ETV Bharat / bharat

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଆହ୍ଲାବାଦ ହାଇକୋର୍ଟଙ୍କ ନୋଟିସ

author img

By

Published : Jul 20, 2019, 12:07 PM IST

ଆହ୍ଲାବାଦ ହାଇକୋର୍ଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୋଟିସ ଜାରି କରିଛନ୍ତି ।

ଫଟୋ ସୌଜନ୍ୟ: ଏଏନଆଇ

ଲକ୍ଷ୍ନୌ: ଆହ୍ଲାବାଦ ହାଇକୋର୍ଟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ନୋଟିସ ଜାରି କରିଛନ୍ତି । ଗତ ଲୋକସଭା ନିର୍ବାଚନରେ ତାଙ୍କ ନିର୍ବାଚନକୁ ଚ୍ୟାଲେଞ୍ଜ କରୁଥିବା ଏକ ପିଟିସନର ଶୁଣାଣି କରି ହାଇକୋର୍ଟ ଏହି ନୋଟିସ ଜାରି କରିଛନ୍ତି । ମାମଲାର ପରବର୍ତ୍ତୀ ଶୁଣାଣୀ 21 ତାରିଖରେ ଅନୁଷ୍ଠିତ ହେବ ।

ପିଟିସନ ଆବେଦନକାରୀ ତେଜ ବାହାଦୁର ଜଣେ ପୂର୍ବତନ ବିଏସଏଫ ଯବାନ । ସେ ଗତ ନିର୍ବାଚନରେ ସମାଜବାଦୀ ଦଳ ପକ୍ଷରୁ ପ୍ରାର୍ଥିପତ୍ର ଦାଖଲ କରିଥିଲେ । ହେଲେ ପରବର୍ତ୍ତୀ ସମୟରେ ତାହା ଖାରଜ ହୋଇଯାଇଥିଲା ।

Intro:Body:Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.