ETV Bharat / bharat

କର୍ଣ୍ଣାଟକ ବିଧାନସଭା ଉପନିର୍ବାଚନ: ଡିସେମ୍ବର 5ରେ ମତଦାନ, 9ରେ ଫଳାଫଳ - ଡିସେମ୍ବର 5ରେ କର୍ଣ୍ଣାଟକ ବିଧାନସଭା ଉପନିର୍ବାଚନ

ରବିବାର କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ ଅଧିକାରୀ ସଞ୍ଜୀବ କୁମାର ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ରାଜ୍ୟର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଭୋଟ ଗ୍ରହଣ କରାଯିବ। ଅଧିକ ପଢନ୍ତୁ...

ଫଟୋ ସୌଜନ୍ୟ: ଏଏନଆଇ
author img

By

Published : Nov 10, 2019, 4:31 PM IST

ବେଙ୍ଗାଲୁରୁ: କର୍ଣ୍ଣାଟକରେ 15ଟି ବିଧାନସଭା ଆସନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ରବିବାର କର୍ଣ୍ଣାଟକ ମୁଖ୍ୟ ନିର୍ବାଚନ ଅଧିକାରୀ ସଞ୍ଜୀବ କୁମାର ଉପନିର୍ବାଚନ ତାରିଖ ଘୋଷଣା କରିଛନ୍ତି । ରାଜ୍ୟର ୧୫ଟି ବିଧାନସଭା ଆସନରେ ଡିସେମ୍ବର ୫ରେ ଭୋଟ ଗ୍ରହଣ କରାଯିବ ଓ ଫଳାଫଳ ଡିସେମ୍ବର ୯ରେ ପ୍ରକାଶ ପାଇବ ବୋଲି ସୂଚନା ଦେଇଛନ୍ତି ।

By elections karnataka
ଫଟୋ ସୌଜନ୍ୟ: ଏଏନଆଇ

ଉପନିର୍ବାଚନ ପାଇଁ ନଭେମ୍ବର ୧୧ରୁ ଆଦର୍ଶ ଆଚରଣ ବିଧି ଲାଗୁ ହୋଇଥିବା ନେଇ ସେ ସୂଚନା ଦେଇଛନ୍ତି । ସୂଚନାଯୋଗ୍ୟ କର୍ଣ୍ଣାଟକରରେ 17 ବିଧାୟକଙ୍କୁ ଅଯୋଗ୍ୟ ଘୋଷିତ କରାଯାଇଥିଲା । ସେଥିମଧ୍ୟରୁ 15ଟି ସିଟରେ ଉପନିର୍ବାଚନ ହେବ ।

By elections karnataka
ଫଟୋ ସୌଜନ୍ୟ: ଏଏନଆଇ

ନିର୍ବାଚନ ତାରିଖ ଘୋଷଣା ପରେ କଂଗ୍ରେସ ଉପନିର୍ବାଚନରେ ରଣନୀତି ପ୍ରସ୍ତୁତ ଆରମ୍ଭ କରିଦେଇଛି । ରବିବାର ବେଙ୍ଗାଲୁରୁରେ କଂଗ୍ରେସ ନେତା ବୈଠକ କରିଛନ୍ତି । କର୍ଣ୍ଣାଟକ ପ୍ରଦେଶ କଂଗ୍ରେସ କାର୍ଯ୍ୟାଳୟରେ ଏହି ବୈଠକ ବସିଥିଲା । ଏହି ବୈଠକରେ ସିଦ୍ଧରମୈୟା, ବିକେ ହରିପ୍ରସାଦ, ଡିକେ ଶିବକୁମାର ଓ ଦିନେଶ ଗୁଣ୍ଡୁ ରାଓ ପ୍ରମୁଖ ବରିଷ୍ଠ ନେତା ଉପସ୍ଥିତ ରହିଥିଲେ ।

Intro:Body:

BLANK

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.