ହାଇଦ୍ରାବାଦ: ଆନ୍ଧ୍ରପ୍ରଦେଶରେ ନିର୍ବାଚନୀ ହିଂସା। ଲୋକସଭା ଆସନ ପାଇଁ ମତଦାନ ଚାଲିଥିବା ବେଳେ ବନ୍ଦରଲାପଲ୍ଲୀର ପୁଥଳଆପଟ୍ଟୁରେ ରାଜନେତାଙ୍କୁ ହତ୍ୟା । ୱାଇଏସଆରସିପି ଏବଂ ଟିଡିପି କର୍ମୀଙ୍କ ମଧ୍ୟରେ ଗୋଷ୍ଠୀ ସଂଘର୍ଷରେ ଜଣେ ଟିଡିପି ନେତାଙ୍କ ମୃତ୍ୟୁ ଘଟିଛି ।
-
#WATCH: Clash broke out between YSRCP and TDP workers in Puthalapattu Constituency in Bandarlapalli, Andhra Pradesh. Police resorted to lathi-charge pic.twitter.com/q7vxRIR0R8
— ANI (@ANI) April 11, 2019 " class="align-text-top noRightClick twitterSection" data="
">#WATCH: Clash broke out between YSRCP and TDP workers in Puthalapattu Constituency in Bandarlapalli, Andhra Pradesh. Police resorted to lathi-charge pic.twitter.com/q7vxRIR0R8
— ANI (@ANI) April 11, 2019#WATCH: Clash broke out between YSRCP and TDP workers in Puthalapattu Constituency in Bandarlapalli, Andhra Pradesh. Police resorted to lathi-charge pic.twitter.com/q7vxRIR0R8
— ANI (@ANI) April 11, 2019
ତେବେ ସଂଘର୍ଷରେ ସେ ଗୁରୁତର ହୋଇଥିଲେ ଏବଂ ତାଙ୍କୁ ଚିକିତ୍ସା ପାଇଁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା । ପରେ ତାଙ୍କ ଅବସ୍ଥା ସଙ୍କଟାପନ୍ନ ହେବା ସହ ତାଙ୍କର ମୃତ୍ୟୁ ଘଟିଛି । ସେପଟେ ମତଦାନ କେନ୍ଦ୍ରରେ ନିର୍ବାଚନୀ ହିଂସା ବଢିଯିବାରୁ ପୋଲିସ ପକ୍ଷରୁ ଲାଠି ଚାର୍ଜ ହୋଇଥିଲା।