ETV Bharat / bharat

ଉତ୍କଳମଣିଙ୍କ ଜୟନ୍ତୀ: ଟ୍ବିଟ କରି ଶ୍ରଦ୍ଧାଞ୍ଜଳି ଜଣାଇଲେ ମୁଖ୍ୟମନ୍ତ୍ରୀ

ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଓ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ଟ୍ବିଟ । ଟ୍ବିଟ କରି ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ ଓ ଧର୍ମେନ୍ଦ୍ର ।

author img

By

Published : Oct 9, 2019, 1:05 PM IST

ଫଟୋ ସୌଜନ୍ୟ: ଟ୍ବିଟର

ଭୁବନେଶ୍ବର: ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଟ୍ବିଟ । ଟ୍ବିଟ କରି ଗୋପବନ୍ଧୁଙ୍କୁ ଶ୍ରଦ୍ଧାଞ୍ଜଳି ଜଣାଇଲେ ନବୀନ । ମହାନ ସେବା ଓ ତ୍ୟାଗର ଅନନ୍ୟ ଉଦାହରଣ ପଣ୍ଡିତ ଗୋପବନ୍ଧୁଙ୍କ ଜୀବନୀ ଓ ବିଚାରଧାରା ସର୍ବଦା ପ୍ରେରଣାଦାୟୀ ବୋଲି ନବୀନ ଟ୍ବିଟରେ ଲେଖିଛନ୍ତି ।

ସେହିପରି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଧ୍ୟ ଟ୍ବିଟ କରି ଉତ୍କଳମଣିଙ୍କୁ ତାଙ୍କ ଜନ୍ମ ଦିନରେ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଛନ୍ତି । ମହାନ ସ୍ବାଧୀନତା ସଂଗ୍ରାମୀ ତଥା ସମାଜ ସୁଧାରକ ଉତ୍କଳମଣି ପଣ୍ଡିତ ଗୋପବନ୍ଧୁ ଦାସଙ୍କ ଜୟନ୍ତୀ ଅବସରରେ ଭକ୍ତିପୂତ ଶ୍ରଦ୍ଧାଞ୍ଜଳି ବୋଲି ଧର୍ମେନ୍ଦ୍ର ଲେଖିଛନ୍ତି ।

Intro:Body:

BLANK  FOR LINK 

Conclusion:
ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.