ETV Bharat / bharat

ଅହମ୍ମଦାବାଦ ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ, ଜଳିଗଲା କୋଟିଏ ଟଙ୍କାର ସମ୍ପତ୍ତି

ଅହମଦାବାଦର ବଟବାସ୍ଥିତ ଜିଆଇଡିସିରେ ତିନୋଟି ରାସାୟନିକ କାରଖାନାରେ ଭୟାଭୟ ଅଗ୍ନିକାଣ୍ଡ । ଅଧିକ ପଢନ୍ତୁ...

ଅହମ୍ମଦାବାଦର ରାସାୟନିକ କାରଖାନାରେ ଅଗ୍ନିକାଣ୍ଡ

author img

By

Published : Dec 9, 2020, 7:05 AM IST

Updated : Dec 9, 2020, 7:29 AM IST

ଗାନ୍ଧୀନଗର:ଅହମଦାବାଦର ବଟବାସ୍ଥିତ ଜିଆଇଡିସି ଇଣ୍ଡ୍ରଷ୍ଟିଆଲ ଅଞ୍ଚଳରେ ଭୟାବହ ଅଗ୍ନିକାଣ୍ଡ । ତିନୋଟି ରାସାୟନିକ କାରଖାନାରେ ବିସ୍ଫୋରଣ ଘଟି ଅଗ୍ନିକାଣ୍ଡ ଘଟିଥିବା ସୂଚନା ମିଳିଛି ।

ଅହମଦାବାଦ ରାସାୟନିକ କାରଖାନାରେ ଭୟାବହ ଅଗ୍ନିକାଣ୍ଡ

ଅଗ୍ନିକାଣ୍ଡର ଖବର ପାଇ ଘଟଣାସ୍ଥଳରେ ଅଗ୍ନିଶମ ବିଭାଗର 40ରୁ ଅଧିକ ଗାଡି ନିୟୋଜିତ ହୋଇଛନ୍ତି । ବର୍ତ୍ତମାନ ସୁଦ୍ଧା କୌଣସି ମୃତାହତର ସୂଚନା ମିଳିନାହିଁ। ହେଲେ କାରଖାନାରେ ଥିବା କୋଟି କୋଟି ଟଙ୍କାର ସମ୍ପତ୍ତି ନଷ୍ଟ ହୋଇଥିବା ସୂଚନା ମିଳିଛି । ଏଯାଏଁ ଅଗ୍ନିକାଣ୍ଡର କାରଣ ଜଣାପଡିନାହିଁ । ଘଟଣାସ୍ଥଳରେ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

ତେବେ ଗତ ମାସରେ ଗୁଜୁରାଟର ରାଜକୋଟ ଜିଲ୍ଲାର ଏକ କୋଭିଡ ହସ୍ପିଟାଲରେ ଭୟାଭୟ ଅଗ୍ନିକାଣ୍ଡ ହୋଇଥିଲା । ଏହା ଦୁର୍ଘଟଣାରେ ଛଅ ଜଣଙ୍କର ମୃତ୍ୟୁ ହୋଇଥିଲା । ଏହାସହ 11ଜଣ ଗୁରୁତର ଭାବରେ ଆହତ ହୋଇ ଆଇସିୟୁରେ ଭର୍ତ୍ତି ହୋଇଥିଲେ ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

Last Updated : Dec 9, 2020, 7:29 AM IST
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.