ETV Bharat / bharat

ଛାତ୍ରଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ଆଡମିସନ ଫି’ ବୃଦ୍ଧିର କାରଣ: ଦିଲ୍ଲୀ ମୁଖ୍ୟମନ୍ତ୍ରୀ - ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି

ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ଆଡମିସନ ଫି ବୃଦ୍ଧିର କାରଣ ବୋଲି ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କହିଛନ୍ତି । ଅଧିକ ପଢନ୍ତୁ...

ଛାତ୍ରଛାତ୍ରୀଙ୍କ ସଂଖ୍ୟା ବୃଦ୍ଧି ଆଡମିସନ ଫି ବୃଦ୍ଧିର କାରଣ

author img

By

Published : Oct 16, 2020, 3:59 PM IST

ନୂଆଦିଲ୍ଲୀ: ଦିଲ୍ଲୀରେ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ଆଡମିସନ ଫି’ ବୃଦ୍ଧିର କାରଣ ଅଧିକ ସଂଖ୍ୟାରେ ଛାତ୍ରଛାତ୍ରୀ । ଦିଲ୍ଲୀରେ ଛାତ୍ରଛାତ୍ରୀଙ୍କ ତୁଳନାରେ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ସଂଖ୍ୟା କମ୍ ।

ତେଣୁ ଦିଲ୍ଲୀରେ ଆଡମିସନ ଫି ବୃଦ୍ଧି ପାଉଛି ବୋଲି ଆଜି(ଶୁକ୍ରବାର) ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିଓ୍ବାଲ କହିଛନ୍ତି । ତେବେ ଦିଲ୍ଲୀରେ ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟ ଅଭାବ ଥିବାରୁ ଆମକୁ ଏଠାରେ ଅଧିକ ସଂଖ୍ୟାର ମହାବିଦ୍ୟାଳୟ ଓ ବିଶ୍ବବିଦ୍ୟାଳୟର ଆବଶ୍ୟକତା ଅଛି ବୋଲି ଦିଲ୍ଲୀ ମୁଖ୍ୟମନ୍ତ୍ରୀ କହିଛନ୍ତି ।

@ANI

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.