ETV Bharat / bharat

ଆଜିଠୁ ବିଜେପି ସାଂସଦଙ୍କ ପାଇଁ ‘ଅଭ୍ୟାସ ବର୍ଗ’ କାର୍ଯ୍ୟକ୍ରମ

ବିଜେପିର ଲୋକସଭା ଓ ରାଜ୍ୟସଭା ସଦସ୍ୟଙ୍କ ପାଇଁ ଦୁଇଦିନିଆ ‘ଅଭ୍ୟାସ ବର୍ଗ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି ।

author img

By

Published : Aug 3, 2019, 10:13 AM IST

ଫଟୋ ସୌଜନ୍ୟ: ଏଏନଆଇ

ନୂଆଦିଲ୍ଲୀ: ଶନିବାର ଠାରୁ ବିଜେପିର ଲୋକସଭା ଓ ରାଜ୍ୟସଭା ସଦସ୍ୟଙ୍କ ପାଇଁ ଦୁଇଦିନିଆ ‘ଅଭ୍ୟାସ ବର୍ଗ’ କାର୍ଯ୍ୟକ୍ରମ ଆରମ୍ଭ ହୋଇଛି । ଏହି କାର୍ଯ୍ୟକ୍ରମ ସଂସଦର ଲାଇବ୍ରେରୀ ବିଲ୍‌ଡିଂରେ ଅନୁଷ୍ଠିତ ହେବ ।

ଏହି କାର୍ଯ୍ୟକ୍ରମରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହ, ପ୍ରତିରକ୍ଷା ମନ୍ତ୍ରୀ ରାଜନାଥ ସିଂ ଓ ବିଜେପି ରାଷ୍ଟ୍ରୀୟ କାର୍ଯ୍ୟକାରୀ ସଭାପତି ଜେପି ନଡ୍ଡା ଯୋଗ ଦେବାର କାର୍ଯ୍ୟକ୍ରମ ରହିଛି ।

Intro:Body:

BLANK FOR LINK 

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.