ETV Bharat / bharat

ସୋପିଆନ ଏନକାଉଣ୍ଟରରେ 2 ଆତଙ୍କବାଦୀ ନିପାତ

ଜମ୍ମୁ-କାଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ 2 ଆତଙ୍କବାଦୀ ନିପାତ । ସୁରକ୍ଷାକର୍ମୀ ବର୍ତ୍ତମାନ ସୁଦ୍ଧା ସେହି ଅଞ୍ଚଳକୁ ଘେରାବନ୍ଦୀ କରିବା ସହ ସର୍ଚ୍ଚ ଅପରେଶନ ଜାରି ରଖିଥିବା ସୂଚନା ମିଳିଛି ।

author img

By

Published : Apr 6, 2019, 8:56 PM IST

ଫାଇଲ ଫଟୋ

ଶ୍ରୀନଗର: ଜମ୍ମୁ-କାଶ୍ମୀରର ସୋପିଆନରେ ସୁରକ୍ଷାକର୍ମୀଙ୍କ ଏନକାଉଣ୍ଟରରେ 2 ଆତଙ୍କବାଦୀ ନିପାତ ହୋଇଛନ୍ତି । ତେବେ ସୁରକ୍ଷାକର୍ମୀ ବର୍ତ୍ତମାନ ସୁଦ୍ଧା ସେହି ଅଞ୍ଚଳକୁ ଘେରାବନ୍ଦୀ କରିବା ସହ ସର୍ଚ୍ଚ ଅପରେଶନ ଜାରି ରଖିଥିବା ସୂଚନା ମିଳିଛି ।

ସୂଚନା ମୁତାବକ, ସୋପିଆନ ଜିଲ୍ଲାର ଇମାମ ସାହିବ ଅଞ୍ଚଳରେ କିଛି ଆତଙ୍କବାଦୀ ଲୁଚି ରହିଥିବାର ଗୁପ୍ତ ସୂଚନା ମିଳିଥିଲା । ସୂଚନା ଆଧାରରେ ସୁରକ୍ଷାକର୍ମୀ ଉକ୍ତ ଅଞ୍ଚଳକୁ ଘେରାବନ୍ଦୀ କରିବା ସହ ସର୍ଚ୍ଚ ଅପରେଶନ ଆରମ୍ଭ କରିଥିଲେ । ନିଜକୁ ସୁରକ୍ଷାକର୍ମୀଙ୍କ ଜାଲରେ ଫସୁଥିବା ଦେଖି ଆତଙ୍କବାଦୀମାନେ ପ୍ରଥମେ ଗୁଳିଚାଳନା କରିଥିଲେ । ଏହାର ଜବାବରେ ପାଲଟା ଗୁଳିଚାଳନା କରି ସୁରକ୍ଷାକର୍ମୀ 2 ଆତଙ୍କବାଦୀଙ୍କୁ ନିହତ କରିଥିଲେ ।

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.