ETV Bharat / bharat

ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି, ଜେନେରାଲ ୱାର୍ଡକୁ ସ୍ଥାନାନ୍ତର - ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ

ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଆସିବା ପରେ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜେନେରାଲ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି । ଏଥିସହ ତାଙ୍କର ଅକ୍ସିଜେନ ସପୋର୍ଟକୁ ମଧ୍ୟ ହଟାଇ ଦିଆଯାଇଛି । ତେବେ ଏନେଇ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

_health minister
ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ ସ୍ବାସ୍ଥ୍ୟବସ୍ଥାରେ ଉନ୍ନତି
author img

By

Published : Jun 22, 2020, 5:36 PM IST

ନୂଆଦିଲ୍ଲୀ: ଦିଲ୍ଲୀ ସ୍ବାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜେନେରାଲ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି । ସ୍ୱାସ୍ଥ୍ୟବସ୍ଥାରେ ଉନ୍ନତି ଆସିବା ପରେ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀ ସତ୍ୟେନ୍ଦ୍ର ଜୈନଙ୍କୁ ଜେନେରାଲ ୱାର୍ଡକୁ ସ୍ଥାନାନ୍ତର କରାଯାଇଛି । ଏଥିସହ ତାଙ୍କର ଅକ୍ସିଜେନ ସପୋର୍ଟକୁ ମଧ୍ୟ ହଟାଇ ଦିଆଯାଇଛି । ତେବେ ଏନେଇ ଦିଲ୍ଲୀ ସ୍ୱାସ୍ଥ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ପକ୍ଷରୁ ସୂଚନା ମିଳିଛି ।

ପ୍ରକାଶ ଥାଉକି, ସତ୍ୟେନ୍ଦ୍ର ଜୈନଙ୍କୁ କିଛି ଦିନ ପୂର୍ବେ ଜ୍ଵର ଏବଂ ନିଃଶ୍ଵାସ ନେବାରେ ଯନ୍ତ୍ରଣା ହେବାରୁ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା। ଏହାପରେ ତାଙ୍କର କୋରୋନା ପରୀକ୍ଷା କରାଯାଇଥିଲା। ପ୍ରଥମେ ତାଙ୍କ କୋରୋନା ରିପୋର୍ଟ ନେଗେଟିଭ ଆସିଥିବା ବେଳେ ଜୁନ୍ 17ରେ ଦ୍ଵିତୀୟଥର ତାଙ୍କ ରିପୋର୍ଟ ପଜେଟିଭ ଆସିଥିଲା। ଏହାପରେ ତାଙ୍କୁ ଦିଲ୍ଲୀର ରାଜୀବ ଗାନ୍ଧୀ ହସ୍ପିଟାଲରେ ଭର୍ତ୍ତି କରାଯାଇଥିଲା ।

ETV Bharat Logo

Copyright © 2025 Ushodaya Enterprises Pvt. Ltd., All Rights Reserved.