୟୁ ସହ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 7କୁ ବୃଦ୍ଧି ପାଇଛି । ଅଧିକ ପଢନ୍ତୁ...

1st Death reported in GUJARAT due to Corona.,
ଗୁଜୁରାଟରେ ପ୍ରଥମ କୋରୋନା ପୀଡିତଙ୍କ ମୃତ୍ୟୁ, ଦେଶରେ ମୃତ୍ୟୁ ସଂଖ୍ୟା 7
author img

By

Published : Mar 22, 2020, 5:46 PM IST

ନୂଆଦିଲ୍ଲୀ: ଗୁଜୁରାଟରେ ପ୍ରଥମ କୋରୋନା ପୀଡିତଙ୍କ ମୃତ୍ୟୁ ହୋଇଛି । ଏହି ମୃତ୍ୟୁ ସହ ଦେଶରେ କୋରୋନା ମୃତ୍ୟୁ ସଂଖ୍ୟା 7କୁ ବୃଦ୍ଧି ପାଇଛି । ସେହିପରି ରବିବାର ଅପରାହ୍ନ ସୁଦ୍ଧା ଦେଶରେ ମୋଟ କୋରୋନା ପଜିଟିଭଙ୍କ ସଂଖ୍ୟା 346ରେ ପହଞ୍ଚିଛି । ଏନେଇ କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ସୂଚନା ଦିଆଯାଇଛି ।

ସୁରଟର 67 ବର୍ଷୀୟ ଜଣେ ବୃଦ୍ଧଙ୍କର କୋରୋନାରେ ମୃତ୍ୟୁ ହୋଇଥିବା ହେବା ପରେ ଭାରତର କୋରୋନାରେ ମୃତ୍ୟୁ ସଂଖ୍ୟା 7ରେ ପହଞ୍ଚିଛି । ସେ କିଡନୀ ରୋଗ ଓ ଆଜମା ପୀଡିତ ରହିଥିବା ବେଳେ କୋରୋନାରେ ପଜିଟିଭ ଚିହ୍ନଟ ହୋଇ ଚିକିତ୍ସିତ ହେଉଥିଲେ । ଦେଶରେ କୋରୋନା ପାଇଁ 6ଜଣ ଭାରତୀୟଙ୍କ ମୃତ୍ୟୁ ହୋଇଥିବା ବେଳେ ଜଣେ ବିଦେଶୀ ନାଗରିକଙ୍କ ମୃତ୍ୟୁ ହୋଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.