ETV Bharat / bharat

ଭାରତରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 433: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ - coronavirus news

ସୋମବାର ସଂଧ୍ୟାରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ ଦେଶରେ ଭାରତରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୪33ରେ ପହଞ୍ଚିଥିବା ସୂଚନା ଦେଇଛି ।

ଡିଜାଇନ ଫଟୋ
ଡିଜାଇନ ଫଟୋ
author img

By

Published : Mar 23, 2020, 8:02 PM IST

ନୂଆଦିଲ୍ଲୀ: କୋରୋନା ପ୍ରକୋପ ଧିରେ ଧିରେ ବୃଦ୍ଧି ପାଇବାରେ ଲାଗିଛି । ଭାରତରେ ଦିନକୁ ଦିନ ଆକ୍ରାନ୍ତଙ୍କ ସଂଖ୍ୟା ବଢିବାରେ ଲାଗିଛି । ସୋମବାର ସଂଧ୍ୟାରେ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ ଦେଶରେ ଭାରତରେ କୋଭିଡ୍-୧୯ ଆକ୍ରାନ୍ତଙ୍କ ସଂଖ୍ୟା ୪33ରେ ପହଞ୍ଚିଥିବା ସୂଚନା ଦେଇଛି ।

ଫଟୋ ସୌଜନ୍ୟ: ଏଏନଆଇ
ଫଟୋ ସୌଜନ୍ୟ: ଏଏନଆଇ

ଏହି ପ୍ରେସ ବିବୃତ୍ତିରି ’ଇଣ୍ଡିଆନ୍ କାଉନସିଲ୍ ଅଫ୍ ମେଡିକାଲ୍ ରିସର୍ଚ’ କହିଛି ଯେ, ଦେଶରେ ସଂକ୍ରମଣ ଚିହ୍ନଟ କରିବା ନିମନ୍ତେ 18383ଟି ନମୁନା ପରୀକ୍ଷା କରାଯାଇଛି ।

ଫଟୋ ସୌଜନ୍ୟ: ଏଏନଆଇ
ଫଟୋ ସୌଜନ୍ୟ: ଏଏନଆଇ

ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ସାମ୍ବାଦିକ ସମ୍ମିଳନୀରେ ଏହା ମଧ୍ୟ କହିଛି ଯେ, କହିଛି ଯେ 19 ଟି ରାଜ୍ୟରେ ସମ୍ପୂର୍ଣ୍ଣ ଲକ୍-ଡାଉନ୍ ଘୋଷଣା କରାଯାଇଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର ଯୁଗ୍ମ ସଚିବ ଲବ୍‌ ଅଗ୍ରୱାଲ କହିଛନ୍ତି ଯେ, ଏପର୍ଯ୍ୟନ୍ତ 433 ଟି କରୋନା ସଂକ୍ରମଣ ରିପୋର୍ଟ ହୋଇଥିବା ବେଳେ 23 ଜଣ ଆକ୍ରାନ୍ତ ଡିସଚାର୍ଜ ହୋଇଛନ୍ତି ଏବଂ 7 ଜଣ ଆକ୍ରାନ୍ତ ଙ୍କ ମୃତ୍ୟୁ ଘଟିଛି ।

ଫଟୋ ସୌଜନ୍ୟ: ଏଏନଆଇ
ଫଟୋ ସୌଜନ୍ୟ: ଏଏନଆଇ

ଆଇସିଏମଆର ମହାନିର୍ଦ୍ଦେଶକ ବଳରାମ ଭାର୍ଗବ କହିଛନ୍ତି ଯେ ଦେଶରେ 12 ଟି ଲ୍ୟାବ ପଞ୍ଜିକୃତ ହୋଇଛି । ହି 12 ଟି ଲ୍ୟାବରେ ସାରା ଦେଶରେ 15,000 କଲେକ୍ସନ ସେଣ୍ଟର ରହିଛି ।

@ANIଇନପୁଟ

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.