ETV Bharat / bharat

ରାଜରାସ୍ତାରେ ଜଳିଗଲା ବସ, ଅଳ୍ପକେ ବର୍ତ୍ତିଲେ ଯାତ୍ରୀ

ପୂର୍ବ ଦିଲ୍ଲୀରେ ଏକ ଯାତ୍ରୀବାହୀ ବସରେ ଲାଗିଲା ନିଆଁ । ନିଆଁ ଲାଗିବାର କାରଣ ସ୍ପଷ୍ଟ ହୋଇ ନାହିଁ । ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ।

author img

By

Published : Sep 16, 2019, 6:48 PM IST

ଫଟୋ ସୌଜନ୍ୟ- ସୋସିଆଲ ମିଡିଆ

ନୂଆଦିଲ୍ଲୀ: ପୂର୍ବ ଦିଲ୍ଲୀର କଡକଡି ଛକଠାରେ ଏକ ଯାତ୍ରୀବାହୀ ବସରେ ନିଆଁ ଲାଗିବାର ସୂଚନା ମିଳିଛି । ତେବେ ନିଆଁ ଲାଗିବାର କାରଣ ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇ ପାରିନାହିଁ । ଘଟଣାସ୍ଥାଳରେ ଦମକଳ ବାହୀନି ପହଁଚି ନିଆକୁ ଆୟତ୍ତ କରିଛି । ଘଟଣାରେ ସମସ୍ତ ଯାତ୍ରୀ ସୁରକ୍ଷିତ ଅଛନ୍ତି ।

ତେବେ ଏହି ଯାତ୍ରୀବାହୀ ବସରୁ ସମସ୍ତ ଯାତ୍ରୀ ସୁରକ୍ଷିତ ଭାବରେ ବାହିରି ଯିବାର ଶ୍ରେୟ ବସର ଡ୍ରାଇଭର ଓ କଣ୍ଡକ୍ଟରଙ୍କୁ ମିଳିଛି । ନିଆଁ ଲାଗିବାର ଆଭାସ ପାଇବା କ୍ଷଣି ହିଁ ବସକୁ ରୋକି ଡ୍ରାଇଭର ଓ କଣ୍ଡକ୍ଟର ପ୍ରଥମେ ଓହ୍ଲାଇ ଯାଇଥିଲେ । ପରେ ସମସ୍ତ ଯାତ୍ରୀଙ୍କୁ ସୁରକ୍ଷିତ ଭାବେ ବସରୁ ଉଦ୍ଧାର କରାଯାଇଥିଲା ।

ମାତ୍ର ଘଟଣାସ୍ଥଳରେ ଦମକଳ ବାହିନୀ ପହଞ୍ଚି ନିଆକୁ ଆୟତ୍ତ କରିବା ପୂର୍ବରୁ ବସଟି ସମ୍ପୂର୍ଣ୍ଣ ଜଳି ଯାଇଥିଲା । ସ୍ଥାନୀୟ ପୋଲିସ ପହଞ୍ଚି ତଦନ୍ତ ଆରମ୍ଭ କରିଛି ।

Intro:Body:

BLANK

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.