ETV Bharat / bharat

ଆନ୍ଧ୍ର ପ୍ରଦେଶରେ ମର୍ମନ୍ତୁଦ ସଡକ ଦୁର୍ଘଟଣା, 13 ମୃତ - veldurthi

ଆନ୍ଧ୍ର ପ୍ରଦେଶର କୁରନୁଲ ଜିଲ୍ଲାର ବଲ୍‌ଦୁରଥୀ ଅଞ୍ଚଳରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । 2 ଗାଡି ମୁହାଁମୁହିଁ ଧକ୍କା ହେବା ଫଳରେ 13 ଜଣଙ୍କର ମୃତ୍ୟୁ ଘଟିଛି ।

ଫାଇଲ ଫଟୋ
author img

By

Published : May 11, 2019, 9:10 PM IST

ହାଇଦ୍ରାବାଦ: ଆନ୍ଧ୍ର ପ୍ରଦେଶର କୁରନୁଲ ଜିଲ୍ଲାର ବଲ୍‌ଦୁରଥୀ ଅଞ୍ଚଳରେ ଶନିବାର ଏକ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି । 2 ଗାଡି ମୁହାଁମୁହିଁ ଧକ୍କା ହେବା ଫଳରେ 13 ଜଣଙ୍କର ମୃତ୍ୟୁ ଘଟିଛି । ଖବର ପାଇ ପୋଲିସ ଘଟଣା ସ୍ଥଳରେ ପହଞ୍ଚି ଶବ ଉଦ୍ଧାର କରିବା ସହ ବ୍ୟବଚ୍ଛେଦ ପାଇଁ ପଠାଇଛି । ସେପଟେ ଆହତଙ୍କୁ ଉଦ୍ଧାର କରି ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି ।

ସୂଚନା ମୁତାବକ, କୁରନୁଲ ଜିଲ୍ଲାର ବଲ୍‌ଦୁରଥୀ ଅଞ୍ଚଳରେ 2 ଗାଡି ଓଭରଟେକ କରିବା ପ୍ରୟାସରେ ଉଭୟକୁ ଧକ୍କା ଦେଇଥିଲେ । ଆହତଙ୍କ ମଧ୍ୟରୁ ଅଧିକାଂଶ ଲୋକଙ୍କ ଅବସ୍ଥା ଗୁରୁତର ଥିବା ଜଣା ପଡିଛି । ସେପଟେ ପୋଲିସ ଘଟଣାର ତଦନ୍ତ କରୁଛି ।

Intro:Body:

breaking

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.