ETV Bharat / bharat

ଦିଲ୍ଲୀର 2 ଅଞ୍ଚଳ କଣ୍ଟେନମେଣ୍ଟ ଜୋନ, 43 ଅଞ୍ଚଳ ହଟସ୍ପଟ ଘୋଷଣା

ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଦିଲ୍ଲୀର ଚୌଧୁରୀ ସୋରା ମହଲା ଏବଂ ଗାଡି ଝାଡିୟା ମଦିୟା ଅଞ୍ଚଳକୁ ସୋମବାର କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

author img

By

Published : Apr 13, 2020, 10:26 AM IST

containment zone
ଦିଲ୍ଲୀର 2 ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଓ 43 ଅଞ୍ଚଳକୁ ହଟସ୍ପଟ ଘୋଷଣା

ନୂଆଦିଲ୍ଲୀ: ରାଷ୍ଟ୍ରୀୟ ରାଜଧାନୀ ଦିଲ୍ଲୀରେ କୋରୋନା ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢିବାରେ ଲାଗିଛି । ଏଭଳି ପରିସ୍ଥିତିକୁ ଦୃଷ୍ଟିରେ ରଖି ଦିଲ୍ଲୀର ଚୌଧୁରୀ ସୋରା ମହଲା ଏବଂ ଗାଡି ଝାଡିୟା ମଦିୟା ଅଞ୍ଚଳକୁ ସୋମବାର କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ସୂଚନା ଅନୁଯାୟୀ, ଗତ କିଛିଦିନ ଏହି ଅଞ୍ଚଳରୁ କୋରୋନା ଆକ୍ରାନ୍ତ ଚିହ୍ନଟ ହେବାପରେ ଏହି ଦୁଇ ଅଞ୍ଚଳକୁ କଣ୍ଟେନମେଣ୍ଟ ଜୋନ୍ ଘୋଷଣା କରାଯାଇଛି ।

ସେହିପରି ଦିଲ୍ଲୀରେ ଆକ୍ରାନ୍ତଙ୍କ ବୃଦ୍ଧିକୁ ଦୃଷ୍ଟିରେ ରଖି ବର୍ତ୍ତମାନ ସୁଦ୍ଧା 43 ଅଞ୍ଚଳକୁ ହଟସ୍ପଟ ଘୋଷଣା କରାଯାଇଛି ।

ETV Bharat Logo

Copyright © 2024 Ushodaya Enterprises Pvt. Ltd., All Rights Reserved.