ETV Bharat / bharat

ଝାଡଖଣ୍ଡ ବିଧାନସଭା ନିର୍ବାଚନ: ବିଜେପିର ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା - ଝାଡଖଣ୍ଡ ବିଧାନସଭା ନିର୍ବାଚନ

ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ତୃତୀୟ ପର୍ଯ୍ୟାୟରେ 15 ଜଣ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି ବିଜେପି । ଅଧିକ ପଢନ୍ତୁ...

ଫାଇଲ ଫଟୋ
author img

By

Published : Nov 14, 2019, 9:54 PM IST

ରାଞ୍ଚି: ଝାଡଖଣ୍ଡ ବିଧାନସଭା ନିର୍ବାଚନ ପାଇଁ ବିଜେପି ତୃତୀୟ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ଘୋଷଣା କରିଛି । ବିଜେପି ତୃତୀୟ ପର୍ଯ୍ୟାୟରେ ମୋଟ 15 ଜଣ ପ୍ରାର୍ଥୀ ତାଲିକା ପ୍ରକାଶ କରିଛି । ଏହାପୂର୍ବରୁ ବିଜେପି 53 ପ୍ରାର୍ଥୀଙ୍କ ନାମ ଘୋଷଣା କରି ସାରିଥିଲା । ଗୁରୁବାର 15 ପ୍ରାର୍ଥୀ ତାଲିକାକୁ ମିଶାଇ ମୋଟ 81 ଆସନରୁ ବିଜେପି 68 ପ୍ରାର୍ଥୀ ତାଲିକା ଜାରି କରିଛି।

Jharkhand Assembly elections
ଫଟୋ ସୌଜନ୍ୟ: ଏଏନଆଇ

ଏଠାରେ ସୂଚନା ଯୋଗ୍ୟ ଯେ ୮୧ ଆସନ ପାଇଁ ଏଠାରେ ୫ଟି ପର୍ଯ୍ୟାୟରେ ନିର୍ବାଚନ ଅନୁଷ୍ଠିତ ହେବ। ନଭେମ୍ବର ୩୦ରୁ ନିର୍ବାଚନ ହେବାକୁ ଥିବା ବେଳେ ଡିସେମ୍ବର ୨୩ରେ ଗଣତି କରାଯିବ। ତେବେ ପ୍ରଥମ ପର୍ଯ୍ୟାୟ ନିର୍ବାଚନ ନଭେମ୍ବର ୩୦, ଦ୍ୱିତୀୟ ପର୍ଯ୍ୟାୟ ଡିସେମ୍ବର ୭, ତୃତୀୟ ପର୍ଯ୍ୟାୟ ୧୨ ଡିସେମ୍ବର, ଚତୁର୍ଥ ପର୍ଯ୍ୟାୟ ୧୬ ଡିସେମ୍ବର ଓ ପଞ୍ଚମ ପର୍ଯ୍ୟାୟ ୨୦ ଡିସେମ୍ବରରେ ହେବାକୁ ଥିବାବେଳେ ଡିସେମ୍ବର ୨୩ରେ ଗଣତି କରାଯିବ ବୋଲି ସ୍ଥିର କରାଯାଇଛି।

Intro:Body:

national issue

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.