ନୂଆଦିଲ୍ଲୀ: ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କୁ କୋରୋନା । ମୁଲାୟମଙ୍କୁ କୋରୋନା ହୋଇଥିବା ନେଇ ସୂଚନା ଦେଲେ ତାଙ୍କ ପୁଅ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ।
କୋରୋନା କବଳରେ ମୁଲାୟମ ସିଂ ଯାଦବ - Corona positive Mulayam Singh Yadav
ଉତ୍ତର ପ୍ରଦେଶର ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ସମାଜବାଦୀ ପାର୍ଟି ନେତା ମୁଲାୟମ ସିଂ ଯାଦବଙ୍କୁ କୋରୋନା । ଏନେଇ ତାଙ୍କ ପୁଅ ଅଖିଳେଶ ଯାଦବ ସୂଚନା ଦେଇଛନ୍ତି । ଅଧିକ ପଢନ୍ତୁ...

କୋରୋନା କବଳରେ ମୁଲାୟମ ସିଂ ଯାଦବ