ETV Bharat / bharat

ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପଟାଲରେ ଭର୍ତ୍ତି ହେଲେ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡିସ

author img

By

Published : Jun 10, 2020, 8:26 PM IST

ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଣ୍ଡିସଙ୍କୁ ମାଙ୍ଗାଲୋରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ଅଧିକ ପଢନ୍ତୁ...

ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପଟାଲରେ ଭର୍ତ୍ତି ହେଲେ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡିସ
ଛାତିରେ ଯନ୍ତ୍ରଣା ଯୋଗୁଁ ହସ୍ପଟାଲରେ ଭର୍ତ୍ତି ହେଲେ କଂଗ୍ରେସ ନେତା ଓସ୍କାର ଫର୍ଣ୍ଣାଣ୍ଡିସ

ବେଙ୍ଗାଲୁରୁ: ଛାତିରେ ଯନ୍ତ୍ରଣା ଅନୁଭବ କରିବା ପରେ ବରିଷ୍ଠ କଂଗ୍ରେସ ନେତା ତଥା ପୂର୍ବତନ କେନ୍ଦ୍ରମନ୍ତ୍ରୀ ଓସ୍କାର ଫର୍ଣ୍ଣାଣ୍ଡିସଙ୍କୁ ମାଙ୍ଗାଲୋରର ଏକ ଘରୋଇ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି । ସେ କିଡନୀ ଏବଂ ହୃଦରୋଗରେ ପୀଡିତ ।

କଂଗ୍ରେସର ଏହି ବରିଷ୍ଠ ନେତା ଏବେ ମାଙ୍ଗାଲୋର କୋଡିୟାଲବେଲର ଏକ ଡାକ୍ତରଖାନାରେ ଚିକିତ୍ସିତ ହେଉଛନ୍ତି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.