ETV Bharat / bharat

ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି - ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ

ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ତାଙ୍କ ଜନ୍ମ ଜୟନ୍ତୀରେ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳି । ପୁରା କଂଗ୍ରେସ ପରିବାର ଏକାଠି ଦେଲେ ଶ୍ରଦ୍ଧାସୁମନ ।

ପ୍ରଥମ ପ୍ରଧାନମନ୍ତ୍ରୀଙ୍କୁ ବିଶିଷ୍ଟ ବ୍ୟକ୍ତିଙ୍କ ଶ୍ରଦ୍ଧାଞ୍ଜଳୀ
author img

By

Published : Nov 14, 2019, 9:47 AM IST

ନୂଆଦିଲ୍ଲୀ: ଆଜି ହେଉଛି ସ୍ବାଧୀନ ଭାରତର ପ୍ରଥମ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ଜନ୍ମଦିନ । ପଣ୍ଡିତ ନେହେରୁଙ୍କ ଜନ୍ମଦିବସକୁ ଶିଶୁ ଦିବସ ଭାବେ ସାରା ଭାରତରେ ପାଳନ କରାଯାଇଆସୁଛି । ତାଙ୍କ ଜନ୍ମ ଦିବସକୁ ସାରା ଦେଶରେ ଆଜି ପାଳନ କରାଯାଉଥିବାବେଳେ ଏଥିରେ କଂଗ୍ରେସ ପରିବାର ସମେତ ସାରାଦେଶର ଅନେକ ବିଶିଷ୍ଟ ବ୍ୟକ୍ତି ପଣ୍ଡିତ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

ଏହି ଅବସରରେ ଆଜି ଦିଲ୍ଲୀସ୍ଥିତ ପଣ୍ଡିତ ଜବାହାରଲାଲ ନେହେରୁଙ୍କ ସ୍ମୃତିସ୍ଥଳରେ ପୂର୍ବତନ ରାଷ୍ଟ୍ରପତି ପ୍ରଣବ ମୂଖାର୍ଜୀ, ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂ, ପୂର୍ବତନ ଉପ-ରାଷ୍ଟ୍ରପତି ହମିଦ ଅନସାରୀ , କଂଗ୍ରେସର ଅନ୍ତରୀଣ ଅଧ୍ୟକ୍ଷା ତଥା ନେହେରୁ ପରିବାରର ସଦସ୍ୟ ସୋନିଆ ଗାନ୍ଧୀଙ୍କ ସମେତ ବହୁ ଲୋକ ନେହେରୁଙ୍କୁ ଶ୍ରଦ୍ଧାଞ୍ଜଳି ଦେଇଛନ୍ତି ।

Intro:Body:

BLANK

Conclusion:
ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.