ETV Bharat / bharat

ପ୍ରଥମ ପିଏମଙ୍କ ଶ୍ରାଦ୍ଧବାର୍ଷିକୀ, ମୋଦି-ରାହୁଲ ଦେଲେ ଶ୍ରଦ୍ଧାଞ୍ଜଳି - Newdelhi

ସ୍ବାଧୀନ ଭାରତରେ ପ୍ରଥମ ପ୍ରଧାନମନ୍ତ୍ରୀଙ୍କର ଆଜି 55ତମ ଶ୍ରାଦ୍ଧବାର୍ଷିକୀ । ଶ୍ରଦ୍ଧାଞ୍ଜଳି ଜ୍ଞାପନ କଲେ ଦେଶର ପ୍ରମୁଖ ନେତା ।

ଫଟୋ ସୌଜନ୍ୟ: ଟ୍ବିଟର@ଏଏନଆଇ
author img

By

Published : May 27, 2019, 9:13 AM IST

Updated : May 27, 2019, 2:58 PM IST

ନୂଆଦିଲ୍ଲୀ: ଆଜି ଦେଶର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ 55ତମ ଶ୍ରାଦ୍ଧବାର୍ଷିକୀ । ଶ୍ରଦ୍ଧାଞ୍ଜଳି ଜଣାଇଲେ ପ୍ରଧାନମନ୍ତ୍ରୀଙ୍କ ଠାରୁ ଆରମ୍ଭ କରି ୟୁପିଏ ଅଧ୍ୟକ୍ଷ ସୋନିଆ ଗାନ୍ଧୀ ଓ କଂଗ୍ରେସ ଅଧ୍ଯକ୍ଷ ରାହୁଲ ଗାନ୍ଧୀ ।

Death anniversary
ଫଟୋ ସୌଜନ୍ୟ: ଟ୍ବିଟର@ଏଏନଆଇ
Death anniversary
ଫଟୋ ସୌଜନ୍ୟ: ଟ୍ବିଟର@ଏଏନଆଇ

ଶାନ୍ତିଭବନରେ ପଣ୍ଡିତ ଜବାହାରଲାଲ ନେହୁରୁଙ୍କ ଶ୍ରାଦ୍ଧବାର୍ଷିକୀ ଅନୁଷ୍ଠିତ ହୋଇଛି । ପ୍ରଥମେ ୟୁପିଏ ଅଧ୍ୟକ୍ଷା ସୋନିଆ ଗାନ୍ଧୀ ଓ କଂଗ୍ରେସ ଅଧ୍ୟକ୍ଷ ରାହୁଲ ଗାନ୍ଧୀ ଭାବପୂର୍ଣ୍ଣକ ଶ୍ରଦ୍ଧାଞ୍ଜଳି ଜ୍ଞାପନ କରିଛନ୍ତି । ଏଥିସହ ପୂର୍ବତନ ପ୍ରଧାନମନ୍ତ୍ରୀ ମୋନମୋହନ ସିଂ ଓ ଉପସଭାପତି ହମିଦ ଅସାଂରୀ ମଧ୍ୟ ଶାନ୍ତିଭବନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି ।

Death anniversary
ଫଟୋ ସୌଜନ୍ୟ: ଟ୍ବିଟର@ଏଏନଆଇ

ସେପଟେ, ଦେଶ ପ୍ରତି ନେହେରୁଙ୍କ ବଳିଦାନକୁ ମନେ ପକାଇ ଟ୍ବିଟ କରି ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ।

Intro:Body:Conclusion:
Last Updated : May 27, 2019, 2:58 PM IST
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.