ETV Bharat / bharat

ମେ 31 ଯାଏଁ ଜାମ୍ମୁ-କାଶ୍ମୀରର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ - ଜାମ୍ମୁ କାଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳ

ଜାମ୍ମୁ କାଶ୍ମୀର ପ୍ରଶାସନ ଦ୍ବାରା ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ ଜାମ୍ମୁ କାଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଶିକ୍ଷାନୁଷ୍ଠାନ ଏବଂ ତାଲିମ ପ୍ରତିଷ୍ଠାନଗୁଡ଼ିକ ମେ 31 ପର୍ଯ୍ୟନ୍ତ ବନ୍ଦ ରହିବ।

corona
ମେ 31 ଯାଏଁ ଜାମ୍ମୁକାଶ୍ମୀରର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ
author img

By

Published : May 9, 2020, 12:48 PM IST

ଶ୍ରୀନଗର: ମେ 31 ଯାଏଁ ଜାମ୍ମୁକାଶ୍ମୀର କେନ୍ଦ୍ରଶାସିତ ଅଞ୍ଚଳରେ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ । ଜାମ୍ମୁ କାଶ୍ମୀର ପ୍ରଶାସନ ଦ୍ବାରା ଜାରି କରାଯାଇଥିବା ନିର୍ଦ୍ଦେଶ ଅନୁଯାୟୀ ଜାମ୍ମୁ କାଶ୍ମୀରର କେନ୍ଦ୍ରଶାସିତ ଅଞ୍ଚଳରେ ଥିବା ଶିକ୍ଷାନୁଷ୍ଠାନ ଏବଂ ତାଲିମ ପ୍ରତିଷ୍ଠାନଗୁଡ଼ିକ ମେ 31 ପର୍ଯ୍ୟନ୍ତ ବନ୍ଦ ରହିବ।

ସୂଚନା ଅନୁଯାୟୀ, ବର୍ତ୍ତମାନ ଜାମ୍ମୁ କାଶ୍ମୀରରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା 823ରେ ପହଞ୍ଚିଛି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 755 ଆକ୍ରାନ୍ତ କାଶ୍ମୀରର ଥିବାବେଳେ 68 ଆକ୍ରାନ୍ତ ଜାମ୍ମୁର ରହିଛନ୍ତି। ଏହାଛଡା ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 450 ଆକ୍ରାନ୍ତ ଆକ୍ଟିଭ ରହିଛନ୍ତି । ଏଥିସହ କୋରୋନା କାରଣରୁ ଜାମ୍ମୁ କାଶ୍ମୀରରେ ଜଣେ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ପ୍ରକାଶ ଥାଉକି, ଭାତତରେ ବର୍ତ୍ତମାନ ସୁଦ୍ଧା 59,662 କୋରୋନା ଆକ୍ରାନ୍ତ ରହିଛନ୍ତି । ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ 1,981 ଆକ୍ରାନ୍ତଙ୍କର ମୃତ୍ୟୁ ଘଟିଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.