ETV Bharat / bharat

65 ବର୍ଷୀୟ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

author img

By

Published : Apr 1, 2020, 8:16 PM IST

ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ 65 ବର୍ଷୀୟ କୋରୋନା ଆକ୍ରାନ୍ତଙ୍କ ବୁଧବାର ମୃତ୍ୟୁ ଘଟିଛି ।

65-year-old-covid-19-patient-dies-in-indore
65 ବର୍ଷୀୟ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ

ଭୋପାଳ: 65 ବର୍ଷୀୟ କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ । ମଧ୍ୟପ୍ରଦେଶର ଇନ୍ଦୋରରେ ଜଣେ 65 ବର୍ଷୀୟ କୋରୋନା ଆକ୍ରାନ୍ତଙ୍କ ବୁଧବାର ମୃତ୍ୟୁ ଘଟିଛି ।

ସୂଚନା ଅନୁଯାୟୀ, ଇନ୍ଦୋରରେ ବୁଧବାର 19 ନୂଆ କୋରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବାବେଳେ ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଇ 63ରେ ପହଞ୍ଚିଛି ।

ତେବେ ଚିହ୍ନଟ ହୋଇଥିବା 19 ନୂଆ କୋରୋନା ଆକ୍ରାନ୍ତଙ୍କ ମଧ୍ୟରେ 9 ଜଣ ଗୋଟିଏ ପରିବାରର ହୋଇଥିବା ଜଣାପଡିଛି । ତେବେ ମଧ୍ୟପ୍ରଦେଶରେ ଆକ୍ରାନ୍ତଙ୍କ ସଂଖ୍ୟା 85ରେ ପହଞ୍ଚିଛି । ଏହାଛଡା ରାଜ୍ୟରେ 5 କୋରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.