ETV Bharat / bharat

ଏମ୍ସରୁ ଡିସଚାର୍ଜ ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ - ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ

କୋରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିବା ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ଦିଲ୍ଲୀ ଏମ୍ସରୁ ଡିସଚାର୍ଜ ହୋଇଛନ୍ତି । ପଢନ୍ତୁ ଅଧିକ.....

ଏସ୍ସରୁ ଡିସଚାର୍ଜ ହେଲେ ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ

author img

By

Published : Jan 2, 2021, 4:11 PM IST

ଡେରାଡୁନ: କୋରୋନା ଆକ୍ରାନ୍ତ ହୋଇ ଚିକିତ୍ସାଧିନ ଥିବା ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ତ୍ରିଭେନ୍ଦ୍ର ସିଂ ରାଓ୍ବତ ଦିଲ୍ଲୀ ଏମ୍ସରୁ ଡିସଚାର୍ଜ ହୋଇଛନ୍ତି । କୋରୋନା ସଂକ୍ରମିତ ହେବା ପରେ ତ୍ରିଭେନ୍ଦ୍ର ସିଂଙ୍କ ସମେତ ତାଙ୍କ ପତ୍ନୀ ଓ ଝିଅଙ୍କୁ ଦିଲ୍ଲୀ ଏମ୍ସରେ ଭର୍ତ୍ତି କରାଯାଇଥିଲା ।

ପ୍ରାଥନିକ ଭାବେ ତାଙ୍କ ଠାରେ କୋରୋନା ଲକ୍ଷଣ ଦେଖାଯିବାପରେ ସେ ଘରେ କ୍ବାରେଣ୍ଟାଇନରେ ଥିଲେ । ପରେ ତାଙ୍କର କୋରୋନା ରିପୋର୍ଟ ପଜିଟିଭ ଆସିଥିଲା । ଗତ 27 ତାରିଖରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସାମାନ୍ୟ ଅବନ୍ନତି ଦେଖା ଦେବାରୁ ତାଙ୍କୁ ତୁରନ୍ତ ଦିଲ୍ଲୀ ଏମ୍ସକୁ ସ୍ଥାନାନ୍ତରିତ କରାଯାଇଥିଲା ।

28 ତାରିଖରେ ତାଙ୍କ ସ୍ବାସ୍ଥ୍ୟବସ୍ଥାରେ ସେମିତି କିଛି ଗୁରୁତର ସମସ୍ୟା ନଥିବା ସ୍ପଷ୍ଟ କରିବା ଓ କ୍ରମାଗତ ଭାବେ ସେଥିରେ ସୁଧାର ଆସୁଥିବା କଥା ଡାକ୍ତର ସୂଚନା ଦେଇଥିଲେ । ଏବେ ତାଙ୍କର କୌଣସି ଗୁରୁତର ସ୍ବାସ୍ଥ୍ୟଗତ ସମସ୍ୟା ନଥିବାରୁ ତାଙ୍କୁ ତେବେ ଆଜି ତାଙ୍କୁ ଦିଲ୍ଲୀ ଏମ୍ସରୁ ଡିସଚାର୍ଜ କରାଯାଇଛି ।

ବ୍ୟୁରୋ ରିପୋର୍ଟ, ଇଟିଭି ଭାରତ

For All Latest Updates

TAGGED:

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.